ବର୍ଷାରେ ଘର ଭାଙ୍ଗିଥିଲେ ତୁରନ୍ତ ମିଳିବ ଘର, ୫ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ
ଭୁବନେଶ୍ବର: ଲଗାଣ ବର୍ଷା ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି କଲାଣି । ତେବେ ପ୍ରଭାବିତଙ୍କ ପାଇଁ ବଡ଼ ଆଶ୍ୱାସନା ଦେଇଛନ୍ତି ରାଜ୍ୟ ସରକାର । ବର୍ଷା ଯୋଗୁଁ ଯେଉଁମାନଙ୍କ ଘର ଭାଙ୍ଗିଛି, ସେମାନଙ୍କୁ ସରକାରୀ ଯୋଜନାରେ ତୁରନ୍ତ ନୂଆ ଘର ଯୋଗାଇ ଦିଆଯିବ…