State

କ୍ଷତିପୂରଣ ଦାବିରେ କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ରାୟଗଡା : କ୍ଷତିପୂରଣ ଦାବି କରି ରାୟଗଡା କ୍ଷୁଦ୍ରଜଳସେଚନ ବିଭାଗର କାର୍ଯ୍ଯାଳୟକୁ ତାଲା ପକାଇଲେ ଚାଷୀ । ଜମି ହରାଇଥିବା ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ନ ମିଳିବା ଯାଏ କାର୍ଯ୍ଯାଳୟ ଆଗରେ ଧାରଣା ଜାରି ରହିବ ବୋଲି ଗ୍ରାମବାସୀ କହିଛନ୍ତି ।…

ପୋଷ୍ଟ ଅଫିସରୁ ଲକ୍ଷାଧିକ ଟଙ୍କା ଲୁଟ୍

ଜଳେଶ୍ବର: ପୋଷ୍ଟ ଅଫିସରୁ ଲୁଟିଲେ ଦୁର୍ବୃତ୍ତ। ବିଳମ୍ବିତ ରାତିରେ ତାଲା ଭାଙ୍ଗି ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟିନେଲେ । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ବରୁଣଗଡିଆ ଡାକଘର ତାଲା ଭାଙ୍ଗି ଲୁଟ୍ ଅଭିଯୋଗ ହୋଇଛି । ଗତକାଲି…

ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ

ଭୁବନେଶ୍ବର: ଭୁବନେଶ୍ବରରେ ଭୟଙ୍କର ଅଗ୍ନିକାଣ୍ଡ । ପ୍ରିୟଦର୍ଶିନୀ ମାର୍କେଟରେ ନିଆଁ । ଟେଡି ଦୋକାନରେ ଲାଗିଲା ନିଆଁ। ନୁଆ କରି ଦୋକାନ ଖୋଲିଥିବା ଦୋକାନରେ ଅଗ୍ନିକାଣ୍ଡ । ଟେଡି ଓ ଖେଳନା ଯୋଗୁ ନିଆ ମାତ୍ରାଧିକ ଭାବେ ବ୍ୟାପିଛି। ନିଆଁ ଲିଭା…

ଧାନ କିଣାରେ ବିଭ୍ରାଟ, ତହସିଲଦାରଙ୍କ ଗାଡି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି: ମଣ୍ଡିରୁ ଉଠୁନି ଧାନ। ତହସିଲଦାରଙ୍କ ଗାଡି ଆଗରେ ଶୋଇଲେ ଚାଷୀ । ଭଦ୍ରକ ଜିଲ୍ଲା ତିହିଡି଼ ବ୍ଲକରେ ବାରମ୍ବାର ଧାନ କିଣାରେ ବିଭ୍ରାଟ ଅଭିଯୋଗ । ଏନେଇ ରାଜରାସ୍ତାକୁ ଓହ୍ଲାଇବା ସହ ରାସ୍ତା ରୋକ କରିଛନ୍ତି ଗଦି ଚାରିତରଫପୁର ସେବା…

ନନ୍ଦନକାନନକୁ ଆସିବେ ୩ ପ୍ରଜାତିର ୧୮ ଜୀବଜନ୍ତୁ

ବରାଙ୍ଗ: ନନ୍ଦନକାନନ ଆସିବେ ନୂଆ ଅତିଥି । ୩ ପ୍ରଜାତିର ୧୮ ଜୀବଜନ୍ତୁ ଆସିବେ ନନ୍ଦନକାନନ । ଏଥିପାଇଁ ପ୍ରକ୍ରିୟା ଜାରି ରହିଛି । ଚଳିତବର୍ଷର ଦ୍ଵିତୀୟ ପର୍ଯ୍ୟାୟରେ ଜନ୍ତୁ ଅଦଳବଦଳ ପ୍ରକ୍ରିୟା କାର୍ଯ୍ୟକାରୀ ହୋଇଛି । ନନ୍ଦନକାନନ ପ୍ରାଣୀଉଦ୍ୟାନ ଏବଂ…

