ସହକାରୀ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘର ସମେତ ମୋଟ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ ଚାଲିଛି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ଓ୍ବାରେଣ୍ଟ…
କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘର ସମେତ ମୋଟ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ ଚାଲିଛି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ଓ୍ବାରେଣ୍ଟ…
ବାଲେଶ୍ୱର / ସୋର: ବାହାନଗା ଟ୍ରେନ ଟ୍ରାଜେଡିକୁ ଆଜି ୧୧ ଦିନ । ମଣିଷପଣିଆର ନିଆରା ଉଦାହରଣ ଦେଖାଇଛନ୍ତି ବାହାନଗା ଗ୍ରାମବାସୀ। ରେଳ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଏକାଦଶାହ ପାଳୁଛନ୍ତି ବାହାନଗାବାସୀ । ଆଜି ବିଶ୍ୱଶାନ୍ତି ଯଜ୍ଞ ସହ ଅଷ୍ଟପ୍ରହରୀ କରାଯିବ ।…
ବାଲେଶ୍ୱର: ବାହାନଗା ଟ୍ରେନ ଟ୍ରାଜେଡି ଘଟଣାରେ CBIର ତନାଘନା । ଦୁର୍ଘଟଣାର ୧୦ ଦିନ ପରେ ଗତକାଲି ଆସିଷ୍ଟାଣ୍ଟ ଷ୍ଟେସନ୍ ମାଷ୍ଟରଙ୍କ ସମେତ ରେଳ ବିଭାଗର ୫ ଜଣଙ୍କୁ ଉଠାଇ ନେଇଛି CBI । ସମସ୍ତଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରିବା…
ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାର ଆଜି ୧୦ମ ଦିନ । ଅର୍ଥାତ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କର ୧୦ ଦିନ ବିତିଗଲାଣି । ତଥାପି ଅନେକ ଶବ ଚିହ୍ନଟ ହୋଇନି । ଭୁବନେଶ୍ୱର ଏମ୍ସରେ କଣ୍ଟେନରେ ରହିଛି ଶବ । ୮୧ଟି ଶବକୁ…
ଭୁବନେଶ୍ୱର : ରଙ୍ଗ୍ରୁଟ୍(ବିପରୀତ ଦିଗ)ରେ ଗାଡ଼ି ଚଳାଇବା ସଂଖ୍ୟା ଦିନକୁ ଦିନ ବୃଦ୍ଧି ହେଉଛି। ଦୁର୍ଘଟଣା ବଢ଼଼ିବା ସହ ଧନଜୀବନ ଚାଲିଯାଉଛି। ବେପରୁଆ ହେଉ କିମ୍ବା ଅଧିକ ବୁଲାଣି ପଡ଼ୁଥିବାରୁ ଗାଡ଼ି ଚାଳକ ରଙ୍ଗ୍ରୁଟ୍ରେ ପଶିଯାଉଛନ୍ତି। ଏଥିସହିତ ରଙ୍ଗ୍ରୁଟ୍ ଚାଳକଙ୍କୁ ଜଗିବା ପାଇଁ…
କେନ୍ଦୁଝର: ବଦଳିବ ଘଟଗାଁ ମା ତାରିଣୀ ମନ୍ଦିରର ରୂପରେଖ । ରାଜ୍ୟ ସରକାରଙ୍କ ଅନୁଦାନରେ ୬ ମାସ ମଧ୍ୟରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିକରଣ କରାଯିବ। ଏନେଇ ୭ ଦିନ ମଧ୍ୟରେ ଅନୁଦାନ ରାଶି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…
ରଜ ପାଖେଇ ଆସୁଥିବା ବେଳେ ମୌସୁମୀ ବାୟୁ ଓଡ଼ିଶା ଆସି ନାହିଁ। ମୌସୁମୀ ବାୟୁ ଆସିବାରେ ବିଳମ୍ବ ହେଉଥିବା ବେଳେ ପୂରା ରାଜ୍ୟ ଅସହ୍ୟ ତାତିରେ କଲବଲ ହେଉଛି। ଏଭଳି ସ୍ଥିତିରେ ଆଜି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…
ଭୁବନେଶ୍ବର: ଲେଡ଼ି ଡନ ଗିରଫ। ଶୈଳଶ୍ରୀ ବିହାର ଅଞ୍ଚଳରେ ନିଜକୁ BMC ଅଧିକାରୀ କହି ଜୋର୍ ଜବରଦସ୍ତ ଆଦାୟ କରୁଥିଲେ ଟଙ୍କା। ଏଠାରେ ଆତଙ୍କ ଖେଲାଉଥିବା ସମୟରେ ସ୍ଥାନୀୟ ସମାଜସେବୀ ଦିଲୀପ ସାହୁ ପ୍ରତିବାଦ କରିଥଲେ। ଲେଡ଼ି ଡନଙ୍କ ସହ ଥିବା…
ବେଗୁନିଆ: ବେଗୁନିଆ ବ୍ଲକ ସିମୋର କୁଞ୍ଜବିହାରୀଦେବ ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ବସ୍ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ।ଆଜି ସକାଳୁ ସିମୋର ଗାଁର ଯୁଗଳ ବେହେରା ରାସ୍ତା କଡରେ ଯାଉଥିବା ବେଳେ କଣ୍ଟିଲୋରୁ ପୁରୀ ଯାଉଥିବା ରେଣୁକା ନାମକ ଘରୋଇ ବସ୍ ଧକ୍କା…
ନକ୍ସଲମାନେ ଡ୍ରୋନ ଉଡ଼ାଇ ସୁରକ୍ଷାକର୍ମୀଙ୍କ ଉପରେ ରଖୁଛନ୍ତି ନଜର। ଛତିଶଗଡ଼ ଓ ତେଲେଙ୍ଗାନାର ନକ୍ସଲ ମାନେ ଡ୍ରୋନ ମାଧ୍ୟମରେ ଯବାନ ଓ ସେମାନଙ୍କ ଗତିବିଧି ଉପରେ ନଜର ରଖୁଛନ୍ତି। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବସ୍ତରରେ ସକ୍ରିୟ ଥିବା ନକ୍ସଲ ସଂଗଠନ ପାଖରେ…