ମା’ ସହ ଝଗଡା ପରେ ବିଷ ପିଇ ଜୀବନ ହାରିଲା ଝିଅ
ଭଦ୍ରକ : ପାରିବାରିକ କଳହର କରୁଣ ପରିସ୍ଥିତି। ମା ଝିଅଙ୍କ ମଧ୍ୟରେ ଝଗଡା ପରେ ବିଷ ପିଇ ଆତ୍ମହତ୍ୟା କଲା ଝିଅ। ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ନଦୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗତକାଲି ନଦୀଗାଁର ସହଦେଵ ଦାସଙ୍କ…
ଭଦ୍ରକ : ପାରିବାରିକ କଳହର କରୁଣ ପରିସ୍ଥିତି। ମା ଝିଅଙ୍କ ମଧ୍ୟରେ ଝଗଡା ପରେ ବିଷ ପିଇ ଆତ୍ମହତ୍ୟା କଲା ଝିଅ। ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ନଦୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗତକାଲି ନଦୀଗାଁର ସହଦେଵ ଦାସଙ୍କ…
ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏସବୁ ଜିଲ୍ଲାରେ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ…
ବାଲେଶ୍ବର :ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ସୂଚନାଯୋଗ୍ୟ…
କଟକ: ଜଣାଶୁଣା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ କୋଲକାତାସ୍ଥିତ ଘରୁ ଖାଲି ହାତରେ ଫେରିଛି କମିସନରେଟ୍ ପୁଲିସ। ଗତ ବୁଧବାର ରାତିରେ ପୁଲିସ ଚଢ଼ଉ କରିଥିଲା। କିନ୍ତୁ ଘରେ ନ ଥିଲେ ସୌରିନ। ତାଙ୍କ ପରିବାର ଲୋକେ କହିଛନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ…
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ…
ଭୁବନେଶ୍ବର: ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରୁ ଟୁଇନସିଟିବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଆଜି ସକାଳେ କଟକ ଓ ଭୁବନେଶ୍ବରରେ ପ୍ରଚଣ୍ଡ ତାତି ସହ ଗୁଳୁଗୁଳି ହେତୁ ଛଟପଟ ହେଉଥିଲେ ଲୋକେ। ହେଲେ ମଧ୍ୟାହ୍ନରେ ଆକସ୍ମିକ ଭାବେ ପ୍ରାକ୍ ମୌସୁମୀ ବର୍ଷା ହେବା କାରଣରୁ…
ବୌଦ୍ଧ : ପେଟ୍ରୋଲ ପମ୍ପରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପିସିଆର । ପାଞ୍ଚ ପୋଲିସ୍ କର୍ମଚାରୀ ଆହତ । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ମନମୁଣ୍ଡା ପେଟ୍ରୋଲ ପମ୍ପ ନିକଟରେ ଠିଆ ହୋଇଥିବା ଟ୍ରକକୁ ଖୁବ୍…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ପରେ ଭଦ୍ରକର ପୂର୍ବତନ ଡିଏସ୍ଡବ୍ଲୁଓ ଜୟନ୍ତୀ ବେହେରାଙ୍କ ଘରେ ଭିଜିଲାନ୍ସ ଚଢଉ କରୁଛି । ବାଲେଶ୍ୱର, ଭଦ୍ରକ, ଭୁବନେଶ୍ୱରର ୧୧ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି । ଭୁବନେଶ୍ୱର ଗୌତମ ନଗର ଓ ଓଲଡ…
ଭୁବନେଶ୍ୱର: ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।ଓଡ଼ିଶା ଛୁଇଁଲା ମୌସୁମୀ । ଦୁଇ ଦିନ ଭିତରେ ସାରା ରାଜ୍ୟରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ । ଏହା ପ୍ରଭାବରେ ସାରା ଓଡିଶାରେ ବର୍ଷା ଜାରି ରହିଛି । ବିଶେଷ କରି…
ପୁରୀ : ପୁରୀ ପାଇଁ ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ। ପୁରୀକୁ ପୁଣି ଥରେ ବିଶ୍ବ ଦରବାରରେ ପରିଚିତ କରାଇବା ପାଇଁ ନେଲେ ଏପରି ନିସ୍ପତି। ବଢ଼ିଲା ଅବଢ଼ା ଯୋଜନାର ଅଟକଳ । ପୂର୍ବରୁ ୩୨୦୮ କୋଟି ଟଙ୍କା ଖର୍ଚ୍ଚ ଅଟକଳ ହୋଇଥିଲା…