ପେଟ୍ରୋଲ ଓ ବୋମା ପକାଇ ହତ୍ୟା ଉଦ୍ୟମ
କେନ୍ଦୁଝର : ପେଟ୍ରୋଲ ଓ ବୋମା ପକାଇ ହତ୍ୟା ଉଦ୍ୟମ । କେନ୍ଦୁଝର ଜିଲ୍ଲା କରମଙ୍ଗି ପଞ୍ଚାୟତ ସିନ୍ଦୁରିଆ ପୁଢେଇଝୋଳ ସାହିରେ ଘଟିଛି ଘଟଣା । ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ କରାଯାଇଛି। ଗାଁର ସୋମନାଥ ନାୟକଙ୍କ ଘରେ ବୋମା ପକାଇଛନ୍ତି ଦୁର୍ବୃତ୍ତ…
କେନ୍ଦୁଝର : ପେଟ୍ରୋଲ ଓ ବୋମା ପକାଇ ହତ୍ୟା ଉଦ୍ୟମ । କେନ୍ଦୁଝର ଜିଲ୍ଲା କରମଙ୍ଗି ପଞ୍ଚାୟତ ସିନ୍ଦୁରିଆ ପୁଢେଇଝୋଳ ସାହିରେ ଘଟିଛି ଘଟଣା । ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ କରାଯାଇଛି। ଗାଁର ସୋମନାଥ ନାୟକଙ୍କ ଘରେ ବୋମା ପକାଇଛନ୍ତି ଦୁର୍ବୃତ୍ତ…
ବାଙ୍କୀ : ଭୁଲିଗଲେ ମାନବିକତା । ଜଣେ ବ୍ରହ୍ମାକୁମାରୀଙ୍କ ହାତ ଗୋଡ଼ ବାନ୍ଧି ମାଡ଼ ମାରିଛନ୍ତି ଏକ ପରିବାରର କିଛି ସଦସ୍ୟ । ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ପଥୁରିପଡା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗ୍ରାମରେ ପ୍ରଜାପିତା…
ଝାରସୁଗୁଡ଼ା: ଝାରସୁଗୁଡ଼ାରେ ସୁରକ୍ଷା କଡ଼ାକଡ଼ି । ସାଇଲେଣ୍ଟ ପିରିଡୟରେ କଡ଼ା ନଜର ରଖିଛି ସର୍ଭେଲାନ୍ସା ଓ ଫ୍ଲାଇଂ ସ୍କ୍ଵାଡ୍ । ପ୍ରଚାର ସରିବା ପରେ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗାଁ ଓ ସହରରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି । ଗତକାଲି ରାତି…
ବ୍ରହ୍ମପୁର : ବ୍ରହ୍ମପୁର ଗିରିରୋଡ ସ୍ଥିତ ପଦ୍ମାବତୀ ନାମକ ଏକ ଘରୋଇ ଛାତ୍ରୀ ନିବାସରେ ଯୁକ୍ତଦୁଇ ଛାତ୍ରୀ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ଛାତ୍ରୀ ହେଲେ ଶେରଗଡ ବ୍ଲକ ଗୋବିନ୍ଦପୁରର ସୁଜ୍ଞାନୀ ସ୍ୱାଇଁ । ସୁଜ୍ଞାନୀ ପଦ୍ମାବତୀ ଛାତ୍ରୀ ନିବାସରେ…
ଭୁବନେଶ୍ବର: ପ୍ରାୟ ୨ ସପ୍ତାହ ପରେ ରାଜ୍ୟରେ ପୁଣି ଥରେ ଗ୍ରୀଷ୍ମ ପ୍ରବାହର ପ୍ରଭାବ ଦେଖିବାକୁ ମିଳିଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ସୂର୍ଯ୍ୟଙ୍କ ପ୍ରଖରକିରଣ ଅନୁଭୂତ ହୋଇଛି। ଆଜି ରାଜ୍ୟର ୧୪ଟି ସହରର ତାପମାତ୍ର ୪୦ ଡିଗ୍ରି ଉପରେ ରେକର୍ଡ…
କଟକ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ମନ୍ଦିର ଚର୍ତ୍ତୃପାର୍ଶ୍ଵ ଉନ୍ନତି ନେଇ ହଟିଲା ଅଦାଲତି ସମସ୍ୟା। ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ମାମଲା ଗୁଡିକରେ ପୂର୍ଣ୍ଣଛେଦ। ମାମଲାରେ ଅନ୍ତ ଘଟାଇଲେ ସର୍ବୋଚ୍ଚ ନ୍ୟାୟାଳୟ। ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସତ୍ୟପାଠ ଦାଖଲ ପରେ…
ପାଟଣାଗଡ଼: ଆଲିସାନ ସିନେମା ହଲରେ ଗଣ୍ଡଗୋଳ ମାମଲାରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ଓରଫ ଅମିତ ସିଂ ସାଲୁଜାଙ୍କ ସମେତ ମୋଟ ୭ ଜଣ ଜେଲରୁ ବାହାରିଛନ୍ତି। ଜେଲରୁ ବାହାରିଥିବା ବ୍ୟକ୍ତିମାନେ ହେଲେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ…
ବରଗଡ଼: ବରଗଡ଼ ଜିଲ୍ଲା ଭଟଳି ଥାନା ଅନ୍ତର୍ଗତ ପିପଳମୁଣ୍ଡା ଛକରେ ଏକ ପିକ୍ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…
ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ବେଳେ ଅଗ୍ରିଆ ସମାଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ କୋଟି ଟଙ୍କା ଓ ଅଧ ଏକର ଜମି ପ୍ରଦାନ କରିବା ଘଟଣାକୁ ନେଇ ଉପନିର୍ବାଚନ ରିଟର୍ଣ୍ଣିଙ୍ଗ ଅଫିସର ତଥା ଉପଜିଲ୍ଲାପାଳ କିଶୋର ଚନ୍ଦ୍ର ସ୍ୱାଇଁଙ୍କ ନିକଟରେ ଅଭିଯୋଗ…
ଭୁବନେଶ୍ବର: ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ସନ୍ଧ୍ୟା ୬ଟାରେ ପ୍ରଚାର ଶେଷ ହୋଇଛି। ଏହା ପରେ ପ୍ରଚାର ମନା କରାଯାଇଛି ବୋଲି ଉପନିର୍ବାଚନକୁ ନେଇ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ନିକୁଞ୍ଜ ଧଳ କହିଛନ୍ତି। ସନ୍ଧ୍ୟା ୬ଟା ପରେ…