State

ଦେଶବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ମହାପ୍ରଭୁଙ୍କ ନିକଟରେ କଲେ ସମସ୍ତଙ୍କ ସୁଖ ସମୃଦ୍ଧି କାମନା

ପୁରୀ : ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ୍‌ କରି ରାଷ୍ଟ୍ରପତି କହିଛନ୍ତି “ବିଶ୍ଵପ୍ରସିଦ୍ଧ ରଥଯାତ୍ରା…

ପ୍ରବଳ ବର୍ଷାରେ ଭିଜୁଛି ବଡ଼ଦାଣ୍ଡର ପଥ, ୪୫ ଘଣ୍ଟାରେ ୨୦୦ ମି.ମି ରେକର୍ଡ

ପୁରୀ : ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା । ଭକ୍ତି, ବିଶ୍ୱାସ ଓ ପରମ୍ପରାର ମହାପର୍ବ ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ପ୍ରବଳ ବର୍ଷାରେ ଭିଜୁଛି ପୁରୀ ବଡ଼ଦାଣ୍ଡର ପଥ । ଆଜି ଦିନ ତମାମ ତୁହାକୁ ତୁହା…

୪ ବର୍ଷର ପୁଅକୁ କଟୁରୀରେ ହାଣି ହତ୍ୟା କଲା ବାପା

ଉଦଳା:ମୟୂରଭଞ୍ଜ ଜିଲ୍ଲାରେ ହୃଦୟବିଦାରକ ଘଟଣା ଘଟିଛି । ୪ ବର୍ଷର ଜନ୍ମ କଲା ପୁଅକୁ କଟୁରୀରେ ହାଣି ହତ୍ୟା କଲେ ବାପା। ଏହି ଅଭାବନୀୟ ଘଟଣା ଶରତ ଥାନା ଅନ୍ତର୍ଗତ ପୁରୁଣାପାଣି ଗାଁରେ ଘଟିଛି । ମୃତ ନାବାଳକଙ୍କ ନାମ ଦୁମ୍ବି…

ହାତୀ ଆକ୍ରମଣରେ ଚାଲିଗଲା ଛାତ୍ରଙ୍କ ଜୀବନ

ବିଶ୍ରା:ଜଙ୍ଗଲ ନିକଟରେ ବଣୁଆ ହାତୀ ଆକ୍ରମଣରେ ଚାଲିଗଲା ୧୬ ବର୍ଷୀୟ ନାବାଳକ ଛାତ୍ରଙ୍କ ଜୀବନ । ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବନଖଣ୍ଡ ଅନ୍ତର୍ଗତ ସନ୍ତୋଷପୁର ରିଜର୍ଭ ଫରେଷ୍ଟ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏହି ଦୁଃଖଦ ଘଟଣା ଘଟିଛି । ମୃତକ…

ଆରମ୍ଭ ହେଲା ଶ୍ରୀମନ୍ଦିର ନିମନ୍ତେ ଡିଜିଟାଲ୍‌ ହୁଣ୍ଡି ‘ସମର୍ପଣ ଆପ୍‌’

ଭୁବନେଶ୍ୱର/ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱବ୍ୟାପୀ ଭକ୍ତଙ୍କ ଆଧ୍ୟାତ୍ମିକ ଆସ୍ଥାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଡିଜିଟାଲ ଦାନ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଆଜି (ବୁଧବାର) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟାଧୁନିକ ଡିଜିଟାଲ ହୁଣ୍ଡି…

ସିଏମଓରୁ ଫାଇଲ୍ ଗାଏବ ଘଟଣା: ଦୁଇ ଆଇଏଏସ୍‌ ଅଧିକାରୀଙ୍କୁ କମିଶନରେଟ୍ ପୋଲିସର ସମନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ଦୁଇଟି କମିଶନ ତଦନ୍ତ ସମ୍ବନ୍ଧୀୟ ଫାଇଲ୍ ନିଖୋଜ ଘଟଣାର ତଦନ୍ତକୁ ନେଇ କମିଶନରେଟ୍ ପୋଲିସ ତତ୍ପରତା ବଢ଼ାଇଛି। ଏହି ଘଟଣାରେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମା ଓ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ରଙ୍କୁ…

ପାରାଦୀପ – ହରିଦାସପୁର ଦୋହରିକରଣକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ଦେଇଛି । କେନ୍ଦ୍ର କ୍ୟାବିନେଟରେ ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହାସହିତ ରାଜଖରସ୍ୱାନ ଓ ଡାଙ୍ଗୋପୋସିର ଚତୁର୍ଥ ଲେନ୍ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରି ମିଳିଛି…

ଆଉ ଚଳିବନି ମନମାନି, ସରକାରୀ ଡାକ୍ତର ଲେଖିବେ ଜେନେରିକ୍‌ ଔଷଧ

ଭଦ୍ରକ: ରୋଗୀଙ୍କୁ ଶସ୍ତାରେ ଔଷଧ ଉପଲବ୍ଧ କରିବା ଲକ୍ଷ୍ୟରେ ସରକାର ଜେନେରିକ୍ ଔଷଧ ସେବନ ବିଷୟରେ କୁହନ୍ତି। ସରକାରୀ ଡାକ୍ତରଙ୍କୁ ମଧ୍ୟ ଜେନେରିକ ଔଷଧ ଲେଖିବାକୁ ପରାମର୍ଶ ଦିଆଯାଏ। ଏହାପରେ ବି ସରକାରୀ ଡାକ୍ତରଖାନାରେ ନାମିଦାମି ମେଡିସିନ ଲେଖାଯାଉଛି। ରୋଗୀ ଅଯଥାରେ…

କଟକ ଯୋବ୍ରା ବ୍ୟାରେଜରେ ଅଘଟଣ, ମାଛ ଧରୁ ଧରୁ ଖସି ପଡ଼ିଲେ ଯୁବକ

କଟକ : ମାଛ ଧରୁ ଧରୁ ଖସି ପଡ଼ିଲେ । କଟକ ଯୋବ୍ରା ବ୍ୟାରେଜରେ ଅଘଟଣ । ମହାନଦୀକୁ ଖସି ପଡ଼ିଲେ ଯୁବକ । ବ୍ୟାରେଜ ଉପରେ ଛିଡ଼ା ହୋଇ ନଦୀକୁ ଜାଲ ପକାଇ ମାଛ ଧରୁଥିବା ବେଳେ ଖସି ଗଲା…

ପୁରୀକୁ ରେଡ୍ ଆଲର୍ଟ: ୨୪ ଘଣ୍ଟାରେ ୧୭୧ ମିମି ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ପୁରୀ: ରାତି ପାହିଲେ ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ ଏହି ରଥଯାତ୍ରା ଦେଖିବାକୁ ଦୁର ଦୁରାନ୍ତର ଶ୍ରଦ୍ଧାଳୁ ଶ୍ରୀକ୍ଷେତ୍ର ଆସି ପହଞ୍ଚିଛନ୍ତି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ପୁରୀ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ପରିସ୍ଥିତିକୁ ଦୃଷ୍ଟିରେ…