ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ
ଭୁବନେଶ୍ବର: କଳାହାଣ୍ଡି ବିଶ୍ବବିଦ୍ୟାଳୟର କ୍ଲାସରୁମ୍, ଇ-ଲାଇବ୍ରେରି, ପରୀକ୍ଷାଗାର ଓ ଅନ୍ୟ ସୁବିଧା ସ୍ମାର୍ଟ ହେବ। ଉତ୍କେଲା ଏୟାରଷ୍ଟ୍ରିପ୍ର ରନ୍ୱେ ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ସଂପ୍ରସାରଣ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଠାରୁ ଦୁଇ ଦିନିଆ…
