State

ପୁଣି ଶବକୁ ଅସମ୍ମାନ, ଟ୍ରଲିରେ ବୁହା ହେଲା ଶବ

ଗଜପତି: ମିଳିଲାନି ମହାପ୍ରଣାୟ, ଟ୍ରଲିରେ ବୁହା ହେଲା ଶବ। ଗଜପତି ଜିଲ୍ଲା ମୋହନା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ କୃଷ୍ଣ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଗତକାଲି ବିଳମ୍ବିତ ରାତିରେ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ମୋହନା ମେଡିକାଲରେ ଭର୍ତ୍ତି କରାଯାଇ…

ରମାଦେବୀ ବିଶ୍ବବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ବି.ଏଡ୍ ଫଳ ପ୍ରକାଶିତ, ସ୍ବାହାସାଇନା ଶ୍ରେଷ୍ଠ ସ୍ନାତକ

ଭୁବନେଶ୍ବର: ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଏବଂ ବିଏଡ୍ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ବିଶ୍ବବିଦ୍ୟାଳୟ ୱେବସାଇଟ rdwu.ac.inରେ ପରୀକ୍ଷା ଫଳ ଉପଲବ୍ଧ ହୋଇଛି। ଏଥର ସ୍ନାତକରେ ୬୬୫୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୬୦୭୭ ଜଣ କୃତକାର୍ଯ୍ୟ ହୋଇଛନ୍ତି। ମୋଟ୍…

କୃଷି ଉପକରଣ ସବସିଡି ଦୁର୍ନୀତି, ଆଉ ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର: ଓଡ଼ିଶା ପୁଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ୭ କୋଟି ୧୬ ଲକ୍ଷ ଟଙ୍କାର କୃଷି ଉପକରଣ ସବସିଡି ଦୁର୍ନୀତି ମାମଲାରେ ପଞ୍ଚମ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ବିଦ୍ୟାଧର ବେହେରାକୁ ଭଦ୍ରକରୁ ଗିରଫ କରାଯାଇଛି। ବିଦ୍ୟାଧର ବେହେରା ଭଦ୍ରକ…

ଅଜଣା ଗାଡି ଧକ୍କାରେ ୨ ମୃତ

ପାରାଦୀପ: ପାରାଦୀପ-ଚଣ୍ଡିଖୋଲ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ନନ୍ପୁର ଛକରେ ଦୁର୍ଘଟଣା । ଏକ ଅଜଣା ଗାଡି ଧକ୍କାରେ ୨ ଜଣଙ୍କ ମୃତ୍ୟୁ । ମୃତକ ହେଲେ ଜୟଚନ୍ଦ୍ରପୁରର ରଜନୀକାନ୍ତ ନାଉରି ଓ ଭଣଜା ଜିତୁ ସ୍ୱାଇଁ ।…

ଯୋଡ଼ି ହେଲା କଟା ହାତ, ସଫଳ ଭାବେ ପ୍ରତିରୋପଣ କଲେ ବଡ଼ ମେଡିକାଲର ଡାକ୍ତର

ଭୁବନେଶ୍ୱର: କଟକ ଏସସିବି ମେଡିକାଲର ଏକ ଡାକ୍ତରୀ ଦଳ ବାଲେଶ୍ୱର ଜିଲ୍ଲାର ଜଣେ ୨୨ ବର୍ଷୀୟ ଯୁବକଙ୍କ କଟା ହାତକୁ ସଫଳତାର ସହ ଯୋଡ଼ିଛନ୍ତି। ଦୀର୍ଘ ୮ ଘଣ୍ଟା ଧରି ଚାଲିଥିବା ଏହି ଅସ୍ତ୍ରୋପଚାରରେ ପ୍ଲାଷ୍ଟିକ ସର୍ଜରୀ, ଅର୍ଥୋପେଡିକ, ନିଶ୍ଚେତକ ବା…

ଲାଲବାହିନୀଙ୍କ ତାଣ୍ଡବ: ପୋଡିଦେଲେ ହାଇଓ୍ୱା ସମେତ ୯ଟି ମେସିନ୍

ରାୟଗଡ଼ା: ରାୟଗଡ଼ାରେ ପୁଣି ମାଓବାଦୀଙ୍କ ଲାଲ ତାଣ୍ଡବ। ମାଓବାଦୀମାନେ କ୍ରସରରେ ଥିବା ୨ଟି ପ୍ରୋକଲିନ ମେସିନ, ୫ଟି ହାଇୱା ଏବଂ ୨ଟି ଲୋଡର ସମେତ ୯ ଗାଡ଼ି ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଲୋକେ…

ଆଜି ନୀଳାଦ୍ରି ବିଜେ; ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବେ ମହାପ୍ରଭୁ

ଆଜି ଶ୍ରୀଜିଉଙ୍କ ରଥଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ନବଦିନାତ୍ମକ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ହେଲେ ପତ୍ନୀ ମହାଲକ୍ଷ୍ମୀ କିନ୍ତୁ ଅଭିମାନ କରିଥିବାରୁ ମହାପ୍ରଭୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବେନିା ଏହି ସମୟରେ ସିଂହଦ୍ୱାର ଠାରେ ସ୍ୱତନ୍ତ୍ର ନୀତି…

ଶ୍ରୀଜିଉଙ୍କ ଅଧରପଣା ନୀତି ସଂପନ୍ନ

ପୁରୀ: ଶ୍ରୀଜିଉଙ୍କୁ ଲାଗି ହେଲା ଅଧର ପଣା । ତିନି ରଥ ଉପରେ ଭଙ୍ଗାଗଲା ଅଧର ହାଣ୍ଡି । ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ପଣାକୁ ଶ୍ରୀବିଗ୍ରହଙ୍କ ଅଧର ପର୍ଯ୍ୟନ୍ତ ନିର୍ମିତ ତିନିଟି ଲେଖାଏଁ ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥିଲା । ସିଂହଦ୍ୱାର…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜୁଲାଇ ୩ ଓ ୪ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭିଜିବ ଓଡ଼ିଶା । ଜୁଲାଇ ୩ରୁ ହେବ ପ୍ରବଳ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜୁଲାଇ ୩ ଓ ୪ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଅବ୍ୟାପାରରେ ବ୍ୟାପାର: ଭର୍ତ୍ତୃହରି

ଭୁବନେଶ୍ୱର: ଫାଇଭଟି ସଚିବଙ୍କୁ ନେଇ ବିବାଦ ଓ ସେୀମ୍ୟ ପଟ୍ଟନାୟକଙ୍କ ପ୍ରଶ୍ନ ପ୍ରସଙ୍ଗ । ଏସବୁ ଅବ୍ୟାପାରରେ ବ୍ୟାପାର ବୋଲି କହିଲେ ସାଂସଦ ଭର୍ତ୍ତୃହରି ମହତାବ । ସୌମ୍ୟ ବାବୁ ପ୍ରଶ୍ନ କଲେ ,ମୁଖ୍ୟମନ୍ତ୍ରୀ ତାର ଉତ୍ତର ଦେଇ ସାରିଛନ୍ତି ।…