କାମାକ୍ଷାନଗର ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟଙ୍କୁ ହତ୍ୟା
କାମାକ୍ଷାନଗର: ପୂର୍ବତନ ସମିତି ସଭ୍ୟଙ୍କୁ ହତ୍ୟା । ଘରକୁ ଫେରିବା ବେଳେ ସଂଘବଦ୍ଧ ଆକ୍ରମଣ । ହାଣି ପକାଇଲେ ଦୁର୍ବୃତ୍ତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟଙ୍କୁ ନିର୍ମମ ଭାବରେ ହାତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…
