State

ଓଡ଼ିଶାରେ ପଶିପାରିବନି ବାହାର ରାଜ୍ୟର ଗାଡ଼ି, ୧୦ ବର୍ଷରୁ ଅଧିକ ହେଲେ ମିଳିବନି ପରମିଟ୍

କଟକ ୬।୪: ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା । ନୂତନ ପରମିଟ୍ ପ୍ରଦାନ କରାଯିବ ନାହିଁ । ମାଲିକାନା ହସ୍ତାନ୍ତର କିମ୍ବା କୌଣସି କର ଗ୍ରହଣ ଉପରେ ମଧ୍ୟ ଅଙ୍କୁଶ ।…

ସନ୍ଦେହ ବଢ଼ାଇଲା RDXର ବ୍ୟବହାର, ଅପରାଧିକ ଲିଙ୍କ୍ ଆଉ ଆତଙ୍କୀ ହମଲା ସମ୍ପର୍କିତ ତଦନ୍ତ କରିବ NIA

ଭୁବନେଶ୍ବର ୬।୪: ରାଜଧାନୀ ଆଜାଦନଗର ବିସ୍ଫୋରଣ ଘଟଣାର ତଦନ୍ତ କରିବ NIA । ବିସ୍ଫୋରଣ ଘଟଣାରେ ଅପରାଧିକ ଲିଙ୍କ୍, ଆତଙ୍କୀ ହମଲା ସମ୍ପର୍କିତ ତଦନ୍ତ କରିବ NIA । ଗତ ଜାନୁଆରୀ ୨୭ ତାରିଖରେ ସୁନ୍ଦରପଦା ଆଜାଦନଗରରେ ହୋଇଥିଲା ଭୟଙ୍କର ବିସ୍ଫୋରଣ…

ଲୋକଙ୍କ ପାଖରେ ପହଞ୍ଚିବାକୁ ବିଜେପି ଓ ବିଜେଡିର ରଣନୀତି

ଭୁବନେଶ୍ବର ୦୬/୦୪: ଟାର୍ଗେଟରେ ୨୦୨୭ ପଞ୍ଚାୟତ ନିର୍ବାଚନ । ଲୋକଙ୍କ ପାଖରେ ପହଞ୍ଚିବାକୁ ବିଜେପି ଓ ବିଜେଡିର ରଣନୀତି । ଅକ୍ଟୋବର,ନଭେମ୍ବରରୁ ବିଜେଡି ସୁପ୍ରିମୋ ନବୀନ ଜିଲ୍ଲା ବୁଲିବା କଥା କହିବା ପରେ ବିଜେପି ଆରମ୍ଭ କରିବ ଗାଁ ଚାଲ ଅଭିଯାନ…

ପରିବେଶ ନିୟମ ମାନିଲାନି ଶ୍ୟାମ ମେଟାଲିକ୍ସ: ଶେଷରେ ସିପିସିବି ନିର୍ଦ୍ଦେଶରେ ସିଲ୍ ହେଲା କମ୍ପାନୀ

ସମ୍ବଲପୁର : ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୋମବାର ସକାଳୁ କମ୍ପାନୀକୁ ସିଲ୍ କରାଯାଇଛି। ପିସିସିବି ପକ୍ଷରୁ…

ରାଜ୍ୟରେ ୧୦ ତାରିଖ ଯାଏ ରହିବ କାଳବୈଶାଖୀର ପ୍ରଭାବ, ଏସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର : ଅସହ୍ୟ ଖରା, ଗରମରୁ ମିଳିଲା ଆଶ୍ୱସ୍ତି। ବଦଳିଲା ପାଗ। ବିଭିନ୍ନ ସ୍ଥାନରେ କାଳବୈଶାଖୀ , ଘଡଘଡି, ବିଜୁଳି, ପବନ ମାଡ, କୁଆପଥର ସହ ହୋଇଛି ପ୍ରବଳ ବର୍ଷା। ବିଶେଷ କରି ବରଗଡ଼, ପାଟଣାଗଡ଼, କଳାହାଣ୍ଡି କଲମପୁରରେ କାଳବୈଶାଖୀର ତାଣ୍ଡବ…

ବିଜେଡିରୁ ନିଲମ୍ବିତ ହେଲେ ମୁକ୍ତିକାନ୍ତ ମଣ୍ତଳ ଓ ମଞ୍ଜୁଲତା ମଣ୍ତଳ

ଭୁବନେଶ୍ଵର:ବିଜେଡିରୁ ନିଲମ୍ବିତ ହେଲେ ଦମ୍ପତି। ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ତଳ ଓ ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ତଳ ବିଜେଡିରୁ ନିଲମ୍ବିତ ହୋଇଛନ୍ତି। ଦଳ ବିରୋଧୀ ଅଭିଯୋଗରେ ଦଳରୁ ନିଲମ୍ବିତ କରାଯାଇଥିବା ନେଇ ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବତନ ବିଧାୟକ ମୁକ୍ତିକାନ୍ତ…

ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର : ସ୍ୱଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ଦୁଇ ସେବାୟତ ଗୋଷ୍ଠୀ ଭିତରେ ଘୋଡଣି ଉଠେଇବା ନେଇ ବିବାଦ ଉପୁଜି ଥିଲା। ଉଭୟ ପକ୍ଷଙ୍କୁ ଡାକି ଆଲୋଚନା ପରେ ସମସ୍ୟାର ସମାଧାନ ହେଲା। ଏହି ଘଟଣାକୁ ନେଇ ଆଗାମୀ ୨୦ରେ…

ରକ୍ତ ଯୋଗାଡ଼ କରାଇଦେବା ନାଁରେ ଠକେଇ, ତିନି ଦଲାଲ୍‌ ଗିରଫ

କଟକ: ରାଜ୍ୟର ପ୍ରମୁଖ ଚିକିତ୍ସାଳୟ ଓ ବଡ଼ଡାକ୍ତରଖାନା ଗୁଡ଼ିକରେ ଦଲାଲଙ୍କ କାରବାର ବଢ଼ିବାରେ ଲାଗିଛି। ବିଶେଷ କରି ରାଜ୍ୟର ବଡ଼ଡାକ୍ତରଖାନା ଗୁଡ଼ିକରେ ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଚିକିତ୍ସା, ରକ୍ତଯୋଗାଇବା ଆଳରେ ଦଲାଲ୍‌ ଗୋଷ୍ଠୀ ରୋଗୀ ସଂପର୍କୀୟଙ୍କ ଠାରୁ ଲୁଟି ନେଉଥିବା ଦେଖିବାକୁ…

ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀରେ ଦୀକ୍ଷାନ୍ତ ସମାରୋହ

ଭୁବନେଶ୍ୱର: ସୋମବାର ପୂର୍ବାହ୍ନରେ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀରେ ୯ମ ବ୍ୟାଚ୍‌ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରେଡରେ…

୧୨ ଲକ୍ଷଟଙ୍କା ଆତ୍ମସାତ କରି ରତନପୁର ପିଇଓ ଗିରଫ

ଭୁବନେଶ୍ବର: ସରକାରୀ ତହବିଲରୁ ପ୍ରାୟ ୧୨ ଲକ୍ଷ ଟଙ୍କା ଆତ୍ମସାତ କରି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ୍‌ ରତନପୁର ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଦୀଲିପ କୁମାର ପ୍ରଧାନ, ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ (ଭିଜିଲାନ୍‌ସ) ହାତରେ ଗିରଫ ହୋଇଛନ୍ତି।…