State

ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା, ଦର୍ଶନରୁ ବଞ୍ଚିତ ଭକ୍ତ

ଆଠଗଡ଼ : ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ଧବଳେଶ୍ୱରକୁ ସଂଯୋଗ କରୁଥିବା ଅସ୍ଥାୟୀ ରାସ୍ତା ଭାସିଯାଇଛି। ମହାନଦୀରେ ଅଧିକ ବର୍ଷା ପାଣି ଆସିବାରୁ ଅସ୍ଥାୟୀ ରାସ୍ତାଟି ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ। ମଞ୍ଚେଶ୍ୱର ନଦୀ ଘାଟରୁ…

ଖୁବ୍ ଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବା ଉଚିତ୍‌: ଜୁଏଲ ଓରାମ

ଭୁବନେଶ୍ୱର: ୫ଟି ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତକୁ ସାଂସଦ ଜୁଏଲ ଓରାମଙ୍କ ବିରୋଧ । ଅପରାଜିତା ଷଢଙ୍ଗୀ ଉଠାଇଥିବା ପ୍ରସଙ୍ଗକୁ ଠିକ୍ କହିଲେ ଜୁଏଲ୍ । ଆଇଏଏସ୍ ଅଡଫିସର କିଭଳି ଭାବେ ସିଧାସଳଖ ରାଜନୀତି କରୁଛନ୍ତି ପଶ୍ନ କରିଛନ୍ତି ସାଂସଦ। ଏଥିପାଇଁ…

ରୂପାରେ ଆଚ୍ଛାଦିତ ହେଲା ସିଂହଦ୍ୱାର

ପୁରୀ: ଶ୍ରୀମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର ସିଂହଦ୍ୱାର ରୂପା ଛାଉଣୀରେ ଆଚ୍ଛାଦିତ ହେବା କାମ ଶେଷ ହୋଇଛି। ଭାଇ-ଭଉଣୀ ମନ୍ଦିର ଭିତରେ ପ୍ରବେଶ କରିବା ପୂର୍ବରୁ ଶେଷ ହୋଇଛି କାମ। ମୁମ୍ବାଇରୁ ଆସିଥିବା କାରିଗରମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ଶେଷ…

ଭାରସାମ୍ୟ ହରାଇ ଗଛକୁ ପିଟିହେଲା କାର, ଦୁର୍ଘଟଣାରେ ୩ ମୃତ

ଉମରକୋଟ : ପୁଣି ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହାରଇ ଗଛକୁ ପିଟିଲା କାର, ୩ ମୃତ। ନବରଙ୍ଗପୁର ଜିଲ୍ଲା ଉମରକୋଟ-ଝରିଗାଁ ରାସ୍ତାର ବାସିନୀ ଛକରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ଜଣେ ଗୁରୁତରଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ଫୁଲ ତୋଳିବା ବେଳେ ଅଘଟଣ: ପାଇଖାନା ଟାଙ୍କିକୁ ଖସି ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

କଟକ: ଫୁଲ ତୋଳୁଥିବା ସମୟରେ ପାଇଖାନା ଟାଙ୍କିକୁ ଖସି ପଡ଼ି ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। କଟକ ଯୋବ୍ରା ଅଞ୍ଚଳରେ ଏହି ଘଟଣାଟି ଘଟିଛି। ମୃତ ମହିଳାଙ୍କ ନାଁ ଜୟନ୍ତୀ ରାଉତ ଓ ତାଙ୍କ ବୟସ ୫୮ ବର୍ଷ ବୋଲି ଜଣାପଡ଼ିଛି। ଆଜି…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ତିନି ଠାକୁର, ରାତି ୧୨ଟା ପର୍ଯ୍ୟନ୍ତ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ : ଆଷ‌ାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁ ସୁନାବେଶ(ବଡ଼ତଢ଼ାଉ ବେଶ)ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମହାପ୍ରଭୁଙ୍କ ଏହି ବିରଳ ବେଶ ଦର୍ଶନ କରି ଲକ୍ଷାଧିକ ଭକ୍ତ ନିଜକୁ ଧନ୍ୟ ମନେ କରିଛନ୍ତି। ପ୍ରଶାସନ ପକ୍ଷରୁ…

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦ ଛାଡ଼ିଲେ ସୁବ୍ରତ ବାଗଚି

ଭୁବନେଶ୍ୱର: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦ ଛାଡ଼ିଛନ୍ତି ସୁବ୍ରତ ବାଗଚୀ । ଏନେଇ ସୁବ୍ରତ ବାଗଚୀ ଗୁରୁବାର ଟ୍ୱିଟ୍ କରି ଲେଖିଛନ୍ତି, ୭ ବର୍ଷର ଗୌରବମୟ ଯାତ୍ରା ପରେ ବ୍ୟକ୍ତିଗତ କାରଣ ପାଇଁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ…

ଜଗତସିଂହପୁର ଜିଲ୍ଲାରେ ୫ଟି ସଚିବ

ପାରାଦୀପ: ଆଜି ୫ଟି ସଚିବ ଭି.କେ ପାଣ୍ଡିଆନ ୨ ଦିନିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି ଆଜି ପୁର୍ବାହ୍ନ ୯ରେ ଏରସମା ବ୍ଳକ ଅନ୍ତର୍ଗତ ଶିଆଳି ସମୁଦ୍ର ବେଳାଭୂମୀ ନିକଟରେ ହେଲିକ୍ୟାପ୍ଟର ଯୋଗେଁ ଓହ୍ଲାଇବା ଥିଲେ । ଏରସମାର ଶିଆଳୀ ସମୁଦ୍ରବେଳାଭୂମୀରେ…

ବିଜେଡିର ଅନ୍ୟ ନାଁ ବିକାଶ : ଦେବୀ ମିଶ୍ର

ଭୁବନେଶ୍ୱର: ଫାଇଭ୍–ଟି ସଚିବଙ୍କ ପ୍ରସଙ୍ଗରେ ବିରୋଧୀଙ୍କ ଅଭିଯୋଗ । ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର କହିଛନ୍ତି, ବିରୋଧୀ ଲିଫଲେଟ୍ ବାଣ୍ଟନ୍ତୁ କି ଘର ଘର ବୁଲନ୍ତୁ । ଲୋକ ଜାଣିଛନ୍ତି ତାଙ୍କ ସୁଖ ଦୁଖରେ ସାଥୀ କିଏ ? ବିକାଶର…

ମୁଖ୍ୟମନ୍ତ୍ରୀଙ୍କୁ ଗୃହବନ୍ଦୀ କରି ରଖୁଛନ୍ତି: ଲକ୍ଷ୍ମଣ ଟୁଡୁ

ଭୁବନେଶ୍ୱର: ୫ଟି ସଚିବଙ୍କ ଗସ୍ତକୁ ନେଇ ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଟାର୍ଗେଟ । ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଗୃହବନ୍ଦୀ କରି ରଖୁଛନ୍ତି କହିଲେ ଟୁଡୁ । ଆଗାମୀ ଦିନରେ ଏକ ମିଡ୍‌ନାଇଟ୍ ଅପରେସନ କରିବାକୁ ଯାଉଛନ୍ତି । ସେ ବାରିପଦାରେ…