ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୨ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି 

କମିବାର ନାଁ ନେଉନି ତାତି। ପ୍ରଚଣ୍ଡ ରୌଦ୍ର ତାପରେ ଅସ୍ତବ୍ୟସ୍ତ ଜନଜୀବନ। ଏହା ଉପରେ ପୁଣି ହିଟ୍‌ ୱେଭ ୱାର୍ଣ୍ଣିଂ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୨ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।…