ସରିଲା ମା’ ବୁଢୀ ସାଆନ୍ତାଣୀଙ୍କ ଯାତ୍ରା, ବିରାଟ ପଟୁଆରରେ ଶାଶୂ ଘରକୁ ପ୍ରତ୍ୟାବର୍ତ୍ତନ କଲେ ମା’

ବ୍ରହ୍ମପୁର: ସରିଲା ମା’ ବୁଢୀ ସାଆନ୍ତାଣୀଙ୍କ ଯାତ୍ରା। ପ୍ରତି ୨ ବର୍ଷରେ ଥରେ ବ୍ରହ୍ମପୁରରେ ଅନୁଷ୍ଠିତ ହୋଇଥାଏ ମା’ ବୁଢୀ ସାଆନ୍ତାଣୀଙ୍କ ବିଶ୍ୱ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା। ମା’ ସାଆନ୍ତାଣୀ, ଝିଅ ରୂପେ ବାପ ଘରକୁ ଯାଇଥାନ୍ତି। ଯାତ୍ରା ଅବସରରେ ମା’ ଗତ…

ସୁଦାନରୁ ଜନ୍ମମାଟିକୁ ଫେରିଲେ ଗୋଟିଏ ପରିବାରର ୪ ପ୍ରବାସୀ ଓଡ଼ିଆ

ଜୟପୁର: ଏପ୍ରିଲ ୧୫ ତାରିଖ ଠାରୁ ସୁଦାନରେ ସଂଘର୍ଷ ଜାରି ରହିଛି। ସେନା ଓ ଅର୍ଦ୍ଧସାମରିକ ବାହିନୀ ସୁଦାନକୁ ନିଜ ନିୟନ୍ତ୍ରଣକୁ ନେବା ପାଇଁ ଲଢ଼େଇ ବଳବତ୍ତର ରଖିଛନ୍ତି। ସାମରିକ ଯୁଦ୍ଧବିରତି ଶେଷ ହେବାପରେ ଲଢ଼େଇ ଭୀଷଣ ରୂପ ନେଇଛି। ରାଜଧାନୀ…

ସମ୍ବଲପୁର ହିଂସା: ଶାସକ ବିଜେଡିକୁ ଦାୟି କଲା ବିଜେପି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍

ପୂର୍ବ ପ୍ରାୟୋଜିତ ଥିଲା ସମ୍ବଲପୁର ହିଂସା। ଏଥିପାଇଁ ଶାସନରେ ଥିବା ବିଜେଡି ସରକାର ସଂପୂର୍ଣ୍ଣ ଦାୟୀ। ହିଂସାଗ୍ରସ୍ତ ଅଞ୍ଚଳର ଗ୍ରାଉଣ୍ଡ ଭିଜିଟ୍ ପରେ ଆଜି ଏଭଳି ଢଙ୍ଗରେ ବର୍ଷିଛି ବିଜେପିର କେନ୍ଦ୍ରୀୟ ତଥ୍ୟ ଅନୁସନ୍ଧାନକାରୀ ଦଳ। ଟିମ୍‌ର ଅଧ୍ୟକ୍ଷ ଅବସରପ୍ରାପ୍ତ ଆଇପିଏସ୍ ତଥା ସାଂସଦ…

ଜାଲ୍ ୱେବ୍‌ସାଇଟ୍‌ ଖୋଲି ଠକିନେଲେ ୩୯.୧୧ କୋଟି

ଭୁବନେଶ୍ବର: ମିଛ ୱେବ୍‌ସାଇଟ ଖୋଲି କୋଟିକୋଟି ଟଙ୍କା ଠକିନେଇଛନ୍ତି ଦୁର୍ବୃତ୍ତ। ପୁଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଘଟଣାର ତଦନ୍ତ କରି ଅପରାଧୀମାନେ ପ୍ରାୟ ୩୭୦୦ ପୁଞ୍ଜିନିବେଶକାରୀଙ୍କଠାରୁ ୩୯.୧୧ କୋଟି ଟଙ୍କା ଠକି ନେଇଥିବା ସ୍ପଷ୍ଟ କରିଛି। ତେବେ ଏଥିରୁ ମାତ୍ର…

ଦେଢ଼ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ

ଖୋର୍ଦ୍ଧା: ବାଘମାରୀ ପୁଲିସ ପକ୍ଷରୁ ଚଢ଼ଉ କରାଯାଇ ଦେଢ଼ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରାଯିବା ସହ ଏହି ମାମଲାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଗୁଇନ୍ଦା ସୂତ୍ରରୁ ସୂଚନା ପାଇ ଗତକାଲି ସକାଳ ପ୍ରାୟ ସାଢ଼େ…

ବସ୍‌ ଦୁର୍ଘଟଣାରେ ଆଇଆରବି ଯବାନଙ୍କ ମୃତ୍ୟୁ

ଖୋର୍ଦ୍ଧା: ସଡ଼କ ଦୁର୍ଘଟଣାରେ ଖୋର୍ଦ୍ଧା ତରତୁଆ ଠାରେ ଥିବା ଆଇଆରବି ବାଟାଲିଅନ୍‌ର ଯବାନ ବିଶ୍ୱମ୍ବର ମନ୍ତ୍ରୀ(୫୦)ଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ, ସୋମବାର ସଂଧ୍ୟା ପ୍ରାୟ ୬ଟା ବେଳେ ବିଶ୍ୱମ୍ବର ମୋଟରସାଇକଲରେ ଖୋର୍ଦ୍ଧାରୁ ନିଜର ବାଟାଲିଅନ କାର୍ଯ୍ୟାଳୟକୁ ଯାଉଥିଲେ। ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର…

ଲୁମେକ୍ସ ମହାଠକେଇ; ମୁଖ୍ୟ କାର୍ପଟଦାର ରାଜୀବଲୋଚନ ଗିରଫ

ଲୁମେକ୍ସ ମହାଠକେଇର ମୁଖ୍ୟ କାର୍ପଟଦାର ରାଜୀବଲୋଚନ ଦାସ ଗିରଫ। ରାଜୀବ ଲୋଚନଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(EOW)। ଆଜି ତାଙ୍କୁ କୋର୍ଟଚାଲାଣ କରିଛି EOW। ଭୁବନେଶ୍ୱର DLF ସାଇବରସିଟିରେ ଖଣିଜ ପଦାର୍ଥ ଚାଲାଣ କମ୍ପାନୀ ଖୋଲି ସେଥିରେ ନିବେଶ…

୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ୬ ତାରିଖ ବେଳକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ଏବଂ ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗ୍ରୀଷ୍ମ ଋତୁରେ ବାତ୍ୟାର ଗତି ଜଟିଳ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ…

ମୌଲାନା କୈଫି ଖାନ୍‌ଙ୍କୁ ୪ ଦିନିଆ ରିମାଣ୍ଡରେ ନେବ କମିଶନରେଟ୍‌ ପୋଲିସ

କଟକ: ରିମାଣ୍ଡରେ ଆସିବ ଠକ ତାନ୍ତ୍ରିକ। କୈଫି ଖାନକୁ ୪ ଦିନିଆ ରିମାଣ୍ଡରେ ନେବା ପାଇଁ କୋର୍ଟ ଦେଲେ ଅନୁମତି। ୫ ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ମଙ୍ଗଳାବାଗ ଥାନା ପୋଲିସ। ସିଟି ଜେ. ଏମ୍.ଏଫ.ସି କୋର୍ଟ ରେ ରିମାଣ୍ଡ ଆବେଦନ…