ଗଞ୍ଜାମରେ ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ଏନକାଉଣ୍ଟର
ଛତ୍ରପୁର : ଗଞ୍ଜାମରେ ପୁଣି ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଘନଶ୍ୟାମ ବେହେରା ଓରଫ କାଳିଆକୁ ଏନକାଉଣ୍ଟର କଲା ପୁରୁଷୋତ୍ତମପୁର ଥାନା ପୋଲିସ । କାଳିଆର ଆଣ୍ଠୁ ରେ ଗୁଳି ବାଜିଛି l ତାକୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି…
ଛତ୍ରପୁର : ଗଞ୍ଜାମରେ ପୁଣି ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଘନଶ୍ୟାମ ବେହେରା ଓରଫ କାଳିଆକୁ ଏନକାଉଣ୍ଟର କଲା ପୁରୁଷୋତ୍ତମପୁର ଥାନା ପୋଲିସ । କାଳିଆର ଆଣ୍ଠୁ ରେ ଗୁଳି ବାଜିଛି l ତାକୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି…
ଭୁବନେଶ୍ୱର : ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର । ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ଆସନ୍ତା ଅଗଷ୍ଟ ୧୬ ତାରିଖ ସରକାରୀ ଚାକିରିରୁ ଅବସର ନେବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏନେଇ ଗୃହ ବିଭାଗ…
ଭୁବନେଶ୍ବର: ଓଡ଼ିଶାରେ ସାର୍ବଜନୀନ ଇଭି ଚାର୍ଜିଂ ଷ୍ଟେସନ୍ ବିକାଶ ପାଇଁ ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ୪୦ କୋଟି ୫୦ ଲକ୍ଷ ୭୫ ହଜାର ୭୪୦ ଟଙ୍କା ଅନୁଦାନ ମଞ୍ଜୁର କରାଯାଇଛି । ଏହି ଅବସରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…
ଭୁବନେଶ୍ଵର: ଅନୁଗୋଳ ଜିଲ୍ଲାରେ ଜଣେ ଯୁବତୀ ଓ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ବହୁଚର୍ଚ୍ଚିତ ମାମଲାରେ ଆଜି ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ (ଫାଷ୍ଟ ଟ୍ରାକ୍ ସ୍ପେଶାଲ କୋର୍ଟ) ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରି ୪ ଜଣ ଅଭିଯୁକ୍ତଙ୍କୁ କଠୋର…
ଭୁବନେଶ୍ଵର: ଓଡ଼ିଶାରେ ଟେକ୍ ବିପ୍ଳବ। ରାଜ୍ୟରେ HCL tech ପ୍ରତିଷ୍ଠା କରିବ ‘ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର ‘AI Park’। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ HCLTech ଓ ‘ସର୍ଭମ AI’ ସହ ସ୍ୱାକ୍ଷରିତ ହେଲା ଦୁଇଟି MoU। ୭୩୦ କୋଟି ପୁଞ୍ଜିନିବେଶ ହେବ। ସର୍ଭମ…
ବାରିପଦା: ଶିମିଳିପାଳ ଅଭୟାରଣ୍ୟରୁ ୪ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ । ଶିକାରୀମାନଙ୍କୁ ଏଆଇ ଟ୍ରେଲଗାର୍ଡ କ୍ୟାମେରାରେ କଏଦ କରାଯାଇଥିଲା । ସେମାନଙ୍କ ନିକଟରୁ ୨ ଟି ହାତ ତିଆରି ବନ୍ଧୁକ, ଗନ୍ ପାଉଡର, ୨ ଟି ହେଡ ଟର୍ଚ୍ଚ…
ଭୁବନେଶ୍ୱର: ଓଡ଼ିଶାର ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) କ୍ଷେତ୍ରରେ ଏକ ନୂଆ ଏବଂ ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରାଜ୍ୟରେ ପୁଞ୍ଜିନିବେଶ ଏବଂ ବ୍ୟାପକ ନିଯୁକ୍ତି ସୃଷ୍ଟି ଦିଗରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଆଇଟି…
ବଲାଙ୍ଗୀର: ଫୁଲବାଣୀରୁ ବିହାର ଗଞ୍ଜେଇ ଚାରାଚାଲାଣ ବେଳେ ମାଡି ବସିଲା ଅବକାରୀ ଟିମ୍ । ଆଜି ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଏକ ମକା ଭର୍ତ୍ତି ଟ୍ରକରୁ ୭ କ୍ବିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଏହା…
ଭୁବନେଶ୍ୱର : ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ବଡ଼ ସଫଳତା। ମହାପ୍ରଭୁଙ୍କ ପବିତ୍ର ନାମ ଓ ପରମ୍ପରା ପାଇଁ ମିଳିବ ଟ୍ରେଡ୍ ମାର୍କ ମାନ୍ୟତା। ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ପବିତ୍ର ପରମ୍ପରା, ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ଦିଗରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ…
ଭୁବନେଶ୍ୱର : ଡିଜିପିଙ୍କ ନାଁରେ ମାତିଛନ୍ତି ସାଇବର ଲୁଟେରା । ନିଜକୁ ପୋଲିସ ଅଧିକାର କହି ଧମକ ଦେବା ସହ ମାଗୁଛନ୍ତି ଟଙ୍କା । ଏପରିକି ପୋଲିସ ମାଡ଼ ମାରୁଥିବା ଭିଡିଓ ପଠାଇ ଭୟଭୀତ କରୁଛନ୍ତି । ଭୁବନେଶ୍ୱର ନୟାପଲ୍ଲୀ ଥାନା…