ଗତ ୨୪ ଘଣ୍ଟାରେ ନୟାଗଡ଼ରେ ସର୍ବାଧିକ ବର୍ଷା ରେକର୍ଡ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ସକ୍ରିୟ ଲଘୁଚାପ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ୨ ଟି ସ୍ଥାନରେ ଅତିପ୍ରବଳ, ୧୦ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତଥ୍ୟ ଜାରି ହୋଇଛି।…
