ଯାଜପୁର ରୋଡ ସୋନ୍କୋ ଜୁଏଲରୀ ଡକାୟତି ଘଟଣା: ବିହାରରୁ ଜଣେ ଡକାୟତ ଗିରଫ
ଯାଜପୁର : ଯାଜପୁର ରୋଡ ସୋନ୍କୋ ଜୁଏଲରୀ ଡକାୟତି ଘଟଣାରେ ପୋଲିସକୁ ସଫଳତା। ବିହାରରୁ ଜଣେ ଡକାୟତକୁ ଗିରଫ କଲା ପୋଲିସ। ଗିରଫ ଡକାୟତ ବିହାର ବୈଶାଳୀ ଜିଲ୍ଲାର ରୂପେଶ କୁମାର ବୋଲି ଯାଜପୁର ଏସପି ଭିନିତ ଅଗ୍ରୱାଲ କହିଛନ୍ତି। ମେ…
