State

ଶିକ୍ଷୟିତ୍ରୀଙ୍କ ମାଡ଼ରେ ଛାତ୍ର ଗୁରୁତର, ଛାତିରେ ଯନ୍ତ୍ରଣା ଅନୁଭବ ପରେ ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର: ଦଣ୍ଡମୁକ୍ତ ଅଞ୍ଚଳରେ ମିଳିଲା ଦଣ୍ଡ। ସ୍କୁଲ ପରିସରରେ ନିରୀହ ଛାତ୍ରଙ୍କୁ ଦିଆଗଲା ନିର୍ଯାତନା। ପ୍ରାର୍ଥନା ସଭାରେ ଶିକ୍ଷୟିତ୍ରୀଙ୍କ ମୁଥ ମାଡ଼ରେ ଗୁରୁତର ହେଲେ ଛାତ୍ର । ଏପରି ଏକ ସାଂଘାତିକ ଘଟଣା ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କଙ୍କଡାହାଡ ଉଚ୍ଚ ପ୍ରାଥମିକ…

ମୁଖ୍ୟମନ୍ତ୍ରୀଙ୍କ ଆଚରଣ ଆଦିବାସୀଙ୍କ ପ୍ରତି ତାତ୍ସଲ୍ୟ: ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ରାଜ୍ୟ ସମୁଦାୟ ଜନସଂଖ୍ୟାର ୨୩ ପ୍ରତିଶତ ହେଉଛନ୍ତି ଜନଜାତି ସଂପ୍ରଦାୟର । ଜନଜାତିଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ବହୁ କଲ୍ୟାଣକାରୀ ଯୋଜନା ରହିଛି । ରାଜ୍ୟରେ ଜନଜାତିଙ୍କ ସମସ୍ୟାର ସମାଧାନ ଏବଂ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ଟ୍ରାଇବାଲ…

ଭିସୁଟ କ୍ୟାମ୍ପସକୁ ବାଇକ ମନା : ସାଇକେଲରେ କଲେଜ ଆସିବେ ଛାତ୍ରଛାତ୍ରୀ

ସମ୍ବଲପୁର: ଭିସୁଟକୁ ବାଇକ୍ ମନା । ଛାତ୍ରଛାତ୍ରୀ ବାଇଟ୍ କିମ୍ବା କାର ନେଇ ପାଠ ପଢିବାକୁ ଆସିପାରିବେ ନାହିଁ । ଅର୍ଥାତ ସାଇକେଲରେ ଆସିବେ । ଖାଲି ଏତିକି ନୁହେଁ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀ ମଧ୍ୟ ବାଇକ କିମ୍ବା କାର ରଖିପାରିବେ…

ଶବ ସତ୍କାର ଚାଲିଥିବା ସମୟରେ ପୋଡା ମାଂସ ଆଣି ଖାଇଲେ ୨ ବ୍ୟକ୍ତି

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ପ୍ରତାପପୁର ପଂଚାୟତ ବନ୍ଧସାହି ଗ୍ରାମରେ ଦେଖିବାକିୁ ମିଳିଛି ଅଭାବନୀୟ ଘଟଣା । ଶବ ସତ୍କାର ଚାଲିଥିବା ସମୟରେ ପୋଡା ମାଂସ ଖାଇବାକୁ ନେଇ ପ୍ରକାଶ ପାଇଛି ଉତେଜନା । ମାଂସ ଖାଉଥିବା ଦୁଇ ଜଣକୁ…

ପୁରୁଣା ମଦକୁ ନୂଆ ବୋତଲରେ ଢାଳିବା ନବୀନ ସରକାରର ଅଭ୍ୟାସ : ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ମୋ ସରକାର ଅଧିନରେ ଆସିବ ଜନଅଭିଯୋଗର ଶୁଣାଣି । ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସ ପକ୍ଷରୁ ଲୋକଙ୍କୁ ଫୋନ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସମ୍ପର୍କରେ ମତାମତ ନିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…

