State

‘ମୋ ସରକାର’ ଅଧିନରେ ଆସିବ ଜନ ଅଭିଯୋଗ ଶୁଣାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଢେଙ୍କାନାଳରୁ ଭିଡିଓ କନ୍‌ଫରେସନ୍‌ସ ଜରିଆରେ ଯୋଡ଼ି ହୋଇ ୫ଟି ସଚିବ ଭି.କେ.…

କୁଆଖାଇ ନଦୀରେ ବୁଡ଼ି ୨ ସାଙ୍ଗ ମୃତ, ୨ ନିଖୋଜ

ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ନିଖୋଜ ହୋଇଯାଇଛନ୍ତି। ବାଲିଅନ୍ତା ଥାନା ଧବଳହାର ନିକଟରେ ଏହି ଅଘଟଣ ଘଟିଛି। ମୃତକ ହେଲେ ଜାମସେଦ୍‌ପୁରର ଆର୍ଯ୍ୟନ୍, କଟକର ଅବିନାଶ। ନିଖୋଜ ହେଲେ…

ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ମୌସୁମୀ ପ୍ରବାହ ସ୍ୱାଭାବିକ ସ୍ଥିତିରେ ରହିବା ସହ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହାରାହାରି ୯.୯ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ବର୍ଷା…

୯୦ କୋଟି ଟିକସ ଫାଙ୍କିଛି ଡିଏନ୍‌ ଗ୍ରୁପ

ଭୁବନେଶ୍ୱର: ଅଡ଼ୁଆରେ ପଡ଼ିଲା ଡିଏନ୍‌ ଗ୍ରୁପ। ୨୧୦ କୋଟିର ଲୁଚାଛପା କ୍ୟାସ୍‌ ନେଇ ୯୦ କୋଟି ଟିକସ ଫାଙ୍କିଛି ଏହି କମ୍ପାନୀ। ଆୟକର ବିଭାଗକୁ ଏହି ସୂଚନା ମିଳିଛି। ୯୦ କୋଟି ଟିକସ ଫାଙ୍କି ଥିବା ନେଇ ଆୟକର ବିଭାଗକୁ ଏହି…

ଗୁଣାତ୍ମକ ଶିକ୍ଷାକୁ ମୁଖ୍ୟମନ୍ତ୍ରୀଙ୍କ ଫୋକସ; ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ସୃଷ୍ଟି ହେଲା ୯୦୨ ନୂତନ ପଦବୀ

ଭୁବନେଶ୍ୱର: ଭୁବନେଶ୍ୱର:ଗୁଣାତ୍ମକ ଶିକ୍ଷାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସ୍ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ନୂତନ ପଦବୀ ସୃଷ୍ଟି । ୬୪୨ ଶିକ୍ଷକ, ୨୬୦ ଅଣଶିକ୍ଷକ ପଦବୀ ସୃଷ୍ଟି ୧୦୬ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମିଳିବ ନିଯୁକ୍ତି…

ବାହାନଗା ଟ୍ରେନ ଦୁର୍ଘଟଣା: ପୁଣି ୪ ଦିନିଆ ରିମାଣ୍ଡରେ ଗଲେ ତିନି ଅଭିଯୁକ୍ତ

ବାଲେଶ୍ୱର:ବାହାନଗା ଟ୍ରେନ ଦୁର୍ଘଟଣାରେ ଗିରଫ ତିନି ଅଭିଯୁକ୍ତ ପୁଣି ୪ ଦିନିଆ ରିମାଣ୍ଡରେ ଗଲେ । ପ୍ରଥମ ରିମାଣ୍ଡ ସରିବା ପରେ ସେମାଙ୍କୁ କୋର୍ଟରେ କୋର୍ଟରେ ହାଜର କରାଯାଇଥିଲା । ହେଲେ ଅଧିକ ଜେରା ପାଇଁ ପୁଣି ୪ ଦିନିଆ ରିମାଣ୍ଡରେ…

