ପୂର୍ବତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଦୁର୍ଗମ ମାଓ ଅଧ୍ୟୁଷିତ ଅଞ୍ଚଳ କୁହାଯାଉଥିବା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ସୁମେରବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବଳ କହଁରଙ୍କୁ ଅତି ନିର୍ମମ ଭାବରେ ମାଓବାଦୀମାନେ ହତ୍ୟା କରି ପୁଣି ଥରେ ନିଜର ସ୍ଥିତି ଜାହିର କରିଛନ୍ତି।…

ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୨.୯ ଡିଗ୍ରୀ ‌ରେକର୍ଡ

ଭୁବନେଶ୍ବର: ଗରମ ଓ ଗୁଳୁଗୁଳିରେ ଦେହମୁଣ୍ଡ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଦେହରୁ ଝାଳ ଶୁଖୁନି କି ଘରେ କିମ୍ବା ବାହାରେ କେଉଁଠି ବି ଶାନ୍ତି ନାହିଁ। ତଣ୍ଟି ବାରମ୍ବାର ଶୁଖିଯାଉଛି। ଖରାରେ ୫ ମିନିଟ୍‌ ରହିଲେ, ଅଚେତ ହେବା ଭଳି ଲାଗୁଛି। ୩…

ମହୁମାଛି ଦଂଶନରେ ଜଣେ ମୃତ, ୧୯ ଗୁରୁତର

ନିଆଁ ଜାଳିବା କାଳ ହେଲା। ନିଆଁ ଧୂଆଁରେ ଉଗ୍ର ହୋଇ ଉଠିଲେ ମହୁମାଛି। ପରେ ଗୋଡ଼ାଇ ଗୋଡ଼ାଇ ଯାହାକୁ ପାରିଲେ, ତାକୁ ଦଂଶିଲେ। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯ ଜଣ ଗୁରୁତର ଆହତ ହୋଇ ମେଡ଼ିକାଲ୍‌ରେ ଭର୍ତ୍ତି ହୋଇଛନ୍ତି।…

ଝାରସୁଗୁଡ଼ା ଉପନିର୍ବାଚନ: ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ

ଭୁବନେଶ୍ବର/ଝାରସୁଗୁଡ଼ା: ଆଜି ଅପରାହ୍ନ ୩ଟା ସୁଦ୍ଧା ଝାରସୁଗୁଡ଼ାରେ ୬୮.୧୨ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବୁଧବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ…

ମା’କୁ ଜୀଅନ୍ତା ଜାଳି ଦେଲା ପୁଅ

ଯାଜପୁର: ଟଙ୍କା ପାଇଁ ମା’ ହେଲା ପର । ଯିଏ ପେଟ ଚିରି ଜନ୍ମ ଦେଇଥିଲା, ତାକୁ ହିଁ ଜୀଅନ୍ତା ଜାଳିଦେଲା ପୁଅ। ମା’ ଛଟପଟ ହୋଇ ମରିଯିବା ପରେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛି ନୃଶଂସ ପୁଅ। ଏପରି ଏକ…

ଗୌତମ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧ୍ୟାନରେ ବସିଲେ ୫ ଟି ସଚିବ

ମୋହନା: ଦୁଇ ଦିନିଆ ଗଜପତି ଜ଼ିଲ୍ଲା ଗସ୍ତର ଦ୍ଵିତୀୟ ଦିନରେ ବୁଧୁବାର ସକାଳ ୮ଟା ସମୟରେ ଚନ୍ଦ୍ରଗିରି ଏମ୍. ଟି. ସି. ଏସ୍ ବଙ୍ଗଳାରୁ କାର୍ ଯୋଗେ ଜିରାଙ୍ଗ ସ୍ଥିତ ପଦ୍ମ ସମ୍ଭବ ବୌଦ୍ଧ ମନ୍ଦିରରେ ପହଞ୍ଚିଥିଲେ ୫ଟି ସଚିବ ଭି. କେ…

ମାଓବାଦୀଙ୍କ ଗୁଳିରେ ଆହତ ଡିଏସପି ଅତୁଲ କୃଷ୍ଣ ଦାସଙ୍କୁ ଭେଟିଲେ ପୋଲିସ ଡିଜି

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲାରେ ମାଓ ଅପରେସନ ବେଳେ ଗୁରୁତର ସ୍ପେଶାଲ୍‌ ଇଣ୍ଟେଲିଜେନ୍ସ ଓ୍ଵିଙ୍ଗ ଡିଏସପି ଅତୁଲ କୃଷ୍ଣ ଦାସଙ୍କୁ ଭୁବନେଶ୍ୱର ଏମ୍‌ସରେ ଭେଟିଲେ ପୋଲିସ ଡିଜି ସୁନୀଲ କୁମାର ବଂଶଲ । ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ଡିଜିପି । ତାଙ୍କୁ ଚିକିତ୍ସା…

ରାଜ୍ୟରେ ଅଚଳ ହେଲା ୫୧ ହଜାରରୁ ଅଧିକ ସିମ୍‌‌, ୨୪୧୭ ଡିଲର୍‌ଙ୍କୁ କଳା ତାଲିକାଭୁକ୍ତ କଲା ଟେଲିକମ୍‌‌ ବିଭାଗ

ଭୁବନେଶ୍ୱର : ଏଣିକି ମନ୍ଦ ଉଦ୍ଦେଶ୍ୟାରେ ସିମ୍‌‌ କାର୍ଡ ସଂଯୋଗ ନେବା ଆଉ ତାକୁ କାମରେ ଲଗାଇବା ସହଜ ହେବ ନାହିଁ। କିଛି ବି ଜାଲିଆତି ହୋଇଥିଲେ ଧରାପଡ଼ିବା ସୁନିଶ୍ଚିତ। ଏଥିପାଇଁ ଓଡ଼ିଶା ଟେଲିକମ୍‌‌ ବିଭାଗ ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଆଣ୍ଡ ଫେସିଆଲ…

ଛେଳିଗଡ଼ ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ

ଗଜପତି: ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତରେ 5T ସଚିବ ଭି. କେ ପାଣ୍ଡିଆନ । ଗଜପତି ଜିଲ୍ଲା ଛେଳିଗଡ଼ ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ । ଟନେଲ ନିକଟରେ ପହଂଚି ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଜଳସମ୍ପଦ…

ଅପରେସନ ପରେ ଡିଏସପିଙ୍କ ଗୋଡରୁ ବାହାରିଲା ଗୁଳି

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ମାଓ ଅପରେସନରେ ଗୁରୁତର ସ୍ପେଶାଲ୍‌ ଇଣ୍ଟେଲିଜେନ୍ସ ଓ୍ଵିଙ୍ଗ ଡିଏସପି ଅତୁଲ୍ୟ କୃଷ୍ଣ ଦାସଙ୍କୁ ଭୁବନେଶ୍ୱର ଏମ୍‌ସରେ ଭେଟିଲେ ପୋଲିସ ଡିଜି ସୁନୀଲ କୁମାର ବଂଶଲ । ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ତାଙ୍କ ଗୋଡ଼ରେ ଦୁଇଟି ଗୁଳି ବାଜିଥିଲା…