ବାହୁଦା ନଦୀ କୂଳରେ ପଡ଼ିଛି ଟନ ଟନ ମଲା ମାଛ

ଗଞ୍ଜାମ; ମାଛ ମଡ଼କ । ନଦୀ କୂଳରେ ମରିପଡ଼ିଛନ୍ତି ଶହଶହ ସଂଖ୍ୟାରେ ମାଛ । ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ସୁନାପୁର ବେଳାଭୂମି ନିକଟରେ ଏଭଳି ଦୃଶ୍ୟ । ବାହୁଦା ନଦୀ ଓ ନଦୀ ତଟରେ କ୍ୱିଣ୍ଟାଲ, କ୍ୱିଣ୍ଟାଲ ମଲା ମାଛ…

ସରକାରଙ୍କ ବିକାଶ କାମ ଦେଖି ବିରୋଧୀଙ୍କ ଟେନସନ ବଢିଯାଇଛି : ରାଜେନ୍ଦ୍ର ଢୋଲକିଆ

ଭୁବନେଶ୍ୱର: ଲୋକଙ୍କ ସହ ସିଧାସଳଖ ଯୋଡିହେବ ସିଏମଓ । ଦେଇଥିବା ଅଭିଯୋଗ ଆଧାରରେ କାମ ହେଉଛି କି ନାହିଁ ସେ ବାବଦରେ ଫୋନ୍ କରି ମତାମତ ନେବ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି କିଛି ନିର୍ଦ୍ଦେଶ ଦେବା…

ନିଉଡ୍‌ କଲ୍ ରେ ଯୁବତୀଙ୍କ ଜାଲରେ ଫସିଲେ ଯୁବକ; ୫୦ ଥର କଇଁଚି ଭୁସି ଜୀବନ ହାରିବାକୁ ଉଦ୍ୟମ

ଭୁବନେଶ୍ୱର: ନିଉଡ଼ କଲର କରୁଣ ପରିଣତି। ବ୍ଲାକ ମେଲିଂର ଶିକାର ହେବା ପରେ ଆତ୍ମହତ୍ୟା ଉଦ୍ୟମ । ପେଟରେ କଇଁଚି ଭୁସି ଆତ୍ମହତ୍ୟା ଉଦ୍ୟମ । ୫୦ ଥର ନିଜ ପେଟରେ କଇଁଚି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଢେଙ୍କାନାଳର ଦଣ୍ଡଧର…

ଢେଙ୍କାନାଳ ଗସ୍ତରେ 5T ସଚିବ: ମିଲେଟ କାଫେର କଲେ ଉଦ୍‌ଘାଟନ

ଢେଙ୍କାନାଳ: ଗ୍ରାଉଣ୍ଡ ଜିରୋରେ 5T ସଚିବ ଭି.କେ ପାଣ୍ଡିଆନ। ଢେଙ୍କାନାଳ ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ପ୍ରଥମେ ପୁରାତନ ଜାଉଳୀ ପୋଖରୀ ମଠ ପରିଦର୍ଶନ କରିଛନ୍ତି 5T ସଚିବ । ମଠ ପରିସରରେ ପହଞ୍ଚି ବିଭିନ୍ନ ସମସ୍ୟା ସମ୍ପର୍କରେ ମଠ ମହନ୍ତ…

କୁଆଖାଇ ଟ୍ରାଜେଡି: ଆଉ ୨ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ଗତକାଲିଠୁ ନିଖୋଜ ଥିବା ୨ ଛାତ୍ରଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହୋଇଛି। ଫଳରେ ମୃତକଙ୍କ ସମୁଦାୟ ସଂଖ୍ୟା ୪ରେ ପହଞ୍ଚିଛି। ମୃତକମାନେ ହେଲେ ଆର୍ଯ୍ୟନ, ଅବିନାଶ, ରୋହିତ ଏବଂ ପ୍ରତୀକ। ଆର୍ଯ୍ୟନଙ୍କ ଘର…