ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଘଟଣା : ଅଭିଯୁକ୍ତକୁ ଗିରଫ କଲା ପୋଲିସ
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟାର ଅଭିଯୁକ୍ତ ଗିରଫ । ବିଜେଡି ନେତା ଲଳିତ ମୋହନ ମହାପାତ୍ରଙ୍କ ହତ୍ୟାର ଅଭିଯୁକ୍ତ ରାମକୃଷ୍ଣ ମିଶ୍ରକୁ ଗିରଫ କରିଛି କେ. ନୂଆଗାଁ ଥାନା ପୋଲିସ ।…
