State

ବାପ-ଝିଅଙ୍କ ଉପରେ ଚଢିଗଲା ଆମ ବସ, ଘଟଣାସ୍ଥଳରେ ଉତ୍ତେଜନା

ଭୁବନେଶ୍ଵର: ଆମ ବସ୍‌ ଦୁର୍ଘଟଣାରେ ଲାଗୁନି ରୋକ। ବେଲଗାମ ଆମବସ୍। ଅମାନିଆ ଆମ ବସ୍ ଚାଳକ। ପ୍ରତିଦିନ ଆସୁଛି ଆମ ବସ ଦୁର୍ଘଟଣାର ଖବର। ଭୁବନେଶ୍ବର ମଞ୍ଚେଶ୍ୱର ଅଞ୍ଚଳରେ ପୁଣି ଏକ ଅଘଟଣ ଘଟିଛି। ଆମ ବସ୍‌ର ପୁଣି ଆତଙ୍କ। ସ୍କୁଲ…

ବିଲରୁ ନାବାଳିକା ଉଦ୍ଧାର; ସ୍ବେଚ୍ଛାସେବୀ ଅନୁଷ୍ଠାନରେ ଶାରୀରିକ ନିର୍ଯାତନା ମିଳୁଥିବା ଅଭିଯୋଗ

ପୁରୀ:ଡେଲାଙ୍ଗ ଥାନା ଅନ୍ତର୍ଗତ ପିଢ଼ପାଟଣା ଗ୍ରାମ ନିକଟସ୍ଥ ଗହୀର ବିଲରେ ଅସହାୟ ଅବସ୍ଥାରେ ଏଣେତେଣେ ବୁଲୁଥିଲା ନାବାଳିକା । ଜନୈକା ୧୩ ବର୍ଷର ନାବାଳିକାକୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପୋଲିସକୁ ହସ୍ତାନ୍ତର କରିଛନ୍ତି । ସୂଚନାମୁତାବକ, ସ୍ଥାନୀୟ ଲୋକେ ତାକୁ…

ଦୁଇ ଦିନ ପରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ, ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି

ପୁରୀ : ଆଉ ଦୁଇ ଦିନ ପରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନପୂର୍ଣ୍ଣମୀ । ବିଶ୍ଵପ୍ରସିଦ୍ଧ ରଥଯାତ୍ରାର ଆଦ୍ୟ ପର୍ବ ସ୍ନାନ ଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି । ସ୍ନାନଯାତ୍ରାରେ ଚତୁର୍ଦ୍ଧା ବିଗ୍ରହ ରତ୍ନସିଂହାସନ ଛାଡ଼ି ସ୍ନାନ ମଣ୍ଡପକୁ…

ଗଞ୍ଜେଇ ଚାଲାଣ ଅଭିଯୋଗରେ ୨ ଶିକ୍ଷକଙ୍କ ସମେତ ୩ ଗିରଫ

ଟିଟିଲାଗଡ : ଶିକ୍ଷକ କରୁଥିଲେ ଗଞ୍ଜେଇ ଚୋରା ଚାଲାଣ । ଗଞ୍ଜେଇ ଚାଲାଣ ଅଭିଯୋଗରେ ୩ ଗିରଫଙ୍କ ମଧ୍ୟରେ ଅଛନ୍ତି ଦୁଇ ଶିକ୍ଷକ । ଆଜି କଳାହାଣ୍ଡି ଜିଲ୍ଲାରୁ ଗଞ୍ଜେଇ ଚାଲାଣ ବେଳେ ବଲାଙ୍ଗିର ସଇଁତଳା ଥାନା ବରଗାଁ ନିକଟରେ ମାଡି…

ଵଜ୍ରାଘାତରେ ଦୁଇ ନାଵାଳକ ମୃତ

କଣ୍ଟାମାଳ : କ୍ରିକେଟ ଖେଳ ହେଲା କାଳ l ଵଜ୍ରାଘାତରେ ଦୁଇ ନାବାଳକ ମୃତ l ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ସଗଡା ଝାଙ୍କରପଡା ରେ ଘଟିଛି ଏହି ଅଘଟଣ l ମୃତ ଦୁଇ ଯୁବକଙ୍କ ମଧ୍ୟରୁ ଜଣେ ଝାଙ୍କରପଦା ଗାଁର…

ଜନପଥରେ ଗାଡି ପାର୍କିଂ କଲେ ଗଣିବେ ମୋଟା ଅଙ୍କର ଜରିମାନା

ଭୁବନେଶ୍ୱର : ଏବେ ଗାଡି ପାର୍କିଂ କଲେ ଦେବେ ମୋଟା ଅଙ୍କର ଜରିମାନା । ଭୁବନେଶ୍ବର ଜନପଥ ରୋଡ୍ ରେ କାର୍ କିମ୍ବା ବାଇକ୍ ପାର୍କିଂ କଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା। ଭୁବନେଶ୍ୱର ମହାନଗର ନିଗମ ଆଣିଛି ନୂଆ…

ବନ୍ଧା ହେଲେ ନକଲି ଆଇଏଏସ ଅଫିସର

ଭୁବନେଶ୍ୱର : ଆଇଏଏସ୍ ଅଫିସର ସାଜି ଲୁଟୁଥିଲା, ଶେଷରେ ପୋଲିସ ଜାଲରେ ପଡ଼ିଲା ଠକ । ଦାମୀ ଚଷମା କିଣି ଟଙ୍କା ନଦେବାରୁ ଖୋଲିଗଲା ନକଲି ସବ୍ କଲେକ୍ଟରର ଅସଲ ମୁଖା । ଭୁବନେଶ୍ୱରରେ ନିଜକୁ IAS ଅଧିକାରୀ ଓ ସବ୍…

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ୪ ଅଧିକାରୀଙ୍କୁ ନିଲମ୍ବନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗରେ ବଡ଼ କାର୍ଯ୍ୟାନୁଷ୍ଠାନ । ୪ ଅଧିକାରୀ ନିଲମ୍ବିତ । SCERT ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସମେତ ୪ ଜଣଙ୍କୁ ନିଲମ୍ବନ କଲେ ସରକାର । ୬ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ…

ଅଙ୍ଗନୱାଡି କେନ୍ଦ୍ରରେ ଗରମ ପେଜରେ ପଡି ଛାତ୍ରୀ ଗୁରୁତର

ଟିଟିଲାଗଡ଼: ଗରମ ଖାଦ୍ୟରେ ପଡି ଛାତ୍ରୀ ଗୁରୁତର । ଟିଟିଲାଗଡ଼ ବ୍ଲକ୍ କୁଶକେଲା ଗାଁ ଅଙ୍ଗନୱାଡି କେନ୍ଦ୍ରରେ ଛାତ୍ରୀ ଜଣକ ଗରମ ଖାଦ୍ୟରେ ପଡି ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଅଙ୍ଗନୱାଡି କେନ୍ଦ୍ର କର୍ମଚାରୀ SIR କାର୍ଯ୍ୟ ପାଇଁ ଅନ୍ୟତ୍ର…

ନୂଆବହି ଛପାଯାଇ ପିଲାଙ୍କୁ ବଣ୍ଟନ ହେବ, ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର : ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ସମସ୍ତ ତ୍ରୁଟି ବହିକୁ ପ୍ରତ୍ୟାହାର କରାଯିବ । ନୂଆବହି ଛପାଯାଇ ପିଲାଙ୍କୁ ବଣ୍ଟନ କରାଯିବ । ତଦନ୍ତ ରିପୋର୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ…