State

ସିଦ୍ଧାନ୍ତ ମହାପାତ୍ରଙ୍କୁ ଏସ୍‌ଟିଏ ର ପ୍ରଶଂସା

ଭୁବନେଶ୍ୱର:ଓଲିଉଡର ଖ୍ୟାତନାମା ଅଭିନେତା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସଟିଏ) ପକ୍ଷରୁ ପ୍ରଶଂସା କରାଯାଇଛି। ଗୋଲ୍ଡେନ ଆୱାରରେ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର ପାଇଁ ତାଙ୍କୁ ପ୍ରଶଂସା କରାଯିବା ସହିତ ସିଦ୍ଧାନ୍ତ ଅନ୍ୟମାନଙ୍କ ପାଇଁ ରୋଲ୍‌ ମଡେଲ ବୋଲି…

ଘରେ ଶୋଇଥିଲେ ଶାଶୂ-ବୋହୂ: ଚଢିଗଲା ହାଇଓ୍ବା

କେନ୍ଦ୍ରାପଡ଼ା: ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲାର କୃଷ୍ଣନଗର ପଞ୍ଚାୟତର ବାଘୁଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ରାସ୍ତାକଡ଼ ଘର ଉପରକୁ ଏକ ଚିପ୍ସ ବୋଝେଇ ହାଇୱା ମାଡ଼ିଯିବା ଫଳରେ ଘର ଭିତରେ ଥିବା ଶାଶୂ ଓ ବୋହୂ…

ବାଲେଶ୍ୱର ଏସ୍‌ପି ସାଗରିକା ନାଥଙ୍କ ବାପା-ମାଆଙ୍କୁ ଆକ୍ରମଣ

ଭୁବନେଶ୍ବର: ଆଇପିଏସ୍‌ଙ୍କ ବାପା-ମାଆଙ୍କୁ ଆକ୍ରମଣ। ପୂର୍ବତନ ଭୁବନେଶ୍ୱର ଟ୍ରାଫିକ ଡିସିପି ତଥା ବର୍ତ୍ତମାନର ବାଲେଶ୍ୱର ଏସ୍‌ପି ସାଗରିକା ନାଥଙ୍କ ପରିବାର ଉପରେ ଆକ୍ରମଣ ହୋଇଛି। ମିଳିଥିବା ସୂଚନା ଅନସାରେ ଗତକାଲି ରାତିରେ ସାଗରିକାଙ୍କ ବାପା-ମାଆ ଏକ କାର୍‌ରେ ଆମ୍ରି ହସ୍‌ପିଟାଲ ନିକଟରୁ…

ଠିକାଦାର ଭାଙ୍ଗିଦେଲେ କେଦାରଗୌରୀ ମନ୍ଦିର ପାଚେରୀ : ଏଏସଆଇ

ଭୁବନେଶ୍ବର: ଆଜି କେଦାରଗୌରୀ ମନ୍ଦିରର ଗୋଟିଏ ପାର୍ଶ୍ବ ପାଚେରୀ ଭାଙ୍ଗି ଦିଆଯାଇଛି। ବିନା ଅନୁମତିରେ କେଦାରଗୌୀ ମନ୍ଦିର ପାଚେରୀ ଭଙ୍ଗାଯାଇଛି ବୋଲି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସଆଇର) ଅଭିଯୋଗ କରାଯାଇଛି। ମନ୍ଦିର ସୁରକ୍ଷା କର୍ମୀଙ୍କ ବାରଣ ସତ୍ତ୍ବେ କେଦାରଗୌରୀ ମନ୍ଦିରର ପାଚେରୀକୁ…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ସତ୍ୟନଗର ଶ୍ମଶାନରେ ବିହାର ଓ ଝାଡ଼ଖଣ୍ଡର ୨ ମୃତଦେହର ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ମୃତ ଝାଡ଼ଖଣ୍ଡ ଓ ବିହାରର ଦୁଇ ଜଣ ବ୍ୟକ୍ତିଙ୍କ ମୃତଦେହ ଆଜି ଭୁବନେଶ୍ବରର ସତ୍ୟନଗରସ୍ଥିତ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଝାଡଖଣ୍ଡର ମୃତକ ହେଲେ ଦିନେଶ ଯାଦବ ଓ ବିହାରର ମୃତକ ହେଲେ ସୁରେଶ…

