ବାହାନଗା ଟ୍ରେନ ଦୁର୍ଘଟଣା: ଉଠାଗଲା ୨୧ଟି ବଗି, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ମରାମତି କାର୍ଯ୍ୟ
ବାଲେଶ୍ୱର: ବାହାନଗାରେ ଦୁର୍ଘଟଣାଗ୍ରସ୍ତ ରେଲେଓ୍ଵ ଲାଇନରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପୁନରୁଦ୍ଧାର କାମ । ଲାଇନଚ୍ୟୁତ ହୋଇଥିବା ୨୧ଟି ବଗିକୁ ହଟାଇ ଦିଆଯାଇଛି । ଟ୍ରାକ୍ ଏବଂ ଓଭରହେଡ୍ ଲାଇନ୍ ମରାମତି କାର୍ଯ୍ୟ ଚାଲିଛି। ଏହି ରୁଟରେ ରେଳ ଚଳାଚଳକୁ ପୁଣି ଥରେ…
