State

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାର ଆୟୁଷ କେତେ ?

ଭୁବନେଶ୍ୱର:ନବୀନ ସରକାରଙ୍କ ‘ଆମ ଓଡିଶା ନବୀନ ଓଡିଶା’ ଯୋଜନାକୁ ନେଇ ଆରମ୍ଭ ହୋଇଯାଇଛି ରାଜନୀତି । ଶାସନ କ୍ଷମତାରେ ରହିବାର ଏତେ ବର୍ଷ ପରେ ନବୀନ ବାବୁ ଆମେ ଓଡ଼ିଶା ନବୀନ ଓଡ଼ିଶା କରୁଛନ୍ତି । ଆଜିଯାଏ କାହା ଓଡ଼ିଶା ଥିଲା…

ଉଚ୍ଚଶିକ୍ଷା ପାଇଁ ଅନୁସୂଚିତ ଜାତି ଜନଜାତିର ଛାତ୍ରଛାତ୍ରୀଙ୍କୁ ମିଳିବ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆର୍ଥିକ ଅନଗ୍ରସର ଅନୁସୂଚିତ ଜାତି ଜନଜାତି ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଦିଆଯିବ ଆର୍ଥିକ ସହାୟତା । ଚଳିତ ଶିକ୍ଷା ବର୍ଷରୁ ସରକାରୀ ଶିକ୍ଷାନୁଷ୍ଠାନରେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ଅନୁସୂଚିତ ଜାତି ଜାନଜାତିର ଛାତ୍ରଛାତ୍ରୀ ଏକକାଳୀନ ୫୦ ହଜାର ଟଙ୍କାର ସହାୟତା…

ବଦଳିଲା ହାଇସ୍କୁଲ ୟୁନିଫର୍ମ, ଡ୍ରେସରେ ରହିବ ‘ଆମେ ଗଢିବୁ ନୂଆ ଓଡିଶା’ ଲୋଗୋ

ଭୁବନେଶ୍ୱର: ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ ୟୁନିଫର୍ମ। ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିଲା। ଏଣିକି ଚେକ୍ ସାର୍ଟ ଓ ଫୁଲ୍ ଫ୍ୟାଣ୍ଟରେ ସ୍କୁଲ୍…

ଟୁଇଟରରେ ଅପରାଜିତା-ଶ୍ରୀମୟୀ ମୁହାଁମୁହିଁ

ଭୁବନେଶ୍ୱର: ମୁହାଁମୁହିଁ ହେଲେ ଅପରାଜିତା-ଶ୍ରୀମୟୀ । ଲଜ୍ଜାକୁ ନେଇ ସୋସିଆଲ ମିଡିଆରେ ଚାଲିଲା ଦୁଇ ମହିଳା ନେତ୍ରୀଙ୍କ ବାକଯୁଦ୍ଧ । ଚାଲିଲା ଜବାବ ସୁଆଲ । ସକାଳେ ଅପରାଜିତାଙ୍କ ପ୍ରଶ୍ନ..ଅପରାହ୍ନରେ ଶ୍ରୀମୟୀଙ୍କ ଉତ୍ତର । 5ଟି ସଚିବଙ୍କ କାର୍ଯ୍ୟକ୍ରମ ଏବଂ ବିଧାୟକଙ୍କ…

ଆନନ୍ଦ ବଜାରରେ ବାହାର ବ୍ୟକ୍ତି ବିକ୍ରି କରିପାରିବେନି ମହାପ୍ରସାଦ ଓ ସୁଖିଲା ଭୋଗ

ପୁରୀ: ଶ୍ରୀମନ୍ଦିର ଆନନ୍ଦ ବଜାରକୁ ଶୃଙ୍ଖଳିତ କରିବା ପ୍ରସଙ୍ଗ । ଏଣିକି ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରିପାରିବେ ନାହିଁ ବାହାର ବ୍ୟକ୍ତି । ନିୟମ ଉଲଂଘନ କରାଗଲେ ଥାନାରେ ଏତଲା ଦିଆଯିବା ସହ ଆଇନଗତ କାର‌୍ୟ୍ୟାନୁଷ୍ଠାନ ନିଆଯିବ ।…

