State

ଜଳିଗଲା ଭେରାଇଟି ଷ୍ଟୋର: ଚାଲିଗଲା ବାପା-ପୁଅଙ୍କ ଜୀବନ

ବେଗୁନିଆ: ଜଳିଗଲେ ବାପା–ପୁଅ । ଦୋକାନ ଭିତରେ ଶୋଇଥିବାବେଳେ ଲାଗିଲା ନିଆଁ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଳକ ସାନପଦର ଗାଁରେ ଅଘଟଣ ଘଟିଛି। ସାନପଦର ବଜାରରେ ବାପା–ପୁଅ ଚା ଦୋକାନ ସହ ଭେରାଇଟି ଷ୍ଟୋର କରିଥିଲେ । ଉଭୟ ଦୋକାନ…

ଗରିଆପାଲି ଟ୍ରିପଲ ମର୍ଡର ଘଟଣା, ଅଭିଯୁକ୍ତ ମୃତ

ଦେବଗଡ଼: ଟ୍ରିପଲ ମର୍ଡରର ଅଭିଯୁକ୍ତ ମୃତ । ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ହତ୍ୟା ଅଭିଯୁକ୍ତ ରମେଶ ଗରିଆର ମୃତ୍ୟୁ ହୋଇଛି । ଗତକାଲି ଗାଁ ପାଣି ଟାଙ୍କି ଉପରେ ଚଢି ବିଷପାନ କରି ଆତ୍ମହତ୍ୟା ଉଦ୍ୟମ କରିଥିଲା । ଉଦ୍ଧାର…

୧୮ ଯାଏ ରାଜ୍ୟରେ ଝଡ଼ବର୍ଷା !, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। କାଳବୈଶାଖୀ ପ୍ରଭାବରେ ୧୫ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ…

ଆସନ୍ତାକାଲି ରାଜ୍ୟସଭା ନିର୍ବଚନ: ଭୋଟ ପୂର୍ବରୁ ପାରାଦୀପରେ ବିଜେପି ବିଧାୟକଙ୍କ ମେଳି

ଭୁବନେଶ୍ୱର: ଦିନକ ପରେ ରାଜ୍ୟସଭା ନିର୍ବାଚନ। ସବୁ ଦଳକୁ ଘାରିଛି କ୍ରସ ଭୋଟିଂ ଭୟ । ରାଜ୍ୟସଭା ନିର୍ବାଚନ ପୂର୍ବରୁ ବିଜେପି ବିଧାୟକ, ମନ୍ତ୍ରୀମାନଙ୍କର ପାରାଦୀପରେ ମେଳି। ମଧ୍ୟରାତ୍ରୀରେ ଶନିବାର-ରବିବାର ରାତି ପ୍ରାୟ ଗୋଟାଏରେ ପାରାଦୀପ ମେରାଇନ ଡ୍ରାଇଭରେ ଥିବା ମେ…

ରାଜ୍ୟସଭା ନିର୍ବାଚନ ଲାଗି ୧୬ରେ ବିଧାନସଭା ବୈଠକ ବନ୍ଦ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି।…

ରାଜ୍ୟସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ

ଭୁବନେଶ୍ଵର: ଆସନ୍ତା ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ । ଏହାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ଘୋଡ଼ା ବେପାର ନେଇ ଦୁଇ ନେତା ପରସ୍ପରକୁ ଆକ୍ଷେପ…

ଭୁବନେଶ୍ୱରରେ ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀଠାରେ ଏକ ନିଆରା ଜାତୀୟ ଭ୍ରାମ୍ୟମାଣ କଳା ପ୍ରଦର୍ଶନୀ ‘ଏକା-ଦି ୱାନ’ (EKA- The One) ଉଦ୍‌ଘାଟିତ ହୋଇଯାଇଛି। କଳାକାର ତଥା ସାମାଜିକ ଉଦ୍ୟୋଗୀ ଡ. ବୀଣା ଉନ୍ନିକ୍ରିଷ୍ଣନ୍‌ଙ୍କ ପରିକଳ୍ପନାରେ ପ୍ରସ୍ତୁତ ଏହି ତିନି…

କଟକରୁ ଭୁବନେଶ୍ୱର ପ୍ରତି ଅଧ ଘଣ୍ଟାରେ ଗଡ଼ିବ ନମୋ ଟ୍ରେନ: ରେଳମନ୍ତ୍ରୀ

ଭୁବନେଶ୍ୱର : ସଂସଦରେ ବଡ଼ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କଟକରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ କଟକ ମଧ୍ୟରେ ପ୍ରତି ଅଧ ଘଣ୍ଟାରେ ନମୋ ଟ୍ରେନ ଚଳାଚଳ କରିବ ବୋଲି ସେ ଘୋଷଣା କରିଛନ୍ତି । ଏହି ଟ୍ରେନ…

ରାଜ୍ୟରେ ବଢ଼ୁଛି ତାତି; ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ୪୦.୬ ଡିଗ୍ରୀ ସେଲସିଅସ

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ତାପମାତ୍ରା । ସର୍ବାଧିକ ତାପମାତ୍ରା ଝାରସୁଗୁଡାରେ ୪୦.୬ ଡିଗ୍ରୀ ସେଲସିଅସ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୫.୫ ଡିଗ୍ରୀ ସେଲସିଅସ ରହିଛି। କିଛି ଅଞ୍ଚଳରେ ତାପମାତ୍ରା ୩୮ରୁ ୪୦ ଡିଗ୍ରୀ…

ଏସଆଇଆର ପ୍ରସଙ୍ଗରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦଳୀୟ ବିଧାୟକ। ପ୍ରଥମେ ଏସଆଇଆର ପ୍ରସଙ୍ଗରେ…