ଆସନ୍ତାକାଲି ଦିନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ
ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ପରୀକ୍ଷା ଫଳ ଜୁନ୍ ୨ ତାରିଖ (ଶୁକ୍ରବାର) ପୂର୍ବାହ୍ଣ ୧୧ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ‘ଓଜେଇଇ’ର ୱେବ୍ସାଇଟ୍ରୁ ଏହି ଫଳାଫଳ ଜାଣିପାରିବେ। ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନର ଏମ୍ବିଏ,…