ବ୍ରହ୍ମପୁର ରେଳ ଷ୍ଟେସନ ପୂର୍ବରୁ ଟ୍ରେନରୁ ବାହାରିଲା ଧୂଆଁ : ଭୟରେ ଟ୍ରେନରୁ ଓହ୍ଲାଇ ପଡିଲେ ଯାତ୍ରୀ

ବ୍ରହ୍ମପୁର : ବ୍ରହ୍ମପୁର ରେଳ ଷ୍ଟେସନ ପୂର୍ବରୁ ଟ୍ରେନରୁ ବାହାରିଲା ଧୂଆଁ । ଦିବ୍ରୁଗଡ-କନ୍ୟାକୁମାରୀ ପାସେଞ୍ଜର ଟ୍ରେନରେ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଛି । ଟ୍ରେନରୁ ଧୂଆଁ ବାହାରୁଥିବା ଦେଖି ଯାତ୍ରୀ ଛାନିଆ । ଭୟରେ ଟ୍ରେନରୁ ଯାତ୍ରୀମାନେ ଓହ୍ଲାଇ ପଡିଛନ୍ତି…

ପାକିସ୍ତାନ ଏଜେଣ୍ଟଙ୍କ ସହ କଥା ହେଉଥିଲା ଅଭିଜିତ୍

ଭୁବନେଶ୍ବର : ପାକିସ୍ତାନ ପାଇଁ ଗୁଇନ୍ଦାଗିରି ମାମଲାରେ ରିମାଣ୍ଡରେ ଆସିଥିବା ଅଭିଜିତ୍ ସଂଜୟ ଜାମ୍ବୁରେଠାରୁ ଆଜି ଆଉ କିଛି ନୂଆ ତଥ୍ୟ ମିଳିଛି। ଏସ୍ଟିଏଫ୍, ଏଟିଏସ୍ ଓ ଆଇବିର ମିଳିତ ଜେରାରୁ ଜଣାପଡ଼ିଛି ଯେ ସେ ବ୍ୟବହାର କରୁଥିବା ୫ଟି ମୋବାଇଲ୍…

ଆସିଲା ନୂଆ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’, ପ୍ରତି ପଂଚାୟତକୁ ମିଳିବ ୫୦ଲକ୍ଷ ଟଙ୍କା

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି | ଏହି ବୈଠକରେ ୯ଟି ପ୍ରସ୍ତାବରେ ମୋହର ବାଜିଛି | ବିଶେଷ କରି ଆଜି ରାଜ୍ୟ କ୍ୟାବିନେଟ ‘ଆମ ଗାଁ, ଆମ ବିକାଶ’ର ନିର୍ଦ୍ଦେଶନାମାକୁ ସଂଶୋଧନ କରି ରାଜ୍ୟ…

ବଜ୍ରପାତ ନେଲା ୪ ଜୀବନ

ଭୁବନେଶ୍ୱର: ରାଜ୍ୟର ୨ଟି ପୃଥକ ସ୍ଥାନରେ ଆଜି ବଜ୍ରପାତ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ତିନିଜଣ ମହିଳା ଥିବାବେଳେ ଜଣେ ୯ମ ଶ୍ରେଣୀ ଛାତ୍ର ଅଛନ୍ତି । ଏହାବ୍ୟତୀତ ୨ ଜଣ ଗୁରୁତର ହୋଇପଡିଛନ୍ତି। ଅନୁଗୋଳ…

୬ ହଜାର ୩୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲେ ଅମିନ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସରକାରୀ କର୍ମଚାରୀ। ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ ଟିମ । ଏହି ଲାଞ୍ଚୁଆ ବାବୁ ହେଉଛନ୍ତି ବାଲେଶ୍ୱର-ମୟୂରଭଞ୍ଜ ବୃହତ ବନ୍ଦୋବସ୍ତ କାର୍ଯ୍ୟାଳୟର ଅମିନ । ନାଁ ତାଙ୍କର ମାନସ ରଞ୍ଜନ ଦାସ। ମାନସ ରଞ୍ଜନ ଜଣେ ବ୍ୟକ୍ତିଙ୍କଠାରୁ…