ଗଛରେ ପିଟିହେଲା ବାଇକ: ଦାଦା, ପୁତୁରା ମୃତ
କାମାକ୍ଷାନଗର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ । ଦାଦା ଓ ପୁତୁରା ମୃତ। କଙ୍କଡାହାଡ ଥାନା ବନ୍ଦାଣିଆ ଗ୍ରାମ ନିକଟରେ ଘଟିଛି ଏହି ଦୁର୍ଘଟଣା। ମୃତକ ଦ୍ବୟ ହେଲେ ଟାଟାମାଇନସ ଗ୍ରାମ ମଲ୍ଲାର ସାହିର ଦାଦା ଡୁଗୁ ମାଙ୍କଡିଆ ଓ…
କାମାକ୍ଷାନଗର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ । ଦାଦା ଓ ପୁତୁରା ମୃତ। କଙ୍କଡାହାଡ ଥାନା ବନ୍ଦାଣିଆ ଗ୍ରାମ ନିକଟରେ ଘଟିଛି ଏହି ଦୁର୍ଘଟଣା। ମୃତକ ଦ୍ବୟ ହେଲେ ଟାଟାମାଇନସ ଗ୍ରାମ ମଲ୍ଲାର ସାହିର ଦାଦା ଡୁଗୁ ମାଙ୍କଡିଆ ଓ…
ପୁରୀ : ଗତ ୨ ଦିନରେ ପୁରୀ ସମୁଦ୍ରରେ ବୁଡ଼ି ୪ ପର୍ଯ୍ୟଟକଙ୍କ ମୃତ୍ୟୁ ହେବା ପରେ ଚେତିଲା ପ୍ରଶାସନ । ୧୨,୧୩ ଓ ୧୪ ନମ୍ବର ସେକ୍ଟରରେ ଲଗାଗଲା ରଶି ଓ ରେଡଫ୍ଲାଗ। ଜେଟ୍ ସ୍ଲି ସହ ଅଗ୍ନିଶମ ବିଭାଗ ଓ…
ବୌଦ୍ଧ : ବୌଦ୍ଧ ସୁବର୍ଣ୍ଣପୁର ଜିଲ୍ଲା ବୀମହାରାଜପୁର ବ୍ଲକ ସୁବଳୟା ଥାନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ । ରାତ୍ରୀ ପେଟ୍ରୋଲିଙ୍ଗ ସାରି ଫେରୁଥିବା ବେଳେ ବାଉରୀଯୋର ନିକଟରେ ଗଛରେ ପିଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଫଳରେ ଜଣେ ଏସ୍ଆଇଙ୍କ ସହତ…
ବିବାହ କରିବେ ପୁଣି ଆଉ ଦୁଇ ଜିଲ୍ଲାପାଳ। କିଛି ଦିନ ତଳେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଓ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରଣା ବିବାହ କରି ଚର୍ଚ୍ଚାକୁ ଆସିଥିବା ବେଳେ ଏବେ ପୁଣି ଦୁଇଜିଲ୍ଲାପାଳ ବିବାହ କରି ହାତକୁ ଦୁଇ…
ଢେଙ୍କାନାଳ : ଦଳିଦେଲା ଦନ୍ତା । ଦନ୍ତା ଆକ୍ରମଣରେ ଜଣେ ମୃତ। ଢେଙ୍କାନାଳ ହିନ୍ଦୋଳ ରେଞ୍ଜ ଜରଡା ପଞ୍ଚାୟତ ବାଲିକିଆରୀ ଗାଁରେ ହାତୀ ଆତଙ୍କ । ମୃତକ ସେହି ଗାଁର ଲକ୍ଷ୍ମୀଧର ସାହୁ । ଲକ୍ଷ୍ମୀଧର ଗା ନିକଟ ପୋଖରୀକୁ ଶୌଚ ହେବାକୁ…
ସୋର: ବାଲେଶ୍ବର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ସୋର କଲେଜ ଛକ ନିକଟରେ ହାଇୱାକୁ ପଛରୁ ଏକ କୁକୁଡ଼ା ଟ୍ରକ ଧକା ଦେବା ଫଳରେ ଘଟଣା ସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଆହତ ହୋଇଛନ୍ତି। ଆଜି ଭୋର…
ରାଇରଙ୍ଗପୁର: ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ମୟୂରଭଞ୍ଜ ଜିଲ୍ଲାର ହାଟବାଦଡ଼ାଠାରେ ବ୍ରହ୍ମକୁମାରୀ କେନ୍ଦ୍ରର ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନକୁ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ନିଶା ହେଉଛି ଏକ ରୋଗ। ଏହା ଏକ…
ଭୁବନେଶ୍ୱର: ବିକିରଣ (ରେଡିଏସନ୍) ଏବଂ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନଏଡ୍ ସିଷ୍ଟିକ୍ କାର୍ସିନୋମା) ଭଳି କୌଣସି ବିକଳ୍ପ ଚିକିତ୍ସା ପ୍ରକ୍ରିୟା ନଥିବା ପ୍ରାଣଘାତୀ ରୋଗରୁ ଜଣେ ଯୁବତୀଙ୍କୁ ରକ୍ଷା କରିବାକୁ ଯାଇ ଏମ୍ସ ଭୁବନେଶ୍ୱରର ଯୁବ ଡାକ୍ତର ଗୋଷ୍ଠୀଙ୍କ…
ଭୁବନେଶ୍ୱର: ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି । କେଉଁ କାର୍ଯ୍ୟରେ…
ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପର ଦେଇ ସମୁଦ୍ର ପତନଠାରୁ ୯ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଛତିଶଗଡ଼ ଛପରେ ଘୂର୍ଣ୍ଣିବଳୟ ପ୍ରବାହିତ ହେଉଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି…