State

ସୋସିଆଲ ମିଡିଆରେ ସକ୍ରିୟ ରୁହ, ବିରୋଧୀଙ୍କ ବିଭ୍ରାନ୍ତକର ତଥ୍ୟକୁ ପ୍ରତିରୋଧ କର: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଅଧିକରୁ ଅଧିକ ଛାତ୍ର ବିଜେଡି ସଦସ୍ୟ ସୋସିଆଲ ମିଡିଆରେ ସକ୍ରିୟ ହୁଅନ୍ତୁ । ବିରୋଧୀଙ୍କ ବିଭ୍ରାନ୍ତିକର ତଥ୍ୟକୁ ପ୍ରତିରୋଧ କରନ୍ତୁ । ଲୋକଙ୍କୁ ବିଭ୍ରାନ୍ତ କରିବା ପାଇଁ ବିରୋଧୀ ମିଛ କାହାଣୀରେ ବିଶ୍ବାସ କରନ୍ତି । କିନ୍ତୁ ଆମେ ପ୍ରକୃତ…

କ୍ରାଇମବ୍ରାଞ୍ଚ ଚାର୍ଜସିଟ ଏକ ରଦ୍ଦି କାଗଜ: ସୁରେଶ ପୂଜାରୀ

ସମ୍ବଲପୁର: ନବ ଦାସ ହତ୍ୟା ମାମଲାରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ଗୋପାଳ ଦାସକୁ ମୁଖ୍ୟ ଅଭିଯୁକ୍ତ ବୋଲି ସାବ୍ୟସ୍ତ କରି ସେହିଠାରେ ହିଁ ତଦନ୍ତ ସାରି ଦେଇଛି କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ୫୦୦ ପୃଷ୍ଠାର…

ନବ ଦାସଙ୍କୁ ହତ୍ୟା କରବା ପାଇଁ ସମଲେଇଙ୍କ ପାଖେ ଶପଥ ନେଇଥିଲା ଗୋପାଳ ଦାସ

ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲା ଚାର୍ଜସିଟରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ନବ ହତ୍ୟା ମାମଲାରେ ୫୦୦ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ କୋର୍ଟରେ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଏହି ଚାର୍ଜସିଟରେ ବେଶ ଗପ ଶୁଣାଇଛି । ନବଙ୍କୁ ହତ୍ୟା…

ମାମଲା ଫଇସଲା କରିବାରେ ଓଡ଼ିଶା ହାଇକୋର୍ଟଙ୍କ ରେକର୍ଡ

କଟକ: ମାମଲା ଫଇସଲା କରିବାରେ ଓଡ଼ିଶା ହାଇକୋର୍ଟଙ୍କ ରେକର୍ଡ । ୨୦୨୧ ଓ ୨୦୨୨ ତୁଳନାରେ ଚଳିତବର୍ଷ ଅଧିକ ମାମଲାର ଫଇସଲା କରିଛନ୍ତି ହାଇକୋର୍ଟ । ଜାନୁଆରୀରୁ ଜୁନ ମାସର ତଥ୍ୟ ଅନୁସାରେ ମାମଲା ଫଇସଲା ହାର ବୃଦ୍ଧି ହୋଇଥିବା ଜଣାପଡ଼ିଛି…

ବାହାନଗା ଟ୍ରେନ ଟ୍ରାଜେଡି: ଆଉ ୧୦ ରେଳବାଇ କର୍ମଚାରୀଙ୍କୁ ସମନ

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ଜେରା ଜୋରଦାର କରିଛି ସିବିଆଇ । ୩ ଜଣ କର୍ମଚାରୀଙ୍କୁ ଗିରଫ କରି ଦୁଇ ଦୁଇଥର ରିମାଣ୍ଡରେ ନେଇ ଘନଘନ ଜେରା କରୁଛି ସିବିଆଇ । ଏବେ ଆହୁରି ୧୦ ରେଳବାଇ କର୍ମଚାରୀଙ୍କୁ ସମନ…

ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ

ପୁରୀ : ଭଙ୍ଗାଯାଉଛି ୩ ରଥ। ଆଜିଠାରୁ ତିନି ରଥ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଥିଲା ଭଙ୍ଗା କାମ । ତାପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା…

୯ ଦିନ ପରେ ପୁରୀରୁ ଉଦ୍ଧାର ହେଲେ ନିଖୋଜ ଛାତ୍ର ଯୋଗେଶ

ଭୁବନେଶ୍ୱର: ରାଜଧାନୀ ମୈତ୍ରୀ ବିହାରରୁ ୧୬ ବର୍ଷର ପିଲା ନିଖୋଜ ଘଟଣା। ମିଳିଲା ନିଖୋଜ ଛାତ୍ର ଯୋଗେଶ ବାଲାଜୀ ଲିଙ୍ଗାଡ଼ିଙ୍କ ସନ୍ଧାନ। କମିଶନରେଟ ପୋଲିସର ସ୍ୱତନ୍ତ୍ର ଅପରେସନ ଦ୍ୱାରା ପୁରୀ ଜିଲ୍ଲା ଜେନାପୁର ଅଞ୍ଚଳରୁ ଦଶମ ଶ୍ରେଣୀ ଛାତ୍ର ଯୋଗେଶଙ୍କୁ ଉଦ୍ଧାର…

ପାରିବାରିକ କଳହର କରୁଣ ପରିଣତି: ସ୍ୱାମୀର ପନିକି ଚୋଟରେ ସ୍ତ୍ରୀ ମୃତ

ହାଟଡ଼ିହି: କେନ୍ଦୁଝର ଜିଲ୍ଲା ସୋସୋ ଥାନା ଅଧୀନସ୍ଥ ବଣିଆହୁଡ଼ି ଗ୍ରାମରେ ଘଟିଯାଇଛି ଏକ ଅଘଟଣ। ଏଠାରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ଜଣେ ସ୍ୱାମୀ ତାର ସ୍ତ୍ରୀକୁ ଏକ ପନିକିରେ ହାଣି ହତ୍ୟା କରିଛି। ସୂଚନା ଅନୁଯାୟୀ, ଗ୍ରାମର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ବାଘ, ଘଡିଆଳ ଦେଇ ଆଣିବେ ଗିବନ ଓ ଚିତାବିରାଡ଼ି

ଭୁବନେଶ୍ୱର: ନନ୍ଦନକାନନକୁ ଆସିବେ ନୂଆ ଅତିଥି । ଆସିବେ ଗିବନ ଓ ଚିତାବିରାଡି । ବାଘ ଓ ଘଡିଆଳ ବଦଳରେ ଆସିବେ ଏହି ଗିବନ ଓ ଚିତାବିରାଡି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦନକାନନ ପ୍ରାଣୀ ଉଦ୍ୟାମ ୨ଟି ହୁଲକ ଗିବନ…

ସାଧାରଣ ନିର୍ବାଚନ ପାଇଁ ବିଜେପି-ବିଜେଡି ପ୍ରସ୍ତୁତି

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ଗୁରୁବାର ଦିନ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ସମେତ ପୂର୍ବ ଭାରତର ୧୨ଟି ରାଜ୍ୟ ପାଇଁ ପ୍ରସ୍ତୁତି ଏବଂ ରଣନୀତି ଉପରେ ଆଲୋଚନା କରିବା ପାଇଁ…