ଗାଜାରୁ ମିଳିଲା ୩ ଇସ୍ରାଏଲୀ ବନ୍ଧକଙ୍କ ମୃତଦେହ

ଗାଜା: ଇରାନ ସହିତ ଯୁଦ୍ଧ ମଧ୍ୟରେ, ଇସ୍ରାଏଲୀ ସେନା ଗାଜାରେ ବନ୍ଧକ ରଖାଯାଇଥିବା ଆଉ ତିନି ଜଣଙ୍କ ମୃତଦେହ ଉଦ୍ଧାର କରିଛି। ସେନା ଅନୁଯାୟୀ, ମୃତ ବନ୍ଧକମାନେ ହେଲେ ଜୋନାଥନ ସାମେରାନୋ (୨୧), ଓଫ୍ରା କେଦାର (୭୦) ଏବଂ ସେ ଲେଭିନସନ…

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପରେ ବିଜେପିକୁ ଘେରିଲା ବିଜେଡି: ‘ଡବଲ୍‌ ଇଞ୍ଜିନ୍‌ ଡବଲ୍‌ ବିକାଶ ନୁହେଁ, ଡବଲ୍‌ ଧୋକା’

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରର ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ‌ନରେନ୍ଦ୍ର ମୋଦୀ ଯୋଗଦେଇ କହିଥିଲେ, ଡବଲ୍‌ ଇଞ୍ଜିନ୍‌ ସରକାରରେ ଡବଲ୍‌ ବିକାଶ ହେଉଛି। ପୂର୍ବ ସରକାରରେ ଗରିବ, କୃଷକ କେନ୍ଦ୍ରୀୟ ଯୋଜନାର ଲାଭ ପାଉନଥିଲେ। ଆଜି ଏହାର ଜବାବ ଦେଇ ବିଜେଡି…

ଜ୍ବରରେ ପୀଡ଼ିତ ମହାପ୍ରଭୁ ସୁସ୍ଥ ହେଲେ; ଶ୍ରୀନଅରରେ ପହଞ୍ଚିଲା ଖବର

ପୁରୀ: ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ସ୍ନାନ ବେଦୀରେ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ମହାପ୍ରଭୁ ଆଜି ସମ୍ପୂର୍ଣ୍ଣ ସୁସ୍ଥ ହେବା ଖବର ଶ୍ରୀନଅରରେ ପହଞ୍ଚିଛି। ଆଜି ଦ୍ବାଦଶୀ ତିଥିରେ ଦଇତା ଓ ପତି ମହାପାତ୍ର ସେବାୟତମାନେ ଶ୍ରୀନଅର…

ବଢ଼ିଲା ସୁବର୍ଣ୍ଣରେଖା -୪ଟି ବ୍ଲକର ୧୩୫ ଗାଁ ପ୍ରଭାବିତ

ବାଲେଶ୍ବର : ଓଡ଼ିଶାରେ ସେଭଳି ବଡ଼ ବର୍ଷା ନାହିଁ। ମାତ୍ର ପଡୋଶୀ ଝାଡ଼ଖଣ୍ଡ ପାଣି ଛାଡ଼ିଦେବାରୁ ଉତ୍ତର ବାଲେଶ୍ବରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଝାଡ଼ଖଣ୍ଡର ଚାନ୍ଦିଲି ବନ୍ଧ ଫାଟକ ଖୋଲି ଦିଆଯିବା ଓ ଗାଲୁଡିହି ବ୍ୟା​‌େ​‌ରଜରୁ ହଠାତ ପାଣି ଛଡ଼ା…

ଜୁଲାଇ ୧୫ ସୁଦ୍ଧା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ

ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀ ଏବଂ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ (ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ) ମାଗଣାରେ…

ପିଜିଆଇ ରିପୋର୍ଟ; ଶ୍ରେଷ୍ଠ ୫ ରାଜ୍ୟ ମଧ୍ୟରେ ଓଡ଼ିଶା

ଭୁବନେଶ୍ବର: ଗତ ଦୁଇ ବର୍ଷ ମଧ୍ୟରେ ଓଡ଼ିଶାର ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ବିଦ୍ୟାଳୟ ଶିକ୍ଷାର ପ୍ରବେଶ ଏବଂ ଶିକ୍ଷଣ ଫଳାଫଳରେ ଉନ୍ନତି ପରିଲକ୍ଷିତ ହୋଇଛି। ୨୦୨୨-୨୩ ଏବଂ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରଦର୍ଶନ ମାନକ…

ପ୍ରେମୀ ଜୋଡା ସ୍ଥାନ ଭାବେ ବେଶ ପରିଚିତ ଥିଲା ଗୋପାଳପୁର ଗଣଦୁଷ୍କର୍ମ ଅଞ୍ଚଳ

ଗୋପାଳପୁର: ଗୋପାଳପୁରକୁ ସାରା ଭାରତ ତଥା ବିଶ୍ବରେ ନିନ୍ଦିତ କରିଥିବା ଘଟଣା ନେଇ ଏବେ ନୂଆ ତଥ୍ୟ ଲୋକଲୋଚନକୁ ଆସିବାରେ ଲାଗିଛି। ଏହି ଅଞ୍ଚଳ ବିଭିନ୍ନ ସ୍ଥାନରୁ ଆସୁଥିବା ପ୍ରେମୀ ଜୋଡାଙ୍କ ଏକ ଲଭର୍ସ ପଏଣ୍ଟ ଭାବେ ବେଶ ପରିଚିତ ରହିଥିଲା।…

ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି। ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ…

ରଥଯାତ୍ରା: ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ଚଳାଚଳ କରିବ ୩୬୫ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ବର/ପୁରୀ : ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଆସନ୍ତା ୨୭ ତାରିଖ ଦିନ ପୁରୀରେ ଅନୁଷ୍ଠିତ ହେବ | ଏହି ଉପଲକ୍ଷେ ରାଜ୍ୟ ଓ ରାଜ୍ୟ ବାହାରୁ ଭକ୍ତମାନଙ୍କର ପ୍ରବଳ ଜନସମାଗମ ହେବା ଆଶା କରାଯାଉଛି | ଏହାକୁ…

ମୁମ୍ବାଇରେ ନବୀନ ପଟ୍ଟନାୟକଙ୍କ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍‌ର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକଙ୍କର ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ପାଇଁ ଏକ ସଫଳ ଅସ୍ତ୍ରୋପଚାର କରାଯାଇଛି। ଏହି ଅସ୍ତ୍ରୋପଚାର ତାଙ୍କ ବ୍ୟକ୍ତିଗତ ଡାକ୍ତର ଡାକ୍ତର…