ଦକ୍ଷିଣ ମୋଡ ନେଲେ ୩ ରଥ
ପୁରୀ : ନବଦିନାତ୍ମକ ଯାତ୍ରାରେ ଶ୍ରୀଜୀଉ। ଜନ୍ମବେଦିରେ ସରିଆସୁଛି ଲୀଳାଖେଳା। ଆଉ ଦିନକ ପରେ ବାହୁଡା ଯାତ୍ରା। ରତ୍ନବେଦିକୁ ଫେରିବେ ମହାପ୍ରଭୁ। ବାହୁଡା ପୂର୍ବରୁ ରଥ ଦକ୍ଷିଣ ମୋଡ ହୋଇଛି। ଆଜ୍ଞାମାଳ ବିଜେ ପରେ ଗତକାଲି ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ…
ପୁରୀ : ନବଦିନାତ୍ମକ ଯାତ୍ରାରେ ଶ୍ରୀଜୀଉ। ଜନ୍ମବେଦିରେ ସରିଆସୁଛି ଲୀଳାଖେଳା। ଆଉ ଦିନକ ପରେ ବାହୁଡା ଯାତ୍ରା। ରତ୍ନବେଦିକୁ ଫେରିବେ ମହାପ୍ରଭୁ। ବାହୁଡା ପୂର୍ବରୁ ରଥ ଦକ୍ଷିଣ ମୋଡ ହୋଇଛି। ଆଜ୍ଞାମାଳ ବିଜେ ପରେ ଗତକାଲି ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ…
ମାଲକାନଗିରି:ରାଜ୍ୟରେ ଦୁର୍ଗମ ଜିଲ୍ଲାରୁ ଆକାଶପଥକୁ ଆଗେଇବାର ସ୍ୱପ୍ନ ଆଜି ଆଉ ଏକ ପାଦ ଆଗକୁ ବଢ଼ିଛି । ମାଲକାନଗିରି ବିମାନବନ୍ଦରରେ ବହୁ ପ୍ରତୀକ୍ଷିତ ଟ୍ରାଏଲ ରନ୍ ସଫଳତାର ସହ ଶେଷ ହୋଇଛି । ଆଜି ଇଣ୍ଡିଆ ୱାନ୍ ଏୟାର୍ ପକ୍ଷରୁ ଏକ…
ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲରେ କୋଭିଡ୍ ପଜିଟିଭ୍ । ୫୦ ବର୍ଷ ବୟସ୍କା ଜଣେ ମହିଳାଙ୍କ ଠାରେ କୋଭିଡ ଭୂତାଣୁ ଚିହ୍ନଟ ହୋଇଛି । ତାଙ୍କୁ ଆଇସୋଲେସନରେ ରଖାଯାଇଛି । ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରି ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ ।…
କଟକ: ଏଣିକି ରକ୍ତ ପରୀକ୍ଷା ପାଇଁ କିମ୍ବା ରିପୋର୍ଟ ସଂଗ୍ରହ ପାଇଁ ଆଉ ଲାଇନରେ ଠିଆ ହେବାକୁ ପଡିବନି । ଆସିବ ରିପୋର୍ଟ । ଖୁବଶୀଘ୍ର କଟକ ଏସସିବି ମେଡିକାଲର ଦ୍ୱିତୀୟ କ୍ୟାମ୍ପସରେ ଏହି ମାଗଣା ସୁବିଧା ପାଇବେ ରୋଗୀ ।…
ଭୁବନେଶ୍ୱର : ରାଜ୍ୟର ଶିଳ୍ପାୟନକୁ ଅଧିକ ଗତି ଦେବା ଲକ୍ଷ୍ୟରେ ଓଡ଼ିଶା ସରକାର ୨୩ଟି ବୃହତ୍ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବସିଥିବା ୧୪୮ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ…
ହୀରାକୁଦ: ବର୍ତ୍ତମାନ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଏହି ପ୍ରରିପେକ୍ଷିରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ଯୋଗୁଁ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରୁଛି । ଯାହାକୁ ନେଇ ପୁଣି ଡ୍ୟାମର ଆଉ ୪ଟି…
କଟକ : ଯାଜପୁର ଜିଲ୍ଲା କୋରେଇ ବ୍ଲକ୍ ଅଧୀନ କଚରାସାହି ଗ୍ରାମପଞ୍ଚାୟତର ପଞ୍ଚାୟତ ଏକ୍ସିକ୍ୟୁଟିଭ ଅଫିସର (ପିଇଓ) ପ୍ରଫୁଲ୍ଲ କୁମାର ନାଥଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶେଷ କିସ୍ତି ଓ ବୋନସ୍ ଟଙ୍କା କ୍ରାଇ ଦେବାପାଇଁ ୫ ହଜାର ଟଙ୍କା ଲାଞ୍ଚ…
ଭୁବନେଶ୍ବର : ରାଜ୍ୟ ତମାମ ବର୍ଷା ଜାରି ରହିଥିବା ବେଳେ ଏହାରି ଭିତରେ ମୁଣ୍ଡ ଟେକିଲାଣି ଡେଙ୍ଗୁ। ଚଳିତବର୍ଷ ରାଜ୍ୟରେ ୨୬୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ତୁଳନାରେ କମ୍ ହୋଇଥିଲେ ହେଁ ଏହାକୁ ଆଉ ଅଧିକ ବଢ଼ିବା ପାଇଁ…
ସୁନ୍ଦରଗଡ଼ : ଖରିଫ ଚାଷ ଆରମ୍ଭ ହେବା ସହିତ ସୁନ୍ଦରଗଡ଼ ଜିଲାରେ ୟୁରିଆ ସାରର ଗୁରୁତର ଅଭାବ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ୟୁରିଆ ଆସିଛି ବୋଲି ପ୍ରଚାର ହେବାରୁ ସୋମବାର ରାତି ୩ଟାରୁ ସୁନ୍ଦରଗଡ଼ ଆରସିଏମ୍ଏସ୍ କାର୍ଯ୍ୟାଳୟ ସମ୍ମୁଖରେ ଶହଶହ…
ପୁରୀ : ପୁରୀରେ ପ୍ରବଳ ବର୍ଷା । ତାଳଧ୍ବଜ ରଥର ଦକ୍ଷିଣମୋଡ଼ ସ୍ଥଗିତ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ତାଳଧ୍ବଜ ରଥର ଦକ୍ଷିଣମୋଡ଼ ସ୍ଥଗିତ ରଖାଯାଇଛି । ସେହିପରି ନନ୍ଦିଘୋଷ ରଥର ମଧ୍ୟ ଦକ୍ଷିଣ ମୋଡ଼ ହୋଇପାରିନାହିଁ । ଆସନ୍ତାକାଲି…