ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ  ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତାକାଲି…

ରାମନବମୀରେ ଉଦ୍‌ଘାଟନ ହେବ ନୂଆ ପାମ୍ବନ ରେଳ ସେତୁ: ମୋଦି କରିବେ ଶିଳାନ୍ୟାସ

ନୂଆଦିଲ୍ଲୀ,୫।୪: ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁ ଗସ୍ତ କରି ରାମେଶ୍ୱରମକୁ ମୁଖ୍ୟ ଭୂମି ସହିତ ସଂଯୋଗ କରୁଥିବା ନୂତନ ପାମ୍ବନ ରେଳ ସେତୁ ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ତାମିଲନାଡୁରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ…

ତାତି ନ ଥମୁଣୁ ପୁଣି କିଟ୍‌ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ

ଭୁବନେଶ୍ୱର,୧।୩: କିଟ୍‌ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା…

ଏଣିକି ସାହାରା ଇଣ୍ଡିଆର ନିବେଶକମାନେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫେରସ୍ତ ଦାବି କରିପାରିବେ

ନୂଆଦିଲ୍ଲୀ,୫।୨: ଯେଉଁମାନଙ୍କର ଟଙ୍କା ସାହାରା ଇଣ୍ଡିଆରେ ଫସି ରହିଛି ସେମାନଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଲୋକ ସଭାରେ କହିଛନ୍ତି, ୨୮ ଜାନୁଆରୀ, ୨୦୨୫ ସୁଦ୍ଧା ସାହାରା ଗ୍ରୁପର ସମବାୟ ସମିତିଗୁଡ଼ିକର…

କାଶୀ-ମଥୁରା ବ୍ୟତୀତ ୧୦ରୁ ଅଧିକ ସ୍ଥାନରେ ଚାଲିଛି ମନ୍ଦିର-ମସଜିଦ୍ ବିବାଦ

ନୂଆଦିଲ୍ଲୀ : ୨୦୧୯ରେ ଅଯୋଧ୍ୟାରେ ରାମ ମନ୍ଦିର ଓ ବାବ୍ରି ମସଜିଦ ମାମଲାରେ ସୁପ୍ରିମକୋର୍ଟ ରାୟ ଶୁଣାଇଥିଲେ। ବର୍ତ୍ତମାନ ୧୨ଟି ଧାର୍ମିକ ସ୍ଥଳ ଓ ସ୍ମାରକୀକୁ ନେଇ ଏଭଳି ମାମଲା ଚାଲିଛି। ଏଭଳି ପରିସ୍ଥିତିରେ ମନ୍ଦିର ଭାଙ୍ଗି ମସଜିଦ୍, ଦରଗା ଓ…

ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍‌; ୪ ଯୁବତୀ ଉଦ୍ଧାର

ଭୁବନେଶ୍ବର : ବାଂଲାଦେଶୀ ନାବାଳିକାଙ୍କୁ ନେଇ କଟକ-ଭୁବନେଶ୍ୱରରେ ହଇଚଇ ସୃଷ୍ଟି ହୋଇଥିବା ବେଳେ ଆଜି ଖଣ୍ଡଗିରିରେ ଠାବ ହୋଇଛି ସେକ୍ସ ରାକେଟ୍‌। ଦୀର୍ଘ ଦିନ ଧରି ସେଠାରେ ସେକ୍ସ ରାକେଟ୍‌ ଚାଲିଥିବା ଅଭିଯୋଗ ହୋଇଛି। ନୟାଗଡ଼ର ରାଣୀ ମହୁମାଛି ଯୁବତୀମାନଙ୍କୁ ଦେହ…

‘ଦାନା’ ପାଇଁ ନଗର ଉନ୍ନୟନ ବିଭାଗର ଏସଓପି: ୧୧ ବରିଷ୍ଠ ଅଫିସରଙ୍କୁ ୩୦ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ବର : ଭୟଙ୍କର ରୂପଧାରଣ କରି ସ୍ଥଳଭାଗ ଆଡ଼େ ମୁହାଁଇଥିବା ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା ପାଇଁ ନଗର ଉନ୍ନୟନ ବିଭାଗ ସ୍ୱତନ୍ତ୍ର ପଦକ୍ଷେପ ନେଇଛି। ନିଜର ବିଭାଗୀୟ ୧୧ଜଣ ବରିଷ୍ଠ ଅଫିସରଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେବା ସହ ସବୁ…

ଜାତୀୟ କୃମିନାଶକ ଦିବସରେ ରାଜ୍ୟର ୧୯ଟି ଜିଲାରେ ଔଷଧ ବଣ୍ଟନ

ଭୁବନେଶ୍ୱର,୧୦ା୮: ଜାତୀୟ କୃମିନାଶକ ଦିବସ ପାଳନ ଅବସରରେ ଆଜି ରାଜ୍ୟର ୧୯ଟି ଜିଲାରେ କୃମିନାଶକ ଔଷଧ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଜିଲାଗୁଡ଼ିକରେ ୧ରୁ ୧୯ ବର୍ଷ ପର୍ଯ୍ୟନ୍ତ ବାଳକ, ବାଳିକା ଏବଂ ୨୦ରୁ ୨୪ ବର୍ଷ ପର୍ଯ୍ୟନ୍ତ ମହିଳାଙ୍କୁ…

ବ୍ୟାନର ଝୁଲାଇ ନିର୍ବାଚନକୁ ବହିଷ୍କାର ପାଇଁ ନକ୍ସଲଙ୍କ ଆହ୍ବାନ; କଂଗ୍ରେସ ନେତା ଓ ସରପଞ୍ଚଙ୍କୁ ମୃତ୍ୟୁ ଦଣ୍ଡ ନେଇ ଚେତାବନୀ ଦେଲେ

ମାଲକାନଗିରି: ସୀମାନ୍ତରେ ପୁଣି ନକ୍ସଲଙ୍କ ବ୍ୟାନର ଓ ପୋଷ୍ଟର ଦେଖିବାକୁ ମିଳିଛି। ସୁକମା ଜିଲ୍ଲାର ଦୁର୍ଗମ ଅଂଚଳରେ ନକ୍ସଲ ପୋଷ୍ଟର ମାରିବା ସହ ବ୍ୟାନରରେ ୨୮ତମ ଲୋକସଭା ନିର୍ବାଚନକୁ ବହିଷ୍କାର ରିବାକୁ ଆହ୍ବାନ ଦେଇଛନ୍ତି। କେନ୍ଦ୍ରର ବିଜେପି ଓ କଂଗ୍ରେସ ସରକାରଙ୍କୁ…

ସାଂସଦ ନବନୀତ ରାଣାଙ୍କୁ ମିଳିଲା ଆଶ୍ୱସ୍ତି, ହାଇକୋର୍ଟଙ୍କ ନିଷ୍ପତ୍ତି ରଦ୍ଦ

ମୁମ୍ବାଇ : ସାଂସଦ ନବନୀତ କୌର ରାଣାଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ଜାତିଗତ ପ୍ରମାଣ ପତ୍ର ମାମଲାରେ ସୁପ୍ରିମ କୋର୍ଟ ଅମରାବତୀ ସାଂସଦ ନବନୀତ ରାଣାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବମ୍ବେ ହାଇକୋର୍ଟ ଦେଇଥିବା ତାଙ୍କ ଜାତି ପ୍ରମାଣ ପତ୍ର ରଦ୍ଦ…