State

ଯୁବତୀଙ୍କୁ ଛୁରୀ ଭୁସି ହତ୍ୟା ଘଟଣା: କେନ୍ଦ୍ରାପଡ଼ାରୁ ଅଭିଯୁକ୍ତ ଯୁବକ ଗିରଫ

ଭୁବନେଶ୍ବର/କେନ୍ଦ୍ରାପଡ଼ା: ଗତ ୨୦ ତାରିଖ ଦିନ ଭୁବନେଶ୍ବରରେ ଜଣେ ଯୁବତୀଙ୍କୁ ଛୁରୀ ଭୁସି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ରମେଶ ବାରିକ ‌ଆଜି କେନ୍ଦ୍ରାପଡ଼ାରୁ ଗିରଫ ହୋଇଛି। ପୁଲିସ ଅଭିଯୁକ୍ତ ରମେଶକୁ ଗିରଫ କରିବା ପରେ ଅଧିକ ପଚରାଉଚରା କରୁଛି। ସୂଚନାଯୋଗ୍ୟ,…

ଆବାସ ଦୋଷୀ ଜେଲ ଯିବେ: ଗିରିରାଜ

ଭୁବନେଶ୍ୱର: ଅବାସ ଦୁର୍ନୀତି ତଦନ୍ତ ହେବ କହିଲେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ । ତଦନ୍ତ କରାଯାଇ ଯିଏ ଦୋଷୀ,ଜେଲ ପଠାଯିବ ବୋଲି କହିଲେ ଗିରିରାଜ । ଆବାସ ଦୁର୍ନୀତ୍ତିରେ ହେରଫେରକୁ ରୋକିବାକୁ ଚେଷ୍ଟା କରାଯିବ । ଆବାସ ସହ ମନରେଗା କାର୍ଯ୍ୟ…

ହୋଟେଲ ରୁମ୍‌ରୁ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ

ଦେବଗଡ଼ ସହରରେ ଥିବା ଏକ ହୋଟେଲ ରୁମରୁ ମିଳିଲା ଏସବିଆଇ ସିଏସି ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ। ତାଙ୍କ ନାଁ ସୁବାସ ଅଗ୍ରୱାଲ। ତାଙ୍କ ଘର ସମ୍ବଲପୁରର ଅଇଁଠାପାଲିରେ। ଗତ ୪ ଦିନ ହେଲା ସୁବାସ ଅଗ୍ରୱାଲ ଦେବଗଡ଼ ଏସ୍‌ବିଆଇରେ ସିଏସି ମ୍ୟାନେଜର…

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ, ନଗଦ ୩ କୋଟି ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କୋଟିପତି ବାବୁ। ଜବତ ହୋଇଛି କୋଟି କୋଟି ଟଙ୍କା, ସୁନା, ରୁପା ଅଳଙ୍କାର ଓ ସୁନା ବିସ୍କୁଟ । ଏହି କୋଟିପତି ବାବୁ ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ । ଏତେ ପରିମାଣର ଟଙ୍କା…

୩ ଜଟିଳ ମାଂସପେଶୀ ରୋଗୀଙ୍କ ଚିକିତ୍ସା ପାଇଁ ୩୦ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର : ବାଲେଶ୍ୱରର ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ। ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି। ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ ତଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର…

ବିଜୁଳି ସେବା ନାଁରେ ଶୋଷଣ କରୁଥିବା ଟାଟା ପାୱାର ସହ ଚୁକ୍ତିବାତିଲ କରୁ ରାଜ୍ୟ ସରକାର: ମନୋଜ ମହାପାତ୍ର

ଭୁବନେଶ୍ୱର : ଓଡ଼ିଶାର ଏକ ନମ୍ବର ମୁଖ୍ୟମନ୍ତ୍ରୀ ବୋଲି ସର୍ବଦା ବାଃ ବାଃ ନେଉଥିବାବେଳେ ବିଜୁଳି ସମସ୍ୟା ତାଙ୍କର ଅସଲ ମୁଖାକୁ ପଦାରେ ପକାଇଛି । ଓଡ଼ିଶାରେ ସର୍ବଦା ଅଘୋଷିତ ବିଦ୍ୟୁତ କାଟ ହେଉଥିବାରୁ ସାଧାରଣ ଉପଭୋକ୍ତା ଯମ ଯନ୍ତ୍ରଣା ଅନୁଭବ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାରେ ହିତାଧିକାରୀଙ୍କୁ ଘର ମିଳୁନି: ଜେ ପି ନଡ୍ଡା

ଭବାନୀପାଟଣା: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଏକ ନୂଆ ଦିଶା ଦେଇଛନ୍ତି। ଏଥିଲାଗି ତାଙ୍କୁ ସାରା ବିଶ୍ବରେ ପ୍ରଶଂସା କରାଯାଉଛି। ‘ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱକୁ ସାରା ବିଶ୍ୱ ମାନୁଛି, ନୋବେଲ ବିଜେତା ପଲ୍ ରୋମର ବି ମୋଦୀଙ୍କ ପ୍ରଶଂସାରେ…

ସାପ କାମୁଡାରେ ଦୁଇ ନାବାଳିକା ମୃତ

କଣ୍ଟାମାଳ: ସାପ କାମୁଡାରେ ଦୁଇ ନାବାଳିକା ମୃତ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ବରଗାଁ ପଞ୍ଚାୟତ ଗୌରୀବେଙ୍ଗଶ ଗାଁରେ ଅଭାବନୀୟ ଘଟଣା । ମୃତକ ସେହି ଗାଁର ସୌରୀନ୍ଦ୍ରୀ ନାୟକ ଓ ଝରଣା ଭୋଇ । ରାତିରେ କେନ୍ଦୁପତ୍ର ଫଡ଼ିରେ…

ମୁଖ୍ୟମନ୍ତ୍ରୀ ପୁଷ୍ଟି ଯୋଜନା କେନ୍ଦ୍ର ସରକାରଙ୍କ ପୋଷଣ ଅଭିଯାନର ଅଂଶବିଶେଷ: ସ୍ମୃତି ପଟ୍ଟନାୟକ

ଭୁବନେଶ୍ୱର, : ରାଜ୍ୟ ସରକାର ଓଡ଼ିଶାରେ ପୁଷ୍ଟି ଓ ସ୍ୱାସ୍ଥ୍ୟରେ ଉନ୍ନତି ପାଇ ଗତକାଲି “ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା”(ଏମଏସପିୱାଇ)କୁ କ୍ୟାବିନେଟ୍ ଅନୁମୋଦନ ଦେଇଛନ୍ତି । ଏହା ଘୋଷଣା ସର୍ବସ୍ୱ ରାଜ୍ୟ ସରକାରର ଆଉ ଏକ ଘୋଷଣା ବୋଲି ଜଣାପଡୁଛି ।…

ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା ଗିରଫ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ଜିଲ୍ଲାର ପୂର୍ବତନ ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ। ସେ ତାଙ୍କ ଆୟ ଠାରୁ ୧୪୫% ଅଧିକ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରରେ…