କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ୧୧୧ କୋଟିର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ୮ ଲକ୍ଷରୁ ଅଧିକ ହିତାଧିକାରୀ
ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା…
