ମା’କୁ କଟୁରୀରେ ହାଣିଦେଲା ପୁଅ

ପାରାଦ୍ଵୀପ: ଭୂତୁମୁଣ୍ଡାଇ ଗ୍ରାମ କୂମ୍ଭାର ସାହିରେ ବିଭତ୍ସ ହତ୍ୟା। ମାନସିକ ବିକୃତ ପୁଅ ନିଜ ମା’ କୁ ହାଣି ହତ୍ୟା କରିଛି ।ପୁଅର ଆକ୍ରମଣରେ ମା’ର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମା’ ସୁଲୋଚନା ଦେବୀ ନୂଆଗଡ ସ୍କୁଲର ଶିକ୍ଷୟତ୍ରୀ। ସୁଲୋଚନାଙ୍କ…

ବିଡିଓଙ୍କ ଜାଲ ଦସ୍ତଖତ କରି ଠକିନେଲେ ୧୫ ଲକ୍ଷ

ଟାଙ୍ଗୀ : ଠିକାଦାର ବିଡିଓଙ୍କ ଜାଲ ଦସ୍ତଖତ କରି ବ୍ୟାଙ୍କରୁ ଠକି ନେଲେ ୧୫ ଲକ୍ଷରୁ ଅଧିକ ଟଙ୍କା । ଠିକାଦାର ହେଉଛନ୍ତି ଚିଲିକା ବ୍ଲକ୍‌ ଅଧ୍ୟକ୍ଷଙ୍କ ସ୍ୱାମୀ କିଶୋର ବେହେରା । ଘଟଣା ହେଉଛି ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ ।…

ଶିକାରୀ ଗୁଳିମାଡ଼ରେ ଫରେଷ୍ଟଗାର୍ଡ ମୃତ

କରଞ୍ଜିଆ: ଶିକାରୀ ଗୁଳିମାଡ଼ରେ ଫରେଷ୍ଟଗାର୍ଡ ମୃତ । ଶିମିଳିପାଳ ଅଭୟାରଣ୍ୟରେ ଶିକାରୀ ଗୁଳିରେ ଜଣେ ବନ କର୍ମଚାରୀଙ୍କ ମୃତ ହୋଇଛି । ବାଙ୍ଗିରିପୋଷି ରେଞ୍ଜ ଚାକିଡି ବିଟ୍‌ ଅଞ୍ଚଳରେ ଘଟିଛି ଘଟଣା । ମୃତ ଫରେଷ୍ଟ ଗାର୍ଡ ହେଲେ ବିମଲ କୁମାର ଜେନା…

ପେନ୍‌ ହସପିଟାଲରେ ଅଗ୍ନିକାଣ୍ଡ

ଭୁବନେଶ୍ବର: ରାଜଧାନୀର ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ପେନ ହସପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଅଫିସ ଷ୍ଟେସନାରୀ ଓ ବିଭିନ୍ନ କଲମ ମିଳୁଥିବା ଦୋକାନ ପେନ ହସପିଟାଲରେ ଭିତରୁ ଧୁଅଁା ବାହାରୁଥିବା ଦେଖିବାକୁ ମିଳିଥିଲା। ପରବର୍ତ୍ତି ସମୟରେ ସେଠାରେ ନିଆଁ ଲାଗି ଯାଇଥିଲା। ସାରା…

ଅନ୍‌ଲାଇନରେ ହେବ ଯୁକ୍ତ ୨ ସ୍ପଟ ଆଡମିଶନ୍

ଚଳିତବର୍ଷ ଠାରୁ ଅନ୍‌ଲାଇନ ଜରିଆରେ ହେବ ଯୁକ୍ତ ୨ ସ୍ପଟ ଆଡମିଶନ୍। ମେରିଟ୍ ଲିଷ୍ଟ ହିସାବରେ ଛାତ୍ରଛାତ୍ରୀ ପାଇବେ ସିଟ୍। ସ୍ପଟ୍ ଆଡମିଶନ ପାଇଁ ସିଲେକ୍ସନ୍ ହେଲେ ହ୍ୱାଟ୍ସଆପ୍‌ କିମ୍ବା ଏସ୍‌ଏମ୍‌ଏସ୍‌ରେ ବାର୍ତ୍ତା ପଠାଯିବ। କାଗଜପତ୍ରରେ ଦୁର୍ନୀତି ରୋକିବାକୁ ସାମ୍‌ସ ପକ୍ଷରୁ…

