State

ବିକାଶକୁ ନେଇ ଶ୍ବେତପତ୍ର ଜାରି କରନ୍ତୁ ଓଡ଼ିଶା ସରକାର: ମନମୋହନ ସାମଲ

ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢ଼ିବ। ଏଥିଲାଗି ସ୍ୱତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ବି ହୋଇଛି। ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ନେଇ ଗୌହାଟୀରେ ବସିଥିବା ବୈଠକରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଗୌହାଟୀ…

ଅଗଷ୍ଟ ୯ରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୯ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ହେବ। ଅଗଷ୍ଟ ୧୧ରେ ଭୋଟ୍‌ ଗଣତି କରି ଫଳାଫଳ ଘୋଷଣା ହେବ ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚିତ ପ୍ରତିନିଧିଙ୍କ…

ଦକ୍ଷିଣ ଭାରତୀୟ କମ୍ପାନୀ ଦ୍ବାରା ଓଡିଶା ସରକାର ପରିଚାଳିତ: କେନ୍ଦ୍ରମନ୍ତ୍ରୀ ଟୁଡୁ

ଭୁବନେଶ୍ୱର: ଫାଇଭ-ଟି ସଚିବ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ଅଗଣତାନ୍ତ୍ରିକ ବୋଲି କହି ସମାଲୋଚନା କରିଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ। ଗୁରୁବାର ମାଲକାନଗିରିର ଖଇରିପୁଟ ଠାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଉଦଘାଟନ ଅବସରରେ ଟୁଡୁ…

୬ ସାଂଗଠନିକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା କଲେ ନବୀନ

ଭୁବନେଶ୍ୱର: ସଂଗଠନକୁ ସୁଦୃଢ଼ କରୁଛି ବିଜୁ ଜନତା ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ୬ ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ସହ ୩ ଜିଲ୍ଲାରେ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି । ଏନେଇ ପ୍ରେସ୍ ଇସ୍ତାହାର ଜାରି…

ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା ପରେ କାର୍ଯ୍ୟବନ୍ଦ ଆନ୍ଦେଳନ ପ୍ରତ୍ୟାହାର କଲେ ବନ କର୍ମଚାରୀ

ଭୁବନେଶ୍ୱର: ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ ବନ କର୍ମଚାରୀ କାର୍ଯ୍ୟ ବନ୍ଦ ଆନ୍ଦୋଳନରୁ ଓହରି ଯାଇଛନ୍ତି। ଏହାପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ବନ ସେବା ସଂଘର…

ବଢ଼ିଲା ବୀରେନ୍ଦ୍ର ଲାକ୍ରାଙ୍କ ଅଡୁଆ, ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

କଟକ: ଆନନ୍ଦ ଟପ୍ପୋଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ। ଅନ୍ତର୍ଜାତୀୟ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କର ଏହି ମୃତ୍ୟୁ ଘଟଣାରେ ଲିଙ୍କ ଥିବା ନେଇ ଅଭିଯୋଗ ଆଧାରରେ କୋର୍ଟ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆନନ୍ଦଙ୍କ…

ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ ଲୋକାର୍ପିତ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ଦେଇଛନ୍ତି । ସ୍ୱାସ୍ଥ୍ୟବୀମା ପୋର୍ଟାଲ ଉନ୍ମୋଚନ କରି ମୁଁ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…

ରାହୁଲ ଗାନ୍ଧୀଙ୍କ ଆବେଦନ ଖାରଜକୁ ନେଇ ଗର୍ଜିଲା ଓଡିଶା କଂଗ୍ରେସ

ଭୁବନେଶ୍ୱର:ଗୁଜରାଟ ହାଇକୋର୍ଟଙ୍କ ରାୟ ପରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ । ଭୁବନେଶ୍ୱର କଂଗ୍ରେସ ଭବନରେ ନେତାଙ୍କ ଆନ୍ଦୋଳନ । ସେହିପରି ଅହମଦାବାଦରେ କଂଗ୍ରେସ କର୍ମୀ ଏକାଠି ହୋଇଛନ୍ତି । ରାହୁଲ ଗାନ୍ଧୀଙ୍କୁ ଗୁଜରାଟ ହାଇକୋର୍ଟଙ୍କ ଝଟକା । ପୁନଃବିଚାର ଆବେଦନ ଖାରଜ…

ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପାନ୍ତରୁ ଉପକୂଳ ଜାରି ରହିଛି ବର୍ଷା। ଆସନ୍ତା ୧୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଭଲ ବର୍ଷା ଆଣିପାରେ ।…

ପୋଲିସ ଘରୁ ସୁନା ଅଳଙ୍କାର ଚୋରି କରିନେଇଗଲା ଚୋର

ଢେଙ୍କାନାଳ: ଅବକାରୀ ଇନ୍ସପେକ୍ଟରଙ୍କ ଘରୁ ଗୁରୁବାର ଦିନ ଲୁଟେରାମାନେ ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟି ନେଇଛନ୍ତି। କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ଜିରିଡାମାଳି ଠାରେ ଇନ୍ସପେକ୍ଟର ସଞ୍ଜୀବ କୁମାର ଶର୍ମା ସହର ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ଶର୍ମା…