State

ଆଜିଠୁ ଅନିର୍ଦ୍ଦିଷ୍ଟକାଳ ଯାଏ ୟୁନିଟ୍‌ ୨ ମାର୍କେଟ୍‌ ବିଲ୍ଡିଂ ବନ୍ଦ

ଭୁବନେଶ୍ବର: ସ୍ଥାୟୀ-ଅସ୍ଥାୟୀ ବ୍ୟବସାୟୀଙ୍କ ବିବାଦର ସମାଧାନ ହେଲାନି । ଶେଷରେ ବ୍ୟବସାୟୀ ସଂଘ ପକ୍ଷରୁ ଆଜି ୟୁନିଟ-୨ ସ୍ଥିତ ମାର୍କେଟ ବିଲ୍ଡିଂକୁ ଅନିର୍ଦ୍ଦିଷ୍ଟକାଳ ଯାଏ ବନ୍ଦ କରିଦିଆଯାଇଛି । ପ୍ରତିବାଦରେ ଆଜିଠୁ ୧୬୫ ବ୍ୟବସାୟୀ ଧାରଣାରେ ବସିବେ ବୋଲି ପ୍ରକାଶ କରିଛନ୍ତି…

କମିଶନରେଟ୍ ପୋଲିସର ବ୍ଲକିଂ ଚେକିଂ ସହ ମଦ୍ୟପ ଖଟିରେ ଚଢଉ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମିଶନରେଟ୍ ପୋଲିସର ଚାଲିଛି ସେଫ୍ ସିଟି ଡ୍ରାଇଭ୍ ସଙ୍ଗକୁ ମଦ୍ୟପ ଖଟିରେ ଚଢଉ। ବଢାଇଛି ନାଇଟ୍ ପାଟ୍ରୋଲିଂ। ବିଭିନ୍ନ ଛକରେ ଚେକିଂ ଓ ବ୍ଲକିଂ କରାଯାଉଥିବା ବେଳେ ମଦ୍ୟପ ଖଟିମାନଙ୍କରେ ଜୋରଦାର ଚଢଉ କରାଯାଉଛି। ରବିବାର ସନ୍ଧ୍ୟାରେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭୁଜାଲି ମାଡ

ବାରିପଦା-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭୁଜାଲି ମାଡ ହୋଇଛି। ଘଟଣା ଖୁଣ୍ଟା ଥାନା ଅନ୍ତର୍ଗତ ଡୁକୁରା ଛକରେ ଘଟିଛି। ସୂଚନା ଅନୁଯାୟୀ, ବଡସାହି ଥାନା ଅନ୍ତର୍ଗତ ଖାନୁଆ ଗ୍ରାମର ଦୋଳଗୋବିନ୍ଦ ବେହେରାଙ୍କୁ ରବିବାର ସନ୍ଧ୍ୟା ସମୟରେ ଖୁଣ୍ଟା ଥାନା ଅନ୍ତର୍ଗତ…

କଂଗ୍ରେସରୁ ସସପେଣ୍ଡ ପରେ ମୁହଁ ଖୋଲିଲେ ବିଧାୟକ ମହମ୍ମଦ ମୋକିମ୍‌

ଭୁବନେଶ୍ବର: ଓଡ଼ିଶା ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ବିରୋଧରେ ସ୍ବର ଉଠିଛି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଂଜୀବ ବିଶ୍ବାଳଙ୍କୁ ଶନିବାର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ନିଲମ୍ବନ ପରେ ପିସିସି ବିରୋଧରେ ଦଳର ନେତା…

ଜଗତସିଂହପୁରରେ ଶରତଙ୍କ କୁଶପୁତ୍ତଳିକା ଦାହ

ଜଗତସିଂହପୁର: ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳ ନିଲମ୍ବିତ କରିଛି । ଶନିବାର ଦଳ ଉଭୟ ନେତାଙ୍କୁ କଂଗ୍ରେସରୁ ନିଲମ୍ବିତ କରିଥିବା ବେଳେ ରବିବାର କାର୍ଯ୍ୟାନୁଷ୍ଠାନକୁ…

୩୯ ଲକ୍ଷ ହଡ଼ପ ଅଭିଯୋଗରେ ବନ୍ଧା ହେଲେ ଫ୍ଲିପକାର୍ଟର ୩ କର୍ମଚାରୀ

ବୌଦ୍ଧ: ଫ୍ଲିପ୍‌କାର୍ଟରେ ଚାକିରି କରି କୌଶଳକ୍ରମେ କମ୍ପାନିରୁ ୩୯ ଲକ୍ଷ ଟଙ୍କା ଠକେଇ କରିଥିବା ତିନି ଜଣ ଠକ ଅଧକାରୀଙ୍କୁ ବୌଦ୍ଧ ପୁଲିସ ଗରିଫ କରିବାରେ ସଫଳ ହୋଇଛି। ଏନେଇ ଏସପି ରାଜ୍ ପ୍ରସାଦ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।…

ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ରହିଛି ଅପରାଧିକ ମାମଲା, ବିଜେଡିରେ ସର୍ବାଧିକ: ଏଡିଆର୍

ଭୁବନେଶ୍ୱର: ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ଅପରାଧିକ ମାମଲା ରହିଛି । ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମ୍ସ (ADR) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ, ଓଡ଼ିଶାର ୧୪୫ ବିଧାୟକଙ୍କ ମଧ୍ୟରୁ ୬୪ ଜଣ ସେମାନଙ୍କ ନାଁରେ ଅପରାଧିକ ମାମଲା ଥିବା…

ପୁରୀ ସମୁଦ୍ରରେ ବୁଡ଼ିଯାଉଥି ବେଳେ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ : ପୁରୀ ସମୁଦ୍ରରେ ଆଜି ବୁଡ଼ିଯାଉଥି ବେଳେ ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ ପୁରୀ ସମୁଦ୍ରର ୭ ନମ୍ବର ସେକ୍ଟରରେ ଆଜି ଅପରାହ୍ନରେ ଉକ୍ତ ପର୍ଯ୍ୟଟକ ଗାଧୋଉଥିଲେ । ହଠାତ୍‌ ସେ ଲହଡିରେ ଭାସିଯାଇ ବୁଡ଼ି…

ସୃଷ୍ଟି ହେଲା ଲଘୁଚାପ, ୫ ଦିନ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଓ ଝାଡଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ…

ଦାଦାବଟି ପାଇଁ ବୋମାମାଡ଼ ଘଟଣା, ଗ୍ୟାଙ୍ଗ ମୁଖ୍ୟ ସହ ୫ ଗିରଫ

ପୁରୀ: ଆକ୍ସନ ମୋଡରେ ପୁରୀ ପୋଲିସ । ବୋମାମାଡ଼ର ୨୪ ଘଣ୍ଟାରେ ପୁରୀ ପୋଲିସ ବୋମାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି । ଗ୍ୟାଙ୍ଗର ମୁଖ୍ୟ ରାଜା ମଲ୍ଲିକଙ୍କ ସହ ୫ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ସେମାନଙ୍କ…