ଘର ଭିତରେ ପଶିଗଲା ଟ୍ରକ, ମା ମୃତ ଓ ଶିଶୁ ଗୁରୁତର
ସମ୍ବଲପୁର : ଏମିତି ବି ଆସେ ମୃତ୍ୟୁ । ଘର ଭିତରେ ପଶିଗଲା ଟ୍ରକ। ଚାପି ହୋଇଗଲେ ମା ଓ ଶିଶୁ । ଘଟଣାସ୍ଥଳରେ ମା ମୃତ ଓ ଅଢେଇ ବର୍ଷର ଶିଶୁ ଗୁରୁତର । ସମ୍ବଲପୁର ପଡିଆବାହାଲ ନିକଟ ବାରିବନ୍ଦରେ…
ସମ୍ବଲପୁର : ଏମିତି ବି ଆସେ ମୃତ୍ୟୁ । ଘର ଭିତରେ ପଶିଗଲା ଟ୍ରକ। ଚାପି ହୋଇଗଲେ ମା ଓ ଶିଶୁ । ଘଟଣାସ୍ଥଳରେ ମା ମୃତ ଓ ଅଢେଇ ବର୍ଷର ଶିଶୁ ଗୁରୁତର । ସମ୍ବଲପୁର ପଡିଆବାହାଲ ନିକଟ ବାରିବନ୍ଦରେ…
ଭୁବନେଶ୍ୱର : ବିଜେଡି ସୁପ୍ରିମୋ ଦିଲ୍ଲୀ ଗଲେ ନବୀନ ପଟ୍ଟନାୟକ । ୭ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ ବ୍ୟକ୍ତିଗତ କାର୍ଯ୍ୟରେ ଦିଲ୍ଲୀ ଯାଇଥିବା ସୂଚନା ମିଳୁଛି । ହେଲେ ଆଗକୁ…
ଭୁବନେଶ୍ବର: ଔଷଧ କିଣିଲା ବେଳେ ଏଣିକି ଆଉ ଠକାମିର ଶିକାର ହେବେନି ଗ୍ରାହକ! ରାଜ୍ୟର ସମସ୍ତ ମେଡିସିନ୍ ଷ୍ଟୋର ଆଗରେ ଲାଗିବ ରେଟ୍ ଚାର୍ଟ। ସାରା ଓଡ଼ିଶାରେ ୩୯ଟି ଜରୁରୀ ଔଷଧର ଦର ଏକାଭଳି ରହିବ। କେନ୍ଦ୍ର ସରକାର ୩୯ ଟି…
ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ ର ମାର୍ଗଦର୍ଶିକା ଉନ୍ମୋଚନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ମାଧ୍ୟମରେ…
ପୁରୀ: ଶାସ୍ତ୍ର ଓ ପରମ୍ପରା ବିରୋଧରେ ହେଉଥିବା ଅଦିନିଆ ରଥଯାତ୍ରା ବନ୍ଦ ହେବ। ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏବଂ ଶ୍ରୀମନ୍ଦିର ପରିଚାଳନା କମିଟିର କଡ଼ା ଆଭିମୁଖ୍ୟ ପରେ, ବିଭିନ୍ନ ସ୍ଥାନରେ ଇସ୍କନ୍ (ISKCON) ଦ୍ୱାରା ଆୟୋଜିତ ହେବାକୁ ଥିବା…
ଭୁବନେଶ୍ୱର:ରାଜ୍ୟରେ ଚର୍ଚ୍ଚିତ ପାଠ୍ୟପୁସ୍ତକ ତ୍ରୁଟି ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି।ଏହି ମାମଲାରେ SCERT ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ଲିଖିତ ଅଭିଯୋଗକୁ ଆଧାର କରି ମାମଲା ରୁଜୁ କରାଯାଇଛି।କ୍ରାଇମବ୍ରାଞ୍ଚ ପକ୍ଷରୁ ଭାରତୀୟ ନ୍ୟାୟ ସଂହିତା (BNS)ର ଧାରା ୩୧୬(୫), ୨୦୧,…
ରାଉରକେଲା: ଖାଇବା ବିଳମ୍ବ ହେବାରୁ ନୃଶଂସ କାଣ୍ଡ ଭିଆଇଛି ନିଶାସକ୍ତ ସ୍ବାମୀ। ପତ୍ନୀଙ୍କୁ ଭଙ୍ଗା ଟାଇଲ୍ରେ ଛେଚି ନିର୍ମମ ଭାବେ ହତ୍ୟା କରିଛି। ମୃତ ମହିଳା ହେଲେ ସୁନିତା ବିଲୁଙ୍ଗ (୩୨)। ଗତକାଲି ରାତି ପ୍ରାୟ ୧୧ଟାରେ ରଘୁନାଥପାଲି ଥାନା ଅନ୍ତର୍ଗତ…
ବିଂଝାରପୁର : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯାଜପୁର ଜିଲ୍ଲା ବିଂଝାରପୁର ଥାନା ବାଳମୁକୁଳି ହାଟରେ ଆକ୍ରମଣର ଶୀକାର ହୋଇଥିବା ହୋଟେଲ ମାଲିକ ଅକ୍ଷୟ ଦାସଙ୍କର ଚିକିତ୍ସାଧୀନ ଅବସ୍ଥାରେ ଗତକାଲି (ରବିବାର) ମୃତ୍ୟୁ ଘଟିଛି। ଆଜି (ସୋମବାର) ମୃତଦେହ ଗାଁରେ ପହଞ୍ଚିବା ପରେ…
ଭୁବନେଶ୍ୱର : ସକାଳୁ ସକାଳୁ ଅନୁଗୁଳ ଓ ସମ୍ବଲପୁର କୋର୍ଟକୁ ମିଳିଛି ବୋମା ଧମକ। ଅନୁଗୁଳ ଜିଲା କୋର୍ଟକୁ ସୋମବାର ବୋମାରେ ଉଡାଇଦେବାକୁ ଧମକ ମିଳିବା ପରେ କୋର୍ଟ ପରିସର ଖାଲି କରାଯାଇଥିଲା। ଇ-ମେଲ୍ ଯୋଗେ ଏହି ଧମକ ମିଳିବା ପରେ…
ଭୁବନେଶ୍ୱର : ରଥଯାତ୍ରା ପାଇଁ ରାଜଧାନୀ ଭୁବନେଶ୍ୱର ପାଇଁ ଆସିଲା ଟ୍ରାଫିକ୍ କଟକଣା। ଆସନ୍ତା ଜୁଲାଇ ୧୬, ୨୪ ଓ ୨୫ ପାଇଁ ଭୁବନେଶ୍ୱର ସ୍ଥିତ ଇସ୍କନ୍ ମନ୍ଦିର ରଥଯାତ୍ରା, ବାହୁଡା ଯାତ୍ରା ଏବଂ ସୁନାବେଶ ଅନୁଷ୍ଠିତ ହେବ। ଇସ୍କନ ମନ୍ଦିର…