State

ମହିଳା ପୋଲିସ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଘରୋଇ ସହାୟିକା

କଟକ: ଜିଲ୍ଲାର ଜଣେ ମହିଳା ପୁଲିସ କର୍ମଚାରୀଙ୍କ ବିରୋଧରେ ତାଙ୍କ ଘରୋଇ ସହାୟକ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଗତ ଦୁଇ ବର୍ଷ ହେବ ମହିଳା ପୋଲିସ କର୍ମଚାରୀଙ୍କ ପାଇଁ କାମ କରୁଥିବା ସଞ୍ଜୁକ୍ତା ପାତ୍ର ଅଭିଯୋଗ କରିଛନ୍ତି…

୨୫ କିଲୋମିଟର ଚାଲିଚାଲି ଆସି ଉପଜିଲ୍ଲାପାଳଙ୍କୁ ଭେଟି ସମସ୍ୟା ଜଣାଇଲେ ଛାତ୍ର

ବାରିପଦା: ଛାତ୍ରମାନେ ସ୍କୁଲର ସମସ୍ୟା ଜଣାଇବାକୁ ପ୍ରାୟ ୨୫ କିଲୋମିଟର ରାସ୍ତା ପାଦରେ ଚାଲି ଚାଲି ଆସି ଭେଟିଛନ୍ତି ଉପଜିଲ୍ଲାପାଳଙ୍କୁ। ମୟୂରଭଞ୍ଜ ଜିଲ୍ଲା ଦୁଧିଆଣି ଜି.ପି. ହାଇସ୍କୁଲର ଛାତ୍ରମାନେ ବୁଧବାର ୨୫ କିଲୋମିଟର ଚାଲି ଚାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ସେମାନଙ୍କ…

କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ୨୪ ଘଣ୍ଟିଆ ଓଟି ସେବା

ଭୁବନେଶ୍ୱର: ଏଣିକି ରାତିରେ ଗୁରୁତର ରୋଗୀ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ଅପରେସନ ପାଇଁ ଆସିଲେ ଆଉ ଅନ୍ୟ ହସ୍ପିଟାଲକୁ ରେଫର ନହୋଇ ତାଙ୍କର କିଭଳି ଅପରେସନ ହୋଇପାରିବ ସେ ଦିଗରେ ପଦକ୍ଷେପ ନିଆଯାଇଛି। ଏଣିକି ଅସହାୟ ରୋଗୀ ଓ ଦୁର୍ଘଟଣାରେ…

ଗୁଳିମାଡ଼ରେ ବାପା ମୃତ, ଝିଅ ଗୁରୁତର

ବ୍ରହ୍ମପୁର: ଝିଅର ଶାଶୂ ଘରକୁ ଯାଇଥିବା ବାପାଙ୍କର ଗୁଳିମାଡ଼ରେ ମୃତ୍ୟୁ ହୋଇଛି। ଗଂଜାମ ଜିଲ୍ଲା ପୋଲସରା ଅଞ୍ଚଳରେ ଆଜି ସନ୍ଧ୍ୟାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ବିଜୟ ବେହେରା (୬୨)। ଏହି ଗୁଳିମାଡ଼ର ଶିକାର ହୋଇଥିବା ଝିଅଙ୍କୁ…

ଓଡ଼ିଶାରେ ମିଶନ ଶକ୍ତି ଅଭିଯାନ ବନ୍ଦ କରିବାକୁ ବିଜେପିର ଷଡଯନ୍ତ୍ର: ବିଜେଡିି

ଭୁବନେଶ୍ୱର, : ମିଶନ ଶକ୍ତି ଅଭିଯାନ ଯୋଗୁଁ ଓଡ଼ିଶାର ୭୦ ଲକ୍ଷ ମହିଳା କିପରି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ଏବଂ ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ନିଜର ଯୋଗଦାନ ଦେଇ ପାରୁଛନ୍ତି, ତାହା ଆଜି ସାରା ବିଶ୍ୱ ଦେଖୁଛି। ଓଡ଼ିଶାରେ…

ପ୍ରତି ମାସରେ ବରିଷ୍ଠ ଅଧିକାରୀ ବିଭିନ୍ନ ଡିସକମ୍ ବୁଲି ‘ଟାଟା ପାୱାର’ କାର୍ଯ୍ୟର ସମୀକ୍ଷା କରିବେ: ଓଇଆରସି

ଭୁବନେଶ୍ବର: ରାଜ୍ୟରେ ବିଦ୍ୟୁତ୍‌ ବିଭ୍ରାଟ ନେଇ ଆସନ୍ତା ବର୍ଷ ଯେପରି ଏ ବର୍ଷ ଭଳି ଅବସ୍ଥା ନ ହୁଏ ସେନେଇ ଓଇଆରସି ତାଗିଦ୍‌ କରିଛି। ଟାଟା ପାୱାରର ବାର୍ଷିକ ପ୍ରଦର୍ଶନୀ ସମୀକ୍ଷା ପରେ ଓଇଆରସି ପକ୍ଷରୁ ସେବା ସୁଧାରିବାକୁ କହାଯାଇଛି ।…

ଗ୍ରାମାଞ୍ଚଳର ବିକାଶ ବିଜେପି ସହ୍ୟ କରି ପାରୁନାହିଁ: ବିଜେଡି

ଭୁବନେଶ୍ୱର: ଯେତେବେଳେ ରାଜ୍ୟ ସରକାର ଓଡ଼ିଶାର ଗ୍ରାମାଞ୍ଚଳରେ ଥିବା ପ୍ରତ୍ୟେକ ପଞ୍ଚାୟତର ରୂପାନ୍ତୀକରଣ, ଡିଜିଟାଲ ଭିତ୍ତିଭୂମିର ବିକାଶ ଏବଂ ସର୍ବୋପରି ଜଗନ୍ନାଥ ସଂସ୍କୃତି ଓ ଐତିହ୍ୟର ସଂସ୍ଥାପନା ଲାଗି ଐତିହାସିକ ପଦକ୍ଷେପ ନେଉଛନ୍ତି ଓଡ଼ିଶା ବିଜେପି ଏଥିରେ ବି ରାଜନୀତି କରିବାକୁ…

ବାହାନଗା ଟ୍ରାଜେଡି: ଗିରଫ ୩ କର୍ମଚାରୀଙ୍କ ସମେତ ୭ ସସ୍‌ପେଣ୍ଡ

ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ୭ ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍‌) ଅନୀଲ କୁମାର ମିଶ୍ରା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ସିବିଆଇ ଗିରଫ…

5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: 5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର । ୨୦ କୋଟି ଟଙ୍କା ମଞ୍ଜୁର । କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ…

ବନ୍ଦ ଘରୁ ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଞ୍ଜାମ : ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲା ପୋଲସରା ରାଜବଙ୍ଗଳା ସାହି ନିକଟ ଏକ ବନ୍ଦ ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ ପୋଲସରା ବ୍ୟାଙ୍କ ଅଫ ବରୋଦାର ଫିଲଡ଼ ଅଫିସର…