ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ
ବରଗଡ଼ : ବରଗଡ଼ ଜିଲ୍ଲା ଆଖିଫୁଟା ଗାଁରେ ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଛତିଶଗଡ଼ରୁ ମୁଖ୍ୟ ଅଭିଯୁକ୍ତ ବାସୁଦେବ ସାହୁକୁ ଗିରଫ କରିଛି ବରଗଡ଼ ପୋଲିସ । ସେହିପରି ବାସୁଦେବ ରଖିଥିବା ଚୋରି ସୁନାକୁ…
ବରଗଡ଼ : ବରଗଡ଼ ଜିଲ୍ଲା ଆଖିଫୁଟା ଗାଁରେ ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଛତିଶଗଡ଼ରୁ ମୁଖ୍ୟ ଅଭିଯୁକ୍ତ ବାସୁଦେବ ସାହୁକୁ ଗିରଫ କରିଛି ବରଗଡ଼ ପୋଲିସ । ସେହିପରି ବାସୁଦେବ ରଖିଥିବା ଚୋରି ସୁନାକୁ…
ଝାରସୁଗୁଡ଼ା ପ୍ରଚାର ମୈଦାନାକୁ ଓହ୍ଲାଇ ପାରନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦୀପାଳିଙ୍କ ପାଇଁ ପ୍ରଚାର କରିପାରନ୍ତି । ଆସନ୍ତା ୭ ତାରିଖରେ ଝାରସୁଗୁଡ଼ାରେ ପ୍ରଚାର କରିବା ସମ୍ଭାବନା ରହିଛି । ନିର୍ବାଚନୀ ସଭାକୁ ସମ୍ବୋଧିତ କରିପାରନ୍ତି । ତେବେ…
ବଣାଇ : ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ୍ ମାଲଦା ପଞ୍ଚାୟତ ଅନ୍ତର୍ଗତ ସାନଇନ୍ଦିପୂର ଗ୍ରାମରେ ଗତକାଲି ସଂଧ୍ୟାରେ ଗ୍ରାମର ଏକ ଦଶାହ କର୍ମ ରେ ଭୋଜି ଖାଇ ୩୦ ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଅସୁସ୍ଥ ଅଛନ୍ତି । ସମସ୍ତଙ୍କର ଝାଡ଼ା ବାନ୍ତି ଲାଗି…
କଟକ : ଖୋଲୁଛି ଭଣ୍ଡ ତାନ୍ତ୍ରିକର ଠକେଇ ପେଡ଼ି । ରିମାଣ୍ଡରେ ସତ ଉଗାରୁଛି କଟକରୁ ଗିରଫ ମୁଲାନା କୈଫି ଖାନ୍ । ତାକୁ ଜେରା ବେଳେ ପୋଲିସ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି । ଏପଟେ ଠକ ତାନ୍ତ୍ରିକର…
ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡପୁଟ ଘାଟିରେ ଗତକାଲି ରାତିରେ ମର୍ମନ୍ତୁଦ ସଡ଼କ ଘଟିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡ଼ିବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟକୁ…
ଭୁବନେଶ୍ୱର(କେନ୍ୟୁଜ): ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି । ଏହା ସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି । ଏହି କ୍ଷତିଗ୍ରସ୍ତ ଲୋକଙ୍କ…
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ନେଇ ଭୁବନେଶ୍ବର ମହାନଗରର ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆଜି ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ। ଏହି ବୈଠକରେ ଯୋଗ ଦେବେ ବିଦ୍ୟୁତ ବିଭାଗ, ଅଗ୍ନିଶମ ବିଭାଗ, ଜଳଯୋଗାଣ ବିଭାଗ ସମେତ ବିଏମ୍ସିର ଉଚ୍ଚ ପଦାଧିକାରୀ। ସମ୍ଭାବ୍ୟ ବାତ୍ୟାକୁ ନେଇ…
ନୂଆଦିଲ୍ଲୀ: ଆସନ୍ତାକାଲି ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ଛତିଶଗଡ଼ରେ ମହାନଦୀ ଅବବାହିକାର ଦ୍ବିତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନ ଶେଷ ହେବ। ଏହାପରେ ଟ୍ରିବ୍ୟୁନାଲ ଓଡ଼ିଶାରେ ମହାନଦୀ ଅବବାହିକା ଅଞ୍ଚଳକୁ ଦୁଇଟି ପର୍ଯ୍ୟାୟରେ ଗସ୍ତକରିବେ। କାର୍ଯ୍ୟସୂଚୀ ଅନୁସାରେ ପ୍ରଥମ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନ…
ସ୍କୁଟି ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଆସିକା ରୋଡର ନୂଆ କାଳୁ ପାତ୍ର ସାହି ନିକଟରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ତୁଳସୀ ନଗର ଅଞ୍ଚଳର ମୋହନ…
କଟକ ଅତିରିକ୍ତ ଜିଲ୍ଲାପାଳଙ୍କ ଗାଡି ଓ ମୋ ବସ ଦୁର୍ଘଟଣା ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିବା ସହ ସିସିଟିଭି ଫୁଟେଜ ଜାରି କରିଛନ୍ତି ମୋ ବସ କର୍ତ୍ତୃପକ୍ଷ(କ୍ରୁଟ) । ଦୁର୍ଘଟଣାରେ ମୋ ବସ ଡ୍ରାଇଭରଙ୍କର କୌଣସି ତ୍ରୁଟି ନଥିବା ଦର୍ଶାଇ କ୍ରୁଟ ଦୁର୍ଘଟଣା…