ଝାରସୁଗୁଡା ଉପ-ନିର୍ବାଚନ: ହାତ ଛାଡି ଶଙ୍ଖ ଧରିଲେ ମହେନ୍ଦ୍ର ନାଏକ
ଭୁବନେଶ୍ୱର : ଝାରସୁଗୁଡା ଉପ-ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା । ହାତ ଛାଡି ଶଙ୍ଖ ଧରିଲେ ମହେନ୍ଦ୍ର। ବିଜେଡି କାର୍ଯ୍ୟାଳୟରେ ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମହେନ୍ଦ୍ର। କଂଗ୍ରେସ ଛାଡି ବିଜେଡିରେ ମିଶିଲେ ୨୦୧୯ର…