ଗ୍ରହ ରିଷ୍ଟ ଖଣ୍ଡନ ନାଁରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ
ଜଗତସିଂହପୁର: ପୂଜକଙ୍କ ପାପକର୍ମ । ଗ୍ରହ ରିଷ୍ଟ ଖଣ୍ଡନ ନାଁରେ ମହିଳାଙ୍କୁ ଅସଦାଚରଣ । ପୂଜକଙ୍କ ନାଁରେ ମହିଳା ଆଣିଲେ ସଙ୍ଗୀନ ଅଭିଯୋଗ । ଜଗତସିଂହପୁର ଜିଲ୍ଲାର ମା’ ସାରଳାଙ୍କ ମନ୍ଦିର ପୂଜକ ସମରେନ୍ଦ୍ର ରାଉଳଙ୍କ ନାଁରେ ଅସଦାଚରଣ ଅଭିଯୋଗ ହୋଇଛି ।…