ନବୀନ ପଟ୍ଟନାୟକଙ୍କ ସମ୍ପର୍କୀୟ ଭାଇଭଉଣୀଙ୍କୁ ଆନନ୍ଦ ଭବନରେ ଭେଟିଲେ କଂଗ୍ରେସ ବିଧାୟକ ମୋକିମ

କଟକ: କଟକ ଆନନ୍ଦ ଭବନରେ ଅସୁସ୍ଥ ଓ ଅସହାୟ ଅବସ୍ଥାରେ ଅଛନ୍ତି ନବୀନ ପଟ୍ଟନାୟକଙ୍କ ବଡ ବାପାଙ୍କ ପୁଅ ଝିଅ ଦିଲ୍ଲୀ ପଟ୍ଟନାୟକ ଓ ରେଖା। ରକ୍ଷଣାବେକ୍ଷଣ ଅଭାବରୁ ଏହି ଘର ଜରାଜୀର୍ଣ୍ଣ ହୋଇ ପଡିଥିବାବେଳେ ଆଗରେ ଘାସି ଉଠିଛି ।…

ଫକୀରମୋହନ ବିଶ୍ଵବିଦ୍ୟାଳୟ ଅବିଭକ୍ତ ବାଲେଶ୍ୱର ବାସୀଙ୍କ ଆବେଗ, ସ୍ଵପ୍ନ ଓ ନିଷ୍ଠାର ଏକ ଜୀବନ୍ତ ସୌଧ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ବିଶ୍ଵବିଦ୍ୟାଳୟ ୨୫ ବର୍ଷ ପୂରଣ କରିବା ଅବସରରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଫକୀରମୋହନ ବିଶ୍ଵବିଦ୍ୟାଳୟ ଖାଲି ଏକ ଶିକ୍ଷାନୁଷ୍ଠାନ ନୁହେଁ, ଏହା ଅବିଭକ୍ତ ବାଲେଶ୍ୱର ବାସୀଙ୍କ ଉଚ୍ଚଶିକ୍ଷା ପ୍ରତି ଆଗ୍ରହ, ଆବେଗ, ସ୍ଵପ୍ନ ଓ…

ଆମ ଓଡ଼ିଶା, ୫୦ % ପିସି ଓଡ଼ିଶା : ସମୀର ମହାନ୍ତି

ଭୁବନେଶ୍ୱର, : ରାଜ୍ୟ ସରକାର ତଥ୍ୟର ମାପକାଠି ନ କରି ୨୩ ବର୍ଷ ଶାସନର ବିଫଳତାର ଗୋଲାପୀ ଚିତ୍ର ଦେଖାଉଛନ୍ତି । ତଥ୍ୟ, ପରିସଂଖ୍ୟାନ ଏବଂ ବିଫଳ ଯୋଜନାକୁ ସଂଶୋଧିତ କରିବାର ନୂଆ ଭର୍ସନ ହେଉଛି ‘ଆମ ଓଡିଶା ନବୀନ ଓଡିଶା’…

ଆଠମଲ୍ଲିକ ଷ୍ଟାଡିଅମରେ 5T ସଚିବ, ସମସ୍ୟାର ସମାଧାନ ପାଇଁ ଦେଲେ ପ୍ରତିଶୃତି

ଅନୁଗୁଳ: ୫ଟି ସଚିବଙ୍କ ଅନୁଗୁଳ ଗସ୍ତର ଆଜି ଦ୍ବିତୀୟ ଦିନ । ଗ୍ରାଉଣ୍ଡରୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ଏହିକ୍ରମରେ ଆଠମଲ୍ଲିକ ଷ୍ଟାଡିଅମରେ ପହଞ୍ଚିଥିଲେ ୫ଟି ସଚିବ। ସେଠାରେ ଉପସ୍ଥିତ ଜନତା ଓ ମିଶନ ଶକ୍ତି ମାଆ ମାନେ…