State

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠି ପକ୍ଷରୁ…

ପିଏମ୍ ଆବାସ ଦୁର୍ନୀତିର ସିବିଆଇ ତଦନ୍ତ ହେଉ: ପୃଥ୍ୱୀରାଜ

ଭୁବନେଶ୍ୱର: ପିଏମ ଆବାସ ଯୋଜନା ଦୁର୍ନୀତିରେ ସିବିଆଇ ତଦନ୍ତ ଦାବି କଲା ବିଜେପି । ପ୍ରେସମିଟ୍‌ରେ ଦାବିକଲେ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖନ୍ତୁ ବୋଲି କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ପିଏମ୍…

ଦିଗପହଣ୍ଡି ବସ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି ଭୟଙ୍କର ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି । ଦୁର୍ଘଟଣାସ୍ଥଳକୁ ଯାଉଛି ଜଏଣ୍ଟ ଟିମ୍‌। ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଦୁଇ ବସ ମୁହାଁମୁହିଁ, ୧୨ ମୃତ

ବ୍ରହ୍ମପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ଚାଲିଗଲା ୧୨ଜଣଙ୍କ ଜୀବନ । ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଖେମୁଣ୍ଡି କଲେଜ ନିକଟରେ । ଆହୁରି ଛଅ ଜଣଙ୍କୁ ଆହତ ଅବସ୍ଥା ରେ ବ୍ରହ୍ମପୁର ଏମ କେ ସି ଜି କୁ…

ଖିରି ଭୋଗ ଖାଇ ଜଣେ ମୃତ, ୧୫ ଅସୁସ୍ଥ

ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକର ତାଳକୁରୁଣିଆ ଓ ଅଠିଳାବାଜ ଗାଁରେ ବାସି ଭୋଗ ଖାଇ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ସେହିପରି ୧୫ ଜଣ ଲୋକ ଅସୁସ୍ଥ ହୋଇଛନ୍ତି। ସୂଚନା ଅନୁସାରେ ଗତକାଲି ତାଳକୁରୁଣିଆ ଗାଁରେ ରଥଯାତ୍ରାରେ ଠାକୁରଙ୍କ ଭୋଗ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ଓଡ଼ିଶା ବିଜେପି ଉପରେ ବର୍ଷିଲା ବିଜେଡି

ଓଡ଼ିଶାର ଲକ୍ଷ ଲକ୍ଷ ଗରିବ ହିତାଧିକାରୀଙ୍କୁ ଘର ନଦେବା ଷଡ଼ଯନ୍ତ୍ର ଧରା ପଡ଼ିଲା  ଷଡ଼ଯନ୍ତ୍ର ପଛରେ ରାଜ୍ୟ ବିଜେପିର ସାଂସଦ ଓ ଓଡ଼ିଶାରୁ ଯାଇଥିବା ଜଣେ ନିର୍ଦ୍ଦିଷ୍ଟ କେନ୍ଦ୍ରମନ୍ତ୍ରୀ  ଓଡ଼ିଶା ଗସ୍ତରେ ଆସିଥିବା ବିଜେପିର ରାଷ୍ଟ୍ରୀୟ ସଭାପତିଙ୍କ ମୁହଁରେ…

ଓଡ଼ିଶାରେ ପ୍ରଥମ – ସମ୍‌ରେ ବ୍ରେନ୍ ଡେଡ ବ୍ୟକ୍ତିଙ୍କ ଅଂଗଦାନ ଫଳରେ ଦେଶର ୪ ଜଣ ରୋଗୀଙ୍କର ନୂତନ ଜୀବନ ଲାଭ

ଭୁବନେଶ୍ୱର, : ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶନିବାର ଜଣେ ବ୍ରେନ୍ ଡେଡ୍ ହୋଇଥିବା ରୋଗୀଙ୍କର ଶରୀରରୁ ଏକାଧିକ ଅଂଗ ବାହାର କରାଯାଇ ଅନ୍ୟ ଗୁରୁତର ରୋଗୀମାନଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇପାରିଛି । ଗତ…

ମନ୍ତ୍ରୀ ପଦ ପାଇଁ ବ୍ଲାକମେଲିଂ କରୁଛନ୍ତି ସୌମ୍ୟରଞ୍ଜନ: ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର: ଫାଇଭ ଟି ସଚିବ ପ୍ରସଙ୍ଗରେ ନିଜର ମତାମତ ଆଲେଖ୍ୟ ଜରିଆରେ ଲେଖିଛନ୍ତି, ‘ସମ୍ବାଦ’ ଖବରକାଗଜରେ ସମ୍ପାଦକ ତଥା ଖଣ୍ଡପଡାର ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏହି ପ୍ରସଙ୍ଗରେ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ପୂର୍ବରୁ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ଏବେ…

୫ଟି ସଚିବଙ୍କୁ ଅଧିକାର ଦେଲା କିଏ: ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ଜିଲ୍ଲା ବୁଲୁଛନ୍ତି, ବିକାଶ କାର୍ଯ୍ୟର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ୍ । ଯାହାକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ଲଗାତାର ପ୍ରଶ୍ନ କରି ଚାଲିଛନ୍ତି । ଆଜି କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପୁଣି…

ଜୁନ୍‌ ୨୬ରୁ ତିନିଦିନିଆ ଏକାମ୍ର ପ୍ରକଳ୍ପ ଭୂମି ପୂଜନ କାର୍ଯ୍ୟକ୍ରମ

ଭୁବନେଶ୍ବର: ଚଳିତ ମାସ ୨୬ ତାରିଖ ଠାରୁ ଏକାମ୍ର ପ୍ରକଳ୍ପ ଭୂମି ପୂଜନ କାର୍ଯ୍ୟକ୍ରମ ଆରମ୍ଭ ହେବ। ରାଜଧାନୀ ଭୁବନେଶ୍ଵରସ୍ଥିତ ଏକାମ୍ର କ୍ଷେତ୍ର ତିନି ଦିନ ଧରି ଉତ୍ସବମୁଖର ହେବ। ଏହି ସମାରୋହରେ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଅନେକ ଲୋକଙ୍କ ସମାଗମ…