୩ ମାସ ପରେ ପୁଣି ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ ସେବା
ଭୁବନେଶ୍ୱର : ଆଜିଠୁ ପୁଣି ଆରମ୍ଭ ହେଉଛି ଭୁବନେଶ୍ୱର-ବ୍ୟାଙ୍କକ ସିଧାସଳଖ ବିମାନ ସେବା । ଶୀତ ଋତୁକୁ ଦୃଷ୍ଟିରେ ରଖି ଏହି ଅନ୍ତର୍ଜାତୀୟ ରୁଟରେ ପୁଣି ବିମାନ ଚଳାଚଳ ଆରମ୍ଭ କରୁଛି ଇଣ୍ଡିଗୋ । ଗତ ଜୁଲାଇରୁ ଅସ୍ଥାୟୀ ଭାବେ ବନ୍ଦ…
ଭୁବନେଶ୍ୱର : ଆଜିଠୁ ପୁଣି ଆରମ୍ଭ ହେଉଛି ଭୁବନେଶ୍ୱର-ବ୍ୟାଙ୍କକ ସିଧାସଳଖ ବିମାନ ସେବା । ଶୀତ ଋତୁକୁ ଦୃଷ୍ଟିରେ ରଖି ଏହି ଅନ୍ତର୍ଜାତୀୟ ରୁଟରେ ପୁଣି ବିମାନ ଚଳାଚଳ ଆରମ୍ଭ କରୁଛି ଇଣ୍ଡିଗୋ । ଗତ ଜୁଲାଇରୁ ଅସ୍ଥାୟୀ ଭାବେ ବନ୍ଦ…
ପୁରୀ : ପୁରୀରେ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ଅକ୍ଟୋବର ୨୬ ରୁ ହୋଇ ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୬ ତାରିଖ ଦିନ ଆରମ୍ଭ ହେବ ଅନଲାଇନ୍ ଆବେଦନ ପ୍ରକ୍ରିୟା । ଚଳିତ ବର୍ଷ ପୁରୀ…
ସୋର: ଶାଶୁର ଆକ୍ରମଣରେ ବୋହୂ ଗୁରୁତର । ଶାଶୁ ବୋହୂର କଳି ନେଲା ଉଗ୍ର ରୂପ । ବୋହୂ ଉପରକୁ ଗରମ ତେଲ ପକାଇଲା ଶାଶୁ । ଗରମ ତେଲ ପକାଇ ମାରିବାକୁ ଉଦ୍ୟମ । ଗୁରୁତର ଅବସ୍ଥାରେ ମେଡିକାଲ ରେ…
ଭୁବନେଶ୍ୱର : ପାର୍ବଣ ପୂର୍ବରୁ ପୁଣି ଗ୍ରାହକଙ୍କୁ ମହଙ୍ଗାମାଡ। ପକେଟରେ ପଡ଼ିବ ପ୍ରଭାବ। ଗତକାଲି ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଥିବା ବେଳେ ଏବେ ବଢିଲା ଓମଫେଡ୍ କ୍ଷୀର ଦର। ଆସନ୍ତା ୪ ତାରିଖରୁ ଓମଫେଡ୍ କ୍ଷୀର ଦର ବୃଦ୍ଧି…
ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ମାସବ୍ୟାପୀ ଜନସମ୍ପର୍କ ପଦଯାତ୍ରା ଶୁଭାରମ୍ଭ ଅବସରରେ ରାଜ୍ୟର ବିଜେପି ସରକାର ଉପରେ କଡ଼ା ପ୍ରହାର କରିଛନ୍ତି ବିରୋଧୀ ଦଳ ନେତା ତଥା ଦଳର ସଭାପତି ନବୀନ ପଟ୍ଟନାୟକ । ବୁଧବାର, ଗାନ୍ଧୀ ଜୟନ୍ତୀ ଠାରୁ…
ଭୁବନେଶ୍ୱର: ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ସୂଚନା। ୧୦ ତାରିଖ ସୁଦ୍ଧା କ୍ଷତିଗ୍ରସ୍ତ ପାଇବେ କ୍ଷତିପୂରଣ। ଲଗାଣ ବର୍ଷା ଓ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ କ୍ଷୟକ୍ଷତି ଆକଳନ ତ୍ୱରାନ୍ୱିତ କରାଯିବ। ୧୦ ତାରିଖ ସୁଦ୍ଧା ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ରାଜସ୍ବ ଓ…
ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି ଓ ଦେବୋତ୍ତର ସମ୍ପତ୍ତିର ସୁରକ୍ଷା ଦିଗରେ ବୋର୍ଡ ଅଫ୍ ରେଭେନ୍ୟୁ, କଟକଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ଓ.ଏସ୍.ଏସ୍. କେସ୍ ନଂ. ୬୫୮/୨୦୨୨ରେ ରାଜସ୍ବ ପର୍ଷଦ, କଟକ ଏକ ମାମଲାର ଶୁଣାଣି କରି…
ଭୁବନେଶ୍ୱର: ଗୁରୁବାର ଦିନ ନୂଆଦିଲ୍ଲୀରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଭେଟି ରାଜ୍ୟର ବିକାଶ ସମ୍ବନ୍ଧୀୟ ବିଷୟ ଉପରେ ଆଲୋଚନା କରିଛନ୍ତି।ଏହି ସାକ୍ଷାତ ସମୟରେ ରାଜ୍ୟପାଳ ଓଡ଼ିଶାରେ କେନ୍ଦ୍ର ସରକାରଙ୍କ…
ଗୁଡ଼ାରୀ: ରାୟଗଡ଼ା ଜିଲା ଗୁଡ଼ାରୀ ବ୍ଲକ ପେଣ୍ଡିଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଡି.ପେଣ୍ଡିଲି ଗ୍ରାମରେ ବାପା-ପୁଅଙ୍କ ମଧ୍ୟରେ ଥିବା ବିବାଦରୁ ଜଣେ ବୃଦ୍ଧଙ୍କ ବେକକୁ ବ୍ଲେଡ୍ରେ କାଟି ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଗୁଡ଼ାରୀ ପୁଲିସ ଅଭିଯୁକ୍ତ ପୁଅ…
କଟକ : ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟରେ ବଦଳିବ ନବମ ଶ୍ରେଣୀର ପାଠ୍ୟପୁସ୍ତକ । ଜାତୀୟ ଶିକ୍ଷାନୀତି ୨୦୨୦, ଜାତୀୟ ପାଠ୍ୟଚର୍ଯ୍ୟା ଢାଞ୍ଚା ୨୦୨୩ ଏବଂ ଓଡ଼ିଶା ପାଠ୍ୟଚର୍ଯ୍ୟା ଢାଞ୍ଚା ୨୦୨୫ ସହ ସମନ୍ୱୟ ରଖି ଏହି ପରିବର୍ତ୍ତନ ହେଉଛି । ଏନେଇ…