ଗଛକୁ ପିଟିଲା କାର, ୨ ମୃତ

ଲମତାପୁଟ୍: ବିଳମ୍ବିତ ରାତିରେ ଗଛକୁ ପିଟିଲା କାର । ମର୍ମନ୍ତୁଦ ଦୁର୍ଘଟଣାରେ ୨ ମୃତ । କୋରାପୁଟ ଜିଲ୍ଲା ନନ୍ଦପୁର ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ନିକଟରେ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ଗୋଟିଏ କାର ୨ ଆରୋହୀଙ୍କୁ ନେଇ ନନ୍ଦପୁର…

ବକେୟା ଇ-ଚାଲାଣରେ ୫୦ ପ୍ରତିଶତ ରିହାତି

ଭୁବନେଶ୍ୱର: ଶୀଘ୍ର ପୈଠ କରିଦିଅନ୍ତୁ ଗାଡିର ବକେୟା ଚାଲାଣ। କାରଣ ମିଳୁଛି ବଡ଼ ରିହାତି। ବକେୟା ଇ-ଚାଲାଣରେ ୫୦ ପ୍ରତିଶତ ରିହାତି। ରାଜ୍ୟରେ ବକେୟା ଥିବା ଟ୍ରାଫିକ୍ ଚାଲାଣଗୁଡ଼ିକର ସମାଧାନ ସହିତ ଗାଡ଼ି ଚାଳକଙ୍କୁ ଆଶ୍ବସ୍ତି ପ୍ରଦାନ କରିବା ପାଇଁ ଏକ…

ରାଜ୍ୟରେ ବଢ଼ିଲା ଅଫିସରଙ୍କ ଆର୍ଥିକ କ୍ଷମତା, ବିଭାଗୀୟ ମୁଖ୍ୟ କରିପାରିବେ ୧୦ କୋଟିର ଅର୍ଥ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ପ୍ରକଳ୍ପ ଓ ଯୋଜନାର କାର୍ଯ୍ୟକାରିତାରେ ସ୍ୱଚ୍ଛତା ଏବଂ ଗତିଶୀଳତା ଆଣିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ୧୯୭୮ ମସିହାର ଆର୍ଥିକ କ୍ଷମତା ପ୍ରତିନିଧିତ୍ଵ ନିୟମାବଳୀ (DFPR) ରେ ସଂଶୋଧନ କରାଯାଇ ପ୍ରଶାସନିକ…

ଅପରେସନ୍ ‘ସାଇବର କବଚ’ : ବଡ଼ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ, ୬ ଗିରଫ

ନୟାଗଡ଼ ୧୯।୩: ଅପରେସନ୍ ସାଇବର କବଚ ଜରିଆରେ ନୟାଗଡ଼ ପୋଲିସ ୧୬ଟି ମାମଲା ରୁଜୁ କରି ଏକ ବଡ଼ ଗ୍ୟାଙ୍ଗ ସମ୍ପର୍କରେ ଖୁଲାସା କରିଛି । ନୟାଗଡ଼ ଏସ୍‌ପି ଏସ୍ ସୁଶ୍ରୀ ସାଇବର ଥାନା ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏନେଇ…

ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ପ୍ରକୃତିର ନୂତନ ରୂପ ସହ ଆରମ୍ଭ ହେଉଥିବା ରାଷ୍ଟ୍ରୀୟ ନବବର୍ଷ ଆମକୁ ଗୌରବଶାଳୀ ଇତିହାସର ସ୍ମୃତି କରାଇଥାଏ । ଯେତେବେଳେ ସମାଜ ନିଜର ସଂସ୍କୃତିକୁ ସମ୍ମାନ ଦିଏ, ସେତେବେଳେ ରାଷ୍ଟ୍ର ପରମ ବୈଭବକୁ ପ୍ରାପ୍ତ ହୁଏ । ତେଣୁ ସବୁବେଳେ…