State

ସାଇବର ଠକେଇର ଶିକାର ହେଲେ ଏସଡିପିଓ, ବ୍ୟାଙ୍କ ଖାତାରୁ ପଳାଇଲା ୯୮ ହଜାର

ଭଦ୍ରକ : ସାଇବର ଠକେଇର ଶିକାର ହୋଇଛନ୍ତି ଭଦ୍ରକ ଜିଲ୍ଲା ଧାମନଗର ଏସଡିପିଓ ଅନିରୁଦ୍ଧ ମୁଦୁଲି। ତାଙ୍କ ବ୍ୟାଙ୍କ ଖାତାରୁ ସାଇବର ଠକମାନେ ୯୮ ହଜାର ୯୨୮ ଟଙ୍କା ଚଳୁ କରି ଦେଇଛନ୍ତି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର…

ଏସ୍‌ଆଇଆର୍‌: ୧୨ ଦିନରେ ୯୪.୩୭% ଭୋଟରଙ୍କ ପାଖରେ ପହଞ୍ଚିଲା ଫର୍ମ

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) କାର୍ଯ୍ୟକ୍ରମ ଦ୍ୱାଦଶ ଦିନରେ ବଡ଼ ସଫଳତା ହାସଲ କରିଛି। ରାଜ୍ୟରେ ଏପର୍ଯ୍ୟନ୍ତ ୯୪.୩୭ ପ୍ରତିଶତ ଭୋଟରଙ୍କ ନିକଟରେ ଗଣନା ଫର୍ମ ପହଞ୍ଚାଇବାରେ ବୁଥ୍‌ସ୍ତରୀୟ ଅଧିକାରୀମାନେ ସଫଳ ହୋଇଛନ୍ତି। ସରକାରୀ…

ଓଡିଶା ଆୟକର କର୍ମଚାରୀ ମହାସଂଘର ୭୫ ବର୍ଷ ପୂର୍ତ୍ତି ଉତ୍ସବ ପାଳନ

ଭୁବନେଶ୍ବର: ଆୟକର କର୍ମଚାରୀ ମହାସଂଘର ଓଡ଼ିଶା ଶାଖା ପକ୍ଷରୁ ଏହାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଚଳିତ ବର୍ଷ ମଇ ୨୦ ତାରିଖ ଠାରୁ ସମଗ୍ର ଦେଶରେ ଆୟକର କର୍ମଚାରୀ ମହାସଂଘ ପ୍ଲାଟିନମ୍ ଜୟନ୍ତୀ ପାଳନ…

ସୁନ୍ଦରଗଡ଼ ସୀମାନ୍ତ ଗାଁରେ ବୁଲୁଛନ୍ତି ସନ୍ଦିଗ୍ଧ ମାଓବାଦୀ!

ସୁନ୍ଦରଗଡ଼ : ଓଡ଼ିଶାରୁ ସିପିଆଇ ମାଓବାଦୀ ସଂଗଠନ ପ୍ରାୟତଃ ଲୋପପାଇଯାଇଛି, ଏହି କଥା ଗଲ ଏପ୍ରିଲ୍‌ ମାସରେ ସରକାର ଘୋଷଣା କରିଥିଲେ। ଏହା ସତ୍ବେ ଓଡ଼ିଶାର ଛତିଶଗଡ଼, ଝାଡ଼ଖଣ୍ଡ ସୀମାନ୍ତରେ ମାଓବାଦୀଙ୍କ ଏକାଧିକ ଡମ୍ପ୍‌ ଠାବ କରାଯାଉଥିବା ବେଳେ ସନ୍ଦିଗ୍ଧ ଗତିବିଧି…

କୋଟିଆରେ ଆନ୍ଧ୍ର କ୍ୟାବିନେଟ୍‌ ମନ୍ତ୍ରୀଙ୍କ ବିବାଦୟ ବୟାନ, ‘ଓଡ଼ିଶା ବାସିନ୍ଦାଙ୍କୁ ବାନ୍ଧ’