ସରକାରୀ କ୍ୱାର୍ଟର୍ସରେ ଚାଲିଛି ବିଭିନ୍ନ ବ୍ୟବସାୟ

ଭୁବନେଶ୍ୱର: ସରକାରୀ କ୍ୱାର୍ଟର୍ସରେ ଚାଲିଛି ବିଭିନ୍ନ ପ୍ରକାରର ବ୍ୟବସାୟ । ଭିତରେ ଅବାଧ ପ୍ରବେଶ କରି କ୍ୱାର୍ଟର୍ସ ଭିତରେ ବ୍ୟବସାୟ କରୁଛନ୍ତି ନା ଭଡାରେ ନେଇ ବ୍ୟବସାୟ କରୁଛନ୍ତି । ସେନେଇ ତ ପ୍ରଶ୍ନ ଉଠୁଛି । ଏସବୁର ପୋଲିସ ତଦନ୍ତ କରିବାର…

ଆଜିଠୁ ଆରମ୍ଭ ହେଲା ଖାଦ୍ୟ ଯୋଗାଣ ଓ ସମବାୟ, ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା

ଭୁବନେଶ୍ୱର: ମେ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରର ପଞ୍ଚମ ପାଳି ସରକାରରେ ଚତୁର୍ଥ ବର୍ଷ ଶେଷ ହେବ | ଆଉ ଆଜିଠୁ ଆରମ୍ଭ ହେଇଛି ମନ୍ତ୍ରୀମାନଙ୍କ ବିଭାଗ ସମୀକ୍ଷା, ପ୍ରଥମ ଦିନରେ ଖାଦ୍ୟ ଯୋଗାଣ ଓ ସମବାୟ, ସ୍ୱାସ୍ଥ୍ୟ ବିଭାଗର…

ରାତିରେ ବୁଦ୍ଧ ପାର୍କ ନିକଟରେ ଜାଳିଦେଲେ ଦୁଇ ଦାମୀ କାର

ଭୁବନେଶ୍ୱର: ଦୁଇ ଦାମୀ କାରରେ ନିଆଁରେ ଲଗେଇଲେ ଦୁର୍ବୃତ୍ତ। ନୀଳାଦ୍ରି ବିହାର ସ୍ଥିତ ବୁଦ୍ଧ ପାର୍କ ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ଦୁଇଟି ଦାମୀ କାରକୁ ନିଆଁ ଲଗେଇ ଦେଇଛନ୍ତି ଦୁର୍ବୃତ୍ତ। ବିଳମ୍ବିତ ରାତ୍ରୀରେ ନିଆଁ ଲାଗିଥିବା ବେଳେ ଘଟଣା ସ୍ଥଳରେ ପହଞ୍ଚିଥିଲା…

ଆସନ୍ତାକାଲି ସନ୍ଧ୍ୟାରେ ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଶୁକ୍ର

ଭୁବନେଶ୍ୱର: ଆସନ୍ତାକାଲି ସନ୍ଧ୍ୟାରେ ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଉଜ୍ଜ୍ୱଳ ଗ୍ରହ ଶୁକ୍ର | ୨୩ ତାରିଖ ଦିନ ସେମାନଙ୍କ ଭିତରେ କୋୖଣିକ ଦୂରତା ପ୍ରାୟ ୨ ଡିଗ୍ରୀ ରହିବ | ତା ପରଦିନ ସେମାନଙ୍କ ଭିତରେ କୋୖଣିକ ଦୂରତା ବଢ଼ିଯାଇ…

ହୁ ହୁ ହୋଇ ଜଳିଲା ପ୍ଲାଷ୍ଟିକ୍‌ ପାଇପ୍‌ ଗୋଦାମ

ସମ୍ବଲପୁର : ଭୟଙ୍କର ଅଗ୍ନିକାଣ୍ଡ । ହୁ ହୁ ହୋଇ ଜଳିଲା ପାଇପ୍‌ ଗୋଦାମ । ପ୍ରବଳ ନିଆଁ ଓ ଧୂଆଁରେ ସାରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଛି । ଏଦୃଶ୍ୟ ହେଉଛି ସମ୍ବଲପୁର ଜିଲ୍ଲା ଧମା ଥାନା ଗୁଣ୍ଡେଇପୁର ଅଞ୍ଚଳର । ସେଠାରେ…