ବାଇକ୍‌ ଆରୋହୀ ସ୍ବାମୀ-ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଦ୍ରୁତଗାମୀ ଟ୍ରକ୍‌

ଅନୁଗୋଳ: ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍‌ଣରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ସେମାନଙ୍କର ଜୀବନ ଚାଲି ଯାଇଛି। ମୃତକମାନେ ହେଲେ ଗୁରଙ୍ଗ ଦେହୁରୀସାହିର ଅକ୍ଷୟ…

ଓଡ଼ିଶା-ଆନ୍ଧ୍ର ସୀମାରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି: ଜିଲ୍ଲା ପୁଲିସ ଓ ବିଏସଏଫ ପକ୍ଷରୁ ଅପରେସନ ଜାରି ରହିଥିବା ବେଳେ ବିପୁଳ ମାଓ ସାମଗ୍ରୀ ଜବତ ହୋଇଛି। ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅଞ୍ଚଳରୁ ମାଓ ସାମଗ୍ରୀକୁ ମିଳିଥିବା ନେଇ ମାଲକାନଗିରି ଏସପି ନିତିଶ୍ ୱାଧୱାନୀ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ,…

ଶିମିଳିପାଳରୁ ପୁଣି ଚାରୋଟି ହାତୀ ଦାନ୍ତ ଜବତ

ମୟୂରଭଞ୍ଜ: ମୟୁରଭଞ୍ଜ ଜିଲ୍ଲା ଶିମିପାଳରେ ବଢ଼ି ଚାଲିଛି ଶିକାରୀଙ୍କ ରାଜ ଶିକାରୀ ପାଇଁ ବନବିଭାଗ ଯେତେ ଚେଷ୍ଟା କଲେ ଭି ଶିକାରୀର ଟେର ପାଉନାହିଁ ଯାହା ଫଳରେ ବାରମ୍ବାର ବାଘ ହାତୀ ହରିଣ ମାନଙ୍କୁ ଶିକାର କରି ବିକ୍ରି କରୁଛନ୍ତି ଯାହା…

ହୀରା ବ୍ୟବସାୟୀଙ୍କ ଘରେ ପଶିଲା ସିବିଆଇ

ଭୁବନେଶ୍ୱର: ଠକେଇ କରିବା ମହଙ୍ଗା ପଡ଼ିଲା। ବିଜନେସ୍‌ ନାଁରେ ବ୍ୟାଙ୍କରୁ ୬ କୋଟି ଲୋନ୍‌ କରି ତାହାକୁ ଚଳୁ କରି ଦେବା ଏବେ ହୀରା ବ୍ୟବସାୟୀଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। କାଲିଠୁ ଘରେ ପଶି ତଦନ୍ତ କରୁଛି ସିବିଆଇ । ଏପରି…

ମଦ୍ୟପ ସ୍ଵାମୀ ମାଡ଼ରେ ସ୍ତ୍ରୀ ଗୁରୁତର, ମେଡ଼ିକାଲରେ ଭର୍ତ୍ତି

ଆନନ୍ଦପୁର: ମଦ୍ୟପ ସ୍ଵାମୀ ମାଡ଼ରେ ସ୍ତ୍ରୀ ଗୁରୁତର। ଆନନ୍ଦପୁର ମେଡ଼ିକାଲରେ ଭର୍ତ୍ତି। କେନ୍ଦୁଝର ଜିଲ୍ଲା ଦଧିବାମନପୁର ଗାଁରୁ ଏଭଳି ଘଟଣା ସାମ୍ନାକୁ ଆସିଛି । ଖବର ଅନୁଯାୟୀ, ଆନନ୍ଦପୁର ଥାନା ଅକରୁଆ ଗାଁରେ ଜଡ଼ା ଜେନାଙ୍କ ଝିଅ ସଜନି ସ୍ୱାମୀଙ୍କ ନିର୍ଯାତନାରେ…