ବରୀ ତନ୍ତିଘାଇରେ ଡ଼ଙ୍ଗା ବୁଡି ୨ ନାବାଳିକା ନିଖୋଜ
ଯାଜପୁର: ଡଙ୍ଗା ବୁଡି ୨ଜଣ ନିଖୋଜ। ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ ଭଅଁରା ପଞ୍ଚାୟତ ସଙ୍ଗୁଆ ଗଦେଇପୁର ନିକଟ ତନ୍ତୀ ଘାଇ ନାଳରେ। ସୂଚନା ମୁତାବକ, ଆଜି ଡଙ୍ଗାରେ ନାଉରିଆ ସମେତ ୬ଜଣ ନଦୀ ପାରି ହେବା ସମୟରେ…
ଯାଜପୁର: ଡଙ୍ଗା ବୁଡି ୨ଜଣ ନିଖୋଜ। ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ ଭଅଁରା ପଞ୍ଚାୟତ ସଙ୍ଗୁଆ ଗଦେଇପୁର ନିକଟ ତନ୍ତୀ ଘାଇ ନାଳରେ। ସୂଚନା ମୁତାବକ, ଆଜି ଡଙ୍ଗାରେ ନାଉରିଆ ସମେତ ୬ଜଣ ନଦୀ ପାରି ହେବା ସମୟରେ…
ବାହାନଗାରେ କରମଣ୍ଡଳର ରେଳ ଦୁର୍ଘଟଣା ନେଇ ସମୀକ୍ଷା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ୍ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଆଲୋଚନା କରି ଘଟଣା ବିଷୟରେ ତଥ୍ୟ ନେଇଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ…
ଓଡ଼ିଶାର ବାଲେଶ୍ୱର ଅନ୍ତର୍ଗତ ବାହାନଗା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କ ପିଛା ଛାଡ଼ୁନି ବିପଦ। ଟ୍ରେନ ଦୁର୍ଘଟଣାରେ ଆହତ ଲୋକଙ୍କୁ ବାଲେଶ୍ୱରରୁ ନେଇ ଯାଉଥିବା ଗୋଟିଏ ବସ୍ ବେଙ୍ଗଲର ମେଦିନିପୁରରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ, ସ୍ୱତନ୍ତ୍ର…
ବାଲେଶ୍ୱର : ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ରେନ୍ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରି କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦ ରେଳ ଦୁର୍ଘଟଣା । ଦୁର୍ଘଟଣା ବିଷୟରେ ଜାଣି ମୁଁ…
ବାଲେଶ୍ୱର : ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣା ଘଟଣା। ଏହି ଦୁଃଖଦ ସମୟରେ ପୁରୀରୁ କୋଲକାତା ଅଭିମୁଖେ ଯାତ୍ରା କରୁଥିବା ସ୍ପେଶାଲ ବସ୍ ଗୁଡ଼ିକ ମନଇଛା ଭଡ଼ା ନେଉଛନ୍ତି। ଫଳରେ ବିପଦର ରହି ମଧ୍ୟ ଯାତ୍ରୀମାନେ ଶୋଷଣର ଶିକାର ହେବାକୁ ପଡୁଛି। ଏପରି…
ପୁଅକୁ ଖୋଜି ଖୋଜି ଚେତା ହରାଉଛନ୍ତି ବାପା । ମୁହଁରେ ପାଣି ଛାଟି ଛାଟି ଚେତା ଫେରାଇବାକୁ ଚେଷ୍ଟା ଚଲାଇଛନ୍ତି ଉପସ୍ଥିତ ଲୋକେ । ଯେତେବେଳେ ବି ଟିକେ ଚେତା ଫେରୁଛି ସେତେବେଳେ ପୁଅକୁ ଖୋଜୁଛନ୍ତି । କହୁଛନ୍ତି ମୋ ପୁଅକୁ…
ବାଲେଶ୍ୱର : ବାଲେଶ୍ୱର ବାହାନଗାରେ ହୋଇଥିବା ଭୟଙ୍କର ଦୁର୍ଘଟଣା। ଏକାବେଳକେ ତିନୋଟି ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ସେଠାରେ ପୂର୍ବରୁ ଛିଡ଼ା ହୋଇଥିବା ମାଲଗାଡ଼ିକୁ ଧକ୍କା ଦେଇ ଓଲଟିଥିଲା କରମଣ୍ଡଳ ।…
ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ମୃତକଙ୍କ ପରିବାରକୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ଭୁବନେଶ୍ୱର ଓ କୋଲକାତାରୁ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏନଡିଆରଏଫ, ରାଜ୍ୟ ସରକାରଙ୍କ ଉଦ୍ଧାରକାରୀ ଦଳ ସହ ବାୟୁସେନାକୁ ମଧ୍ୟ ସୁରକ୍ଷା…
ଟ୍ରେନ ଦୁର୍ଘଟଣା ସ୍ଥଳ ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦୁର୍ଘଟଣା ସ୍ଥଳରେ ପହଞ୍ଚି ପୁରା ଘଟଣାର ସ୍ଥିତି ଅନୁଧ୍ୟାନ କରି ଗଣମାଧ୍ୟମ ପ୍ରତିନିଧୀଙ୍କ ସହ ଆଲୋଚନ ପରେ ଏପରି ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାର ପ୍ରତି…
ବାଲେଶ୍ଵର: ବାଲେଶ୍ଵର ଜିଲ୍ଲାର ବାହାନଗାରେ ଶୁକ୍ରବାର ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। \ତେବେ ସ୍ଥିତି ଦେଖିଲେ ମୃତକ ସଂଖ୍ୟା ଆହୁରି ବଢିବାର ସମ୍ଭାବନା ରହିଛି। ଘଟଣାସ୍ଥଳରେ ଯୁଆଡ଼େ ଦେଖିବ ଖାଲି ଶହ ଶହ ଶବ ଗଦା…