State

ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ବୁଝିବେ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ

ଭୁବନେଶ୍ବର : ଏଣିକି ରାଜ୍ୟରେ ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କଥା ସ୍ବାସ୍ଥ୍ୟ ବିଭାଗର ଜଣେ ସ୍ବତନ୍ତ୍ର ଶାସନ ସଚିବ ବୁଝିବେ। ସେହିପରି ଅଗ୍ନି ନିରାପତ୍ତାକୁ ଦୃଷ୍ଟିରେ ରଖି ସରକାରୀ କୋଠା ନିର୍ମାଣ ସମୟରେ ବିଲ୍ଡିଂ…

ଏପ୍ରିଲ ୧୬ ରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା, ପ୍ରସ୍ତୁତ ହେବ ଗୃହଗଣନା ଓ ଗୃହ ତାଲିକା

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୧୬ ତାରିଖରୁ ରାଜ୍ୟରେ ଆରମ୍ଭ ହେଉଛି ଜନଗଣନା ପ୍ରଥମ ପର୍ଯ୍ୟାୟ । ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଏବଂ ଗୃହ ତାଲିକା ପ୍ରସ୍ତୁତ ହେବ । ଏପ୍ରିଲ ୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ଲୋକମାନେ ସେଲଫ ଏନୁମିରେସନ…

ପୁରୁଣା ପାସପୋର୍ଟ ଅଫିସକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ଭୁବନେଶ୍ବର: ଭୁବନେଶ୍ୱରରେ ପୁରୁଣା ପାସପୋର୍ଟ ଅଫିସ ଉଡ଼ାଇ ଦେବାକୁ ଧମକ । ମେଲ୍ ରେ ଦୁର୍ବୃତ୍ତ ଦେଇଛନ୍ତି ବୋମା ଧମକ । ପରୁଣା ପାସ୍ ପୋର୍ଟ ଅଫିସରେ ପହଞ୍ଚି ନୟାପଲ୍ଲୀ ପୋଲିସ ଯାଞ୍ଚ କରିଛି । ଅଫିସ ଭିତରେ ଓ ବାହାରେ…

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ିଗଲେ ପର୍ଯ୍ୟଟକ

ପୁରୀ: ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ କରୁଥିବା ବେଳେ ବୁଡ଼ିଗଲେ ପର୍ଯ୍ୟଟକ । ପୁରୀ ସ୍ବର୍ଗଦ୍ବାର ସମୁଦ୍ର କୂଳ ସେକ୍ଟର ୯ରେ ଘଟିଛି ଘଟଣା । ଲାଇଫଗାର୍ଡ ମାନେ ସମୁଦ୍ର ଭିତରକୁ ଯାଇ ତୁରନ୍ତ ପର୍ଯ୍ୟଟକଙ୍କୁ ଉଦ୍ଧାର କରି…

କଟକ ବଡ଼ ମେଡିକାଲରେ ପୁଣି ଅଗ୍ନିକାଣ୍ଡ: ନନ ଟ୍ରମା କାଜୁଆଲଟିରେ ନିଆଁ, ଅଳ୍ପକେ ବର୍ତ୍ତିଲେ ରୋଗୀ

କଟକ: କଟକ ବଡ଼ ମେଡିକାଲ ନନ ଟ୍ରମା କାଜୁଆଲଟିରେ ପୁଣି ନିଆଁ । ସର୍ଟସର୍କିଟ ଅଗ୍ନିକାଣ୍ଡ । ଅଳ୍ପକେ ବର୍ତ୍ତିଲେ ରୋଗୀ । ନନ ଟ୍ରମା କାଜୁଆଲଟିରେ ଶହେରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିଲେ । ଧୂଆଁ ବାହାରିବା କାରଣରୁ ସ୍ମୋକ…

ପରିବାର ଅଦାଲତ ନିକଟରେ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ଲହୁ ଲୁହାଣ କଲା ସ୍ୱାମୀ

ବାଲେଶ୍ଵର: ବାଲେଶ୍ଵର ପରିବାର ଅଦାଲତ ନିକଟରେ ହାଇଡ୍ରାମା । କୋର୍ଟ ନିକଟରେ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ଲହୁ ଲୁହାଣ କରିଦେଲା ନିର୍ଦ୍ଦୟ ସ୍ୱାମୀ । ଉଭୟ ସ୍ୱାମୀ ସ୍ତ୍ରୀଙ୍କ ବାଲେଶ୍ଵର ପରିବାର ଅଦାଲତରେ ୨୦୨୫ ମସିହା ଡ଼ିସେମ୍ବର ମାସରୁ ଛାଡପତ୍ର…

ଅଫିସରେ ପଶି RIଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ

ଚାନ୍ଦବାଲି: ଅଫିସ୍‌ ଭିତରେ ପଶି RIଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ତହସିଲ ସାରଣା ଆରଆଇ ତାପସ ରଞ୍ଜନ ଜେନାଙ୍କୁ ମରଣାନ୍ତକ ଆକ୍ରମଣ । ଅଫିସରେ କାମ କରୁଥିବାବେଳେ ମାଡ଼ ମାରିଥିଲେ ଜଣେ ବ୍ୟକ୍ତି ।…

‘ରାମ ନାମ ସତ୍ୟ ହେ’ ଧ୍ବନିରେ କମ୍ପିଲା ଗୃହ, ଉଠିଲା କୋକେଇ ପଡ଼ିଲା ଖଇ କଉଡି

ଭୁବନେଶ୍ୱର : ବିଧାନସଭାରେ ଉଠିଲା କୋକେଇ । ପଡ଼ିଲା ଖଇ କଉଡି। ‘ରାମ ନାମ ସତ୍ୟ ହେ’ ଧ୍ବନିରେ କମ୍ପିଲା ବିଧାନସଭା । ଏସସିବି ଅଗ୍ନିକାଣ୍ଡକୁ ନେଇ ବିଜେଡି ସଦସ୍ୟମାନେ ପ୍ରତିକାତ୍ମକ କୋକେଇ କରି ବିରାଟ ଶୋଭାଯାତ୍ରା କରିଛନ୍ତି । ଏଥିରେ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ଵାସଡର

ଭୁବନେଶ୍ୱର: ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ଵାସଡର। ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ହେଲେ ବ୍ରାଣ୍ଡ୍‌ ଆମ୍ବାସଡର। ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ…

ରେଢାଖୋଲରେ ଦୁର୍ଦ୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଢାଖୋଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଟିମାକୁ ଗୁଳିମାଡ଼ । ପୋଲିସ ଗୁଳିରେ ଟିମା ଝାଙ୍କର ଓରଫ ଧନେଶ୍ୱର ଝାଙ୍କର ଆହତ ହୋଇଛି । ଟିମାର ଡାହାଣ ଗୋଡ଼ରେ ବାଜିଛି ଗୁଳି । ଆହତ ଟିମାକୁ ରେଢ଼ାଖୋଲ ଡାକ୍ତରଖାନାରେ…