ବୋଲେରୋ ଧକ୍କାରେ ଶଳା ଓ ଭିଣୋଇଙ୍କ ସମେତ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ
ବଲାଙ୍ଗୀର: ସାବିତ୍ରୀ ଅମାବାସ୍ୟାରେ ଅଘଟଣ। ବୋଲେରୋ ଧକ୍କାରେ ତିନିଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଭିତରେ ଅଛନ୍ତି ଦୁଇଜଣ ଶଳା-ଭିଣୋଇ। ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ଲୋଇସିଂହା-ଭରସୁଜା ରାସ୍ତାର କରକାଚିଆ ଛକ ଠାରେ। ସୂଚନା ଅନୁସାରେ ବାଇକ୍ ଚାଳକ ରାଜେଶ…
