State

ବିଜେପିରେ ସାମିଲ ହେଲେ ଖଡ଼ିଆଳ ନଗରପାଳଙ୍କ ସହ ୯ କାଉନସିଲର

ନୂଆପଡ଼ା: ଖଡ଼ିଆଳ ଏନ୍‌ଏସି ରାଜନୀତିରେ ଏବେ ନୂଆ ସମୀକରଣ ଦେଖିବାକୁ ମିଳିଛି। ଖଡ଼ିଆଳ ନଗରପାଳ ଉଜ୍ଜଳ ଗୁପ୍ତାଙ୍କ ସହ ଅନ୍ୟ ୯ ଜଣ କାଉନସିଲର ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହେବା ପରେ ସ୍ଥାନୀୟ ରାଜନୀତି ସରଗରମ ହୋଇଉଠିଛି। ସୂଚନାଯୋଗ୍ୟ…

ରଥଯାତ୍ରା ଦଳାଚକଟା ଘଟଣାରେ ପୁରୀ ଜିଲ୍ଲାପାଳଙ୍କୁ ମାନବାଧିକାର କମିଶନଙ୍କ ଜବାବ ତଲବ

ପୁରୀ: ପୁରୀ ଘୋଷଯାତ୍ରା ସମୟରେ ଦଳାଚକଟା ଓ ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ଘଟଣା । ଏହାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ମାନବାଧିକାର କମିଶନ । ଏନେଇ ସେ ରାଜ୍ୟ ଗୃହ ବିଭାଗର ପ୍ରମୁଖ ସଚିବ ଏବଂ ପୁରୀ ଜିଲ୍ଲାପାଳଙ୍କୁ ଜବାବ…

ଅଗଷ୍ଟ ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଗଷ୍ଟ ୪ ତାରିଖରେ ଓଡ଼ିଶାକୁ ଦିନିକିଆ ଗସ୍ତରେ ଆସିବେ ବୋଲି କୁହାଯାଉଛି। ଯଦିଓ ରାଷ୍ଟ୍ରପତି ଭବନରୁ ସରକାରୀ ଯାତ୍ରା ତାଲିକା ଏପର୍ଯ୍ୟନ୍ତ ଚୂଡ଼ାନ୍ତ ହୋଇନାହିଁ। ସୂତ୍ରରୁ ଜଣାପଡିଛି ଯେ ରାଷ୍ଟ୍ରପତି ଶକ୍ତି ଉପାସନାର ଏକ ପ୍ରମୁଖ…

ଡିଜିଟାଲାଇଜ ହେବ ସ୍ୱାସ୍ଥ୍ୟ ବିଭାଗ, Aarogya 2.0 ଆପରେ ଯୋଡି ହେବ ଘରୋଇ ଓ ସରକାରୀ ମେଡିକାଲ

ଭୁବନେଶ୍ୱର: ଦେଶର ସ୍ୱାସ୍ଥ୍ୟସେବାକୁ ସମ୍ପୂର୍ଣ୍ଣ ଡିଜିଟାଲ ଓ ଆଧୁନିକ କରିବା ଦିଗରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ୨୯ ଜୁନରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଦେଶବ୍ୟାପୀ ଭାବେ ଆରୋଗ୍ୟ ସେତୁ 2.0 ସହ ଏକାଧିକ ନୂତନ ଡିଜିଟାଲ ସ୍ୱାସ୍ଥ୍ୟ…

ଏପ୍ରିଲରୁ ଜୁନ ମଧ୍ୟରେ ଏକାସାଙ୍ଗରେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ !

ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନକୁ ନେଇ ବଡ଼ ଘୋଷଣା। ୨୦୨୭ ଏପ୍ରିଲରୁ ଜୁନ୍ ମାସ ମଧ୍ୟରେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ। ଉଭୟ ପଞ୍ଚାୟତ ଓ ପୌର ଭୋଟ୍ ଏକାସାଙ୍ଗରେ ହେବ। ରାଜ୍ୟରେ ଜନଗଣନା କାର୍ଯ୍ୟ ଶେଷ ହେବା…

କଟକରେ କଙ୍ଗାରୁ କୋର୍ଟ : ପୂର୍ବଶତ୍ରୁତାରୁ ନାବାଳକଙ୍କୁ ଉଲଗ୍ନ କରି ମାଡ଼, ଭିଡ଼ିଓ ଭାଇରାଲ୍‌

କଟକ: କଟକ ଚାଉଳିଆଗଞ୍ଜ ଅଂଚଳରେ କଙ୍ଗାରୁ କୋର୍ଟ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ନାବାଳକଙ୍କୁ ଉଲଗ୍ନ କରି ମାଡ଼ ମାରିବା ଭିଡ଼ିଓ ସମ୍ପ୍ରତି ଭାଇରାଲ୍‌ ହେବାରେ ଲାଗିଛି। ମାଡ଼ମାରିଥିବା ଯୁବକମାନେ ହିଁ ଭିଡ଼ିଓ ଉତ୍ତୋଳନ କରି ସାମାଜିକ ଗଣମାଧ୍ୟମରେ ଛାଡ଼ିଥିବା ଜଣାଯାଇଛି।…

ନିଟ ପରୀକ୍ଷାରେ ବିଫଳ ହୋଇ ଜୀବନ ହାରିଲେ ଛାତ୍ରୀ

ବ୍ରହ୍ମପୁର : ବ୍ରହ୍ମପୁର ନିକଟ ହଳଦିଆପଦର ଅଞ୍ଚଳର ଜଣେ ଛାତ୍ରୀ ନିଜ ଘରେ ଆତ୍ମହତ୍ୟା କରିଛନ୍ତି। ନିଟ ପରୀକ୍ଷାରେ ବିଫଳ ହେବା ପରେ ସେ ଗତକାଲି ରାତିରେ ଆତ୍ମହତ୍ୟା କରିଦେଇଥିଲେ। ମୃତକ ହେଲେ ହଳଦିଆ ପଦର ତିରୁପତି ନଗରର ଶର୍ମିଷ୍ଠା ସାହୁ(୧୯)।…

୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା

ଭୁବନେଶ୍ବର: ୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିୟର କଲେଜରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ ଲକ୍ଷ ୨୯ ହଜାର ୨୧୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୮୨…

ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭଦ୍ରକ: ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବା ନିକଟ ସମ୍ପର୍କୀୟଙ୍କ ପକ୍ଷରୁ ଜଣାଯାଇଛି। ସୂଚନ‌ାନୁସାରେ, ପୂର୍ବାହ୍‌ଣରେ ତାଙ୍କର ଛାତିରେ ଯନ୍ତ୍ରଣା…

ସାଉଦି ଆରବରେ ଫସିଥିବା ଓଡ଼ିଆ ଯୁବକଙ୍କ ଉଦ୍ଧାର ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ରାଜ୍ୟ ଶିଳ୍ପ ମନ୍ତ୍ରୀଙ୍କ ଚିଠି

ଜଗତସିଂହପୁର: ସାଉଦି ଆରବରେ ଫସି ରହିଥିବା ଓଡ଼ିଆ ଯୁବକ ପ୍ରଳୟ ରଞ୍ଜନ ମହାପାତ୍ରଙ୍କୁ ସୁରକ୍ଷିତ ଭାବେ ଦେଶକୁ ଫେରାଇ ଆଣିବା ପାଇଁ ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ହସ୍ତକ୍ଷେପ କରିବା ସହ ଯଥାଶୀଘ୍ର ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ରାଜ୍ୟ…