ସୂର୍ଯ୍ୟା ହରିଜନଙ୍କୁ ମିଳିଲା ପ୍ରତିଶ୍ରୁତି, ଏବେ ଘରେ ପହଞ୍ଚିବ ପେନସନ ଟଙ୍କା

ଭିଡିଓ ଭାଇରାଲ ହେବା ସହ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉଦବେଗ ପ୍ରକାଶ କରିବା ପରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ଗ୍ରାମର ବୃଦ୍ଧା ସୂର୍ଯ୍ୟା ହରିଜନଙ୍କ ଘରେ ଆଜି ପହଞ୍ଚିଥିଲା ବ୍ୟାଙ୍କ ଟିମ୍। ନବରଙ୍ଗପୁର ଏସ୍‌ବିଆଇର ଚିଫ୍ ମ୍ୟାନେଜରଙ୍କ…

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୩୧ ନୂଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ୪୦୦ ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୩୧ ନୂଆ ଆକ୍ରାନ୍ତ । ଏହି ସମୟରେ ୬ହଜାର ୯୫୬ କୋଭିଡ୍‌ ଟେଷ୍ଟ ହୋଇଛି । ତେବେ କୋଭିଡରେ ଆଉ କେହି ପ୍ରାଣ ହରାଇ ନାହାନ୍ତି ।…

ଅଲିଭ୍ ରିଡ୍‌ଲେ: ଏଥର ଆସିଲେ ୧୧.୬୪ ଲକ୍ଷ; ଗହୀରମଥା, ଋଷିକୁଲ୍ୟା ମୁହାଣରେ ବଢ଼ିଲେ

ଭୁବନେଶ୍ବର : କୁହାଯାଏ ଅଲିଭ୍ ରିଡ୍‌ଲେଙ୍କ ଭୂସ୍ବର୍ଗ ହେଉଛି ଓଡ଼ିଶା ଉପକୂଳ। ବିଶ୍ବର ସମୁଦାୟ ଅଲିଭ୍ ରିଡ୍‌ଲେଙ୍କ ମଧ୍ୟରୁ ୫୦%ରୁ ଅଧିକ କେବଳ ଓଡ଼ିଶା ଉପକୂଳରେ ଦେଖିବାକୁ ମିଳିଥା’ନ୍ତି। ନଭେମ୍ବରରୁ ମାର୍ଚ୍ଚ ଦ୍ବିତୀୟ ସପ୍ତାହ ପର୍ଯ୍ୟନ୍ତ ସେମା‌ନେ ଅଣ୍ଡା ଦେଇଥା’ନ୍ତି। ସେହିପରି…

ଝାରସୁଗୁଡା ଉପ-ନିର୍ବାଚନ: ହାତ ଛାଡି ଶଙ୍ଖ ଧରିଲେ ମହେନ୍ଦ୍ର ନାଏକ

ଭୁବନେଶ୍ୱର : ଝାରସୁଗୁଡା ଉପ-ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା । ହାତ ଛାଡି ଶଙ୍ଖ ଧରିଲେ ମହେନ୍ଦ୍ର। ବିଜେଡି କାର୍ଯ୍ୟାଳୟରେ ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମହେନ୍ଦ୍ର। କଂଗ୍ରେସ ଛାଡି ବିଜେଡିରେ ମିଶିଲେ ୨୦୧୯ର…

ନୂଆପଡ଼ାରେ ପୁଣି ବାଘ ଆତଙ୍କ, ବାଛୁରିକୁ ମାରିି ଖାଇଲା

ନୂଆପଡା : କେଇ ଦିନ କମିଲା ପରେ ଏବେ ପୁଣି ବାଘ ଆତଙ୍କ। ନୂଆପଡ଼ା ଜିଲା ସଦର ବ୍ଲକ ଆମାନାରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ କଲରାପତରିଆ ବାଘ ଆତଙ୍କ । ବ୍ରାହ୍ମଣୀ ଗାଁର ଅଗିନ ରାଉତଙ୍କ ବାଛୁରୀ ଗାଁ ନିକଟସ୍ଥ…

ମାଓବାଦୀଙ୍କ ଲଙ୍କାକାଣ୍ଡ, ଜାଳିଦେଲେ ଲୁହାପଥର ପରିବହନ କରୁଥିବା ଟ୍ରକ୍

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ବଡ ଧରଣର ଲଙ୍କାକାଣ୍ଡ। ଫରସଗାଓଁ ନିକଟରେ ଏକ ଟ୍ରକକୁ ଜାଳିଦେଲେ ମାଓବାଦୀ। ଛୋଟେ ଡଙ୍ଗର ଖାଦାନରୁ ଲୁହା ପଥର ବୋଝେଇ ଆଣିବା ପାଇଁ ଯିବା ବେଳକୁ ମାଓବାଦୀ ଉଭୟ ପାର୍ଶ୍ଵରେ…

ବିବାହ ବେଦୀ ଉପରେ ଏସିଡ ମାଡ଼, ବର କନ୍ୟା ସମେତ ୧୨ ଗୁରୁତର

ଉମରକୋଟ : ଛତିଶଗଡ଼ ଅନ୍ତର୍ଗତ ବସ୍ତର ଜିଲ୍ଲାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ବିବାହ ବେଦୀ ଉପରେ କେହି ଜଣେ ଦୁର୍ବୃତ୍ତ ଏସିଡ୍ ମାଡ଼ କରି ଫେରାର୍ ହୋଇ ଯାଇଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା । ଅନ୍ଧାରର ସୁଯୋଗ…

ଜାମ୍ମୁ ଓ କାଶ୍ମୀରରେ ସେନାର ଗାଡ଼ି ଉପରକୁ ଆକ୍ରମଣ ଘଟଣା: ୫ ଯବାନଙ୍କ ସମେତ ଓଡ଼ିଆ ପୁଅ ସହିଦ

ଜମ୍ମୁରେ ସହିଦ ୫ ଯବାନଙ୍କ ମଧ୍ୟରେ ଅଛନ୍ତି ଜଣେ ଓଡ଼ିଆ । ସହିଦ୍‌ ଯବାନ ଦେବାଶିଷ ବିଶ୍ୱାଳଙ୍କ ଘର ପୁରୀ ଜିଲ୍ଲାରେ । ସତ୍ୟବାଦୀ ବ୍ଳକ୍‌ ଅଳଗୁମ ପଞ୍ଚାୟତ ଖଣ୍ଡାୟତ ସାହିରେ ଦେବାଶିଷଙ୍କ ଘର। ସୂଚନା ଅନୁସାରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳ…

ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ

ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ  ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ତ୍ରିଲୋଚନ କାନୁନଗୋ ମାର୍ଚ୍ଚ…

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୨ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି 

କମିବାର ନାଁ ନେଉନି ତାତି। ପ୍ରଚଣ୍ଡ ରୌଦ୍ର ତାପରେ ଅସ୍ତବ୍ୟସ୍ତ ଜନଜୀବନ। ଏହା ଉପରେ ପୁଣି ହିଟ୍‌ ୱେଭ ୱାର୍ଣ୍ଣିଂ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୨ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।…