State

ଓଲଟିଲା ଟିଟିଲାଗଡରୁ ଦୁଇ ନିଖୋଜ ଛାତ୍ରଙ୍କୁ ନେଇ ଫେରୁଥିବା କାର

ଭୁବନେଶ୍ୱର : ଟିଟିଲାଗଡରୁ ଦୁଇ ନିଖୋଜ ନାବାଳକଙ୍କୁ ନେଇ ଆସୁଥିବା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦଶପଲ୍ଲା ବାଣୀଗୋଛା ମୁଖ୍ୟ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ଆହତଙ୍କୁ ନିକଟସ୍ଥ ମେଡିକାଲ୍ ନିଆଯାଇଥିବା ସୂଚନା ମିଳିଛ। ସେଠାରେ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ…

ରଥ ଦଉଡ଼ି ଛିଣ୍ଡି ଆହତ ହୋଇଥିବା ଭୋଇ ସେବକଙ୍କ ମୃତ୍ୟୁ

ପୁରୀ: ମହାପ୍ରଭୁଙ୍କ ପବିତ୍ର ବାହୁଡାବେଳେ ରଥ ଦଉଡି ଛିଣ୍ଡ ଆହତ ହୋଇଥିବା ଭୋଇ ସେବକଙ୍କର ମୃତ୍ୟୁ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ଘଟିଛି । ବଳଭଦ୍ରଙ୍କ ରଥ ଦଉଡ଼ି ଛିଡ଼ି ଗୁରୁତର ଥିବା ଭୋଇ ସେବକ ଗୁରୁତର…

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲିଜିୟମ । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି ଅଛନ୍ତି ଏସ୍. ମୁରଲୀଧର । ଜଷ୍ଟିସ ଏସ୍ ମୁରଲୀଧର…

୫-ଟି ସ୍କୁଲରେ ଉପକରଣ ସ୍ଥିତି ଅନୁଧ୍ୟାନ କରିବ ଓସେପା

ଭୁବନେଶ୍ୱର: ୫-ଟି ସ୍କୁଲରେ ଉପକରଣ ସ୍ଥିତି ଅନୁଧ୍ୟାନ କରିବ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ। ଏନେଇ ୩୦ ଜିଲ୍ଲା ପାଇଁ ଗଠନ ହେଲା ଟିମ୍। ଗୁଣାତ୍ମକ ପାଠପଢାକୁ ଧ୍ୟାନରେ ରଖି ସରକାର ହାଇସ୍କୁଲ ରୂପାନ୍ତରଣରେ ୫-ଟି ସ୍କୁଲ କରାଯାଇଛି। ଏଥିରେ…

ବଢିବ ବର୍ଷାର ପରିମାଣ, ୮ ଜିଲ୍ଲାକୁ ଜାରି ହେଲା ୟେଲୋ ଓ୍ଵାର୍ଣ୍ଣିଂ

ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠୁ ବଢିବ ବିସ୍ତୃତି । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର,…

ପନିପରିବା ଦର ବୃଦ୍ଧି ବିରୋଧରେ ଛାତ୍ର କଂଗ୍ରେସ ପକ୍ଷରୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର: ପନିପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଏହାର ପ୍ରତିବାଦରେ ବୁଧବାର ଛାତ୍ର କଂଗ୍ରେସ କର୍ମୀମାନେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ ଘେରାଉ କରିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏମିତିକି ଛାତ୍ର କଂଗ୍ରେସର…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ଠିକ୍ ସମୟରେ ଦରମା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ଅବସର ପ୍ରାପ୍ତ କର୍ମଚାରୀମାନଙ୍କୁ ଠିକ ସମୟରେ ପେନସନ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯାଉ। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ…

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ

କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସହିତ ରତ୍ନଭଣ୍ଡାରର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି । ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ…

ଆତ୍ମରକ୍ଷା ପାଇଁ ଗୁଳି ଚଳାଇ ପାରିବେ ବନ କର୍ମଚାରୀ: ସରକାର ଦେଲେ ଅନୁମତି

ଭୁବନେଶ୍ୱର: ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଦୁଇ ଜଣ ବନ କର୍ମଚାରୀଙ୍କ ମୃତ୍ୟୁ ପରେ ଚେତିଛନ୍ତି ସରକାର । ସେମାନଙ୍କ ସୁରକ୍ଷା ପାଇଁ ବୁଷ୍ଟର ଡୋଜ ଦେବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । CrPC ଧାରା ୧୯୭ ଅନୁଯାୟୀ ଏହି ବନ…

ରାଜଧାନୀରୁ ନିଖୋଜ ୨ ଛାତ୍ର ଟିଟିଲାଗଡ଼ରୁ ଠାବ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ମଙ୍ଗଳବାର ନିଖୋଜ ଦୁଇ ଦଶମ ଶ୍ରେଣୀ ଛାତ୍ର ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ରୁ ବୁଧବାର ଠାବ ହୋଇଛନ୍ତି। ଠାବ କରାଯାଇଥିବା ଦୁଇ ଦଶମ ଶ୍ରେଣୀ ଛାତ୍ର ହେଲେ ପୃଥ୍ୱୀରାଜ ପ୍ରଧାନ ଓ ସୋନୁ କୁମାର। ସେମାନେ ଭୁବନେଶ୍ବର ଚନ୍ଦକା…