ପଟ୍ଟାଙ୍ଗି: ଓଡ଼ିଶା ସୀମା ଭିତରେ ପଶି ଆନ୍ଧ୍ରପ୍ରଦେଶର ଆଦିବାସୀ ମନ୍ତ୍ରୀ ଜି ସନ୍ଧ୍ୟାରାଣୀ ଏକ ନୂତନ ସଡ଼କର ଉଦ୍‌ଘାଟନ କଲେ, ନିର୍ଭୟରେ ସାଧାରଣ ସଭା କଲେ। କେବଳ ସଭାନୁହେଁ, ଓଡ଼ିଶା ପୁଲିସ ଓ ସାମ୍ବାଦିକଙ୍କ ବିରୋଧରେ ବିନାଦ୍ବନ୍ଦ୍ବରେ ବିବାଦୀୟ ମନ୍ତବ୍ୟ ଦେଲେ।…

‘ରଜ’ ପାଇଁ ସୋମବାର ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ୱର : ସୋମବାର (୧୫.୦୬.୨୦୨୬) ଦିନ ଖୋଲା ରହିବ ‘ନନ୍ଦନକାନନ’। ଏଥର ରଜ ପର୍ବ ଉପଲକ୍ଷେ ସୋମବାରରେ ଖୋଲା ରହିବ ‘ନନ୍ଦନକାନନ’ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ। ବାରଙ୍ଗ ସ୍ଥିତ ‘ନନ୍ଦନକାନନ’ ବୁଲିବାକୁ ମୁଖ୍ୟ ପର୍ବ ପର୍ବାଣୀ ରଜ,ଦଶହରା…

ହସ୍ପିଟାଲରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର : ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନେକ ନେତା, ମନ୍ତ୍ରୀ ହସ୍ପିଟାଲ ଯାଇ ତାଙ୍କୁ…

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୋଲିସର ବ୍ୟାପକ ପ୍ରସ୍ତୁତି: ୭୨ ପ୍ଲାଟୁନ୍ ଫୋର୍ସ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା

କଟକ: ଆସନ୍ତା ଜୁନ୍ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଡିଜିପି ଯୋଗେଶ…

ବିଜେପିକୁ ଘେରିଲା ବିଜେଡି, ୨ ବର୍ଷରେ ରାଜ୍ୟ ସରକାରଙ୍କ ୧୨ ବିଫଳତା ବଖାଣିଲେ ରଣେନ୍ଦ୍ର

ଭୁବନେଶ୍ବର ୧୦।୬:୨୪ ମାସରେ ରାଜ୍ୟ ସରକାରଙ୍କ ୧୨ ବିଫଳତା ବଖାଣିଲା ବିଜେଡି।ସରକାରଙ୍କୁ ଘେରିଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ।ପ୍ରେସ୍ମିଟ୍କରିବିଜେପି ସରକାରଙ୍କ ଦୁଇ ବର୍ଷର ୧୨ ୟୁ-ଟର୍ଣ୍ଣ ଗଣାଇଲେ । ୧. ଭତ୍ତା ପ୍ରସଙ୍ଗ ଭତ୍ତା ପାଉନାହାନ୍ତି ହିତାଧିକାରୀ…

ଆମେ ୨୪ ଘଣ୍ଟାରେ ସଂକଳ୍ପ ପତ୍ର ଅନୁସାରେ କାମ କରିଛୁ, ବିଜେଡି କ’ଣ କରିଛି ଗୋଟି ଗୋଟି କରି କହିବାକୁ ପଡିବ

ଭୁବନେଶ୍ବର ୧୦।୬: ଯେଉଁମାନେ ବିଫଳତା ଦିବସ କଥା କହୁଛନ୍ତି ସେମାନଙ୍କୁ ପଚାରିବେ ଆମର କ’ଣ କ’ଣ ବିଫଳତା ଆଉ ସେମାନେ ୧୫ ବର୍ଷ ଭିତରେ କ’ଣ କ’ଣ ସଫଳତା କରିଛନ୍ତି । ରାଜ୍ୟ ସରକାରଙ୍କୁ ବିଜେଡି ଘେରିବା ପରେ ଏଭଳି କହିଛନ୍